ଖେଳ

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି ତଥ୍ୟ ଯୋଗାଇ ଦେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୫୦ ବର୍ଷୀୟ କିଙ୍ଗ୍‌...

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ ହେବ। ଏଥିପାଇଁ ଶୁକ୍ରବାର ୫୭୪ ଜଣିଆ ଖେଳାଳି ତାଲିକା ପ୍ରକାଶ ପାଇଛି। ତନ୍ମଧ୍ୟରେ...

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ ଇଣ୍ଡିଆ ପାଇଁ ବ୍ୟାଟିଂ କରି ତିଳକ ଶତକ ହାସଲ କରିଥିଲେ। ଏହି ଇନିଂସ...

ଦ୍ଵିତୀୟ ଥର ପାଇଁ ବାପା ହେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧୬/୧୧: ଖୁସି ଖବର ଦେଲେ ଭାରତୀୟ କ୍ରିକେଟର ରୋହିତ ଶର୍ମା। ସେ ଦ୍ଵିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ରିତିକା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ଝିଅ ଥିଲା। ଏହି...

ପାଞ୍ଚ ମ୍ୟାଚରେ ତିନି ଶତକ ସହିତ ଅନେକ ରେକର୍ଡ ଭାଙ୍ଗିଲେ ସାମସନ୍: ପଛରେ ପଡିଲେ ଧୋନୀ, ପନ୍ତ, ରାହୁଲ ଏବଂ ଇଶାନ୍

ନୂଆଦିଲ୍ଲୀ,୧୪ା୧୧: ଭାରତ ଏବଦଖିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଚାରି ମ୍ୟାଚ୍ ବିଶିଷ୍ଟ ଟି୨୦ ଅନ୍ତର୍ଜାତୀୟ ସିରିଜର ଚତୁର୍ଥ ମୁକାବିଲାରେ ଭାରତୀୟ ବ୍ୟାଟରମାନେ ଅନେକ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ପ୍ରଥମଥର ପାଇଁ ଗୋଟିଏ ଇନିଂସରେ କୌଣସି ଦେଶର ଦୁଇ ଜଣ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ ସେ ପୂର୍ବତନ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜେକ୍‌ ପାଲ୍‌ଙ୍କୁ...

ବୁମ୍‌ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…

ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍‌ ଇଣ୍ଡିଆ ଖୁବ୍‌ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ...

IPL ପୂର୍ବରୁ ଏହି ଟିମ୍‌ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍‌ ଲଗାଇଲା ପଞ୍ଜାବ

ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍‌ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର ୧୫୭୪ ଖେଳାଳି ନିଜ ନାମ ପଞ୍ଜିକୃତ କରିଥିବା ବେଳେ କିଏ କିଏ ବାଜି...

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ ଭାଗ୍ୟ ସାଉଦି ଆରବିଆରେ ହେବାକୁ ଥିବା ନିଲାମୀରେ ନିର୍ଦ୍ଧାରଣ ହେବ। ପଞ୍ଜିକୃତ କରିଥିବା...

ପିଓକେ ଯିବ ନାହିଁ ଚାମ୍ପିୟନ୍ସ ଟ୍ରଫି, ଭାରତର ପ୍ରତିବାଦ ପରେ ଆଇସିସିର ନିଷ୍ପତ୍ତି

ନୂଆଦିଲ୍ଲୀ,୧୫ା୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri