ଇଡେନରେ ଆରଆର-କେକେଆର ମୁହାଁମୁହିଁ, ଉଭୟଙ୍କ ପାଇଁ କର ବା ମର ସ୍ଥିତି…
କୋଲକାତା,୧୧।୫ : ଆଇପିଏଲ ୨୦୨୩ର ୫୬ତମ ମ୍ୟାଚ ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଖେଳାଯାଉଛି । ପଏଣ୍ଟ ଟେବୁଲରେ ରାଜସ୍ଥାନ ପଞ୍ଚମ ସ୍ଥାନରେ ରହିଛି। ସେହିପରି...
ପେଣ୍ଟ୍ରେ ଜିତିଲେ ଚତୁର୍ଥ ଷ୍ଟେଜ୍
ରୋମ୍, ୧୧।୫: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍ର ଚତୁର୍ଥ ଷ୍ଟେଜ୍ ବିଜେତା ହୋଇଛନ୍ତି ଫ୍ରାନ୍ସର ଓରେଲେନ ପରେଟ-ପେଣ୍ଟ୍ରେ। ଚତୁର୍ଥ (ଇଣ୍ଟରମିଡିଏଟ୍) ଷ୍ଟେଜ୍ ଭେନୋସାଠାରୁ ଲାଗୋ ଲାସେନୋ ପର୍ଯ୍ୟନ୍ତ ୧୭୨ କିଲୋମିଟର ବିଶିଷ୍ଟ ଥିଲା। ଏହାକୁ ଏଜି୨ଆର ସିଟ୍ରୋନ୍ ଟିମ୍ର...
ସ୍ବର୍ଣ୍ଣ ବିଜୟିନୀ ଶ୍ୱେତାରାଣୀଙ୍କୁ ଭବ୍ୟ ସ୍ବାଗତ
ଭୁବନେଶ୍ୱର,୧୧ା୫(ସ୍ପୋଟର୍ସ ବ୍ୟୁରୋ): ରୁଷିଆରେ ଅନୁଷ୍ଠିତ ମସ୍କୋ ଉଷୁ ଷ୍ଟାର ଓ୍ବାଲର୍ଡ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶ୍ୱେତାରାଣୀ ମହାନ୍ତ। ୩ରୁ ୮ ମେ ମଧ୍ୟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ୪୮ କିଗ୍ରା ସାଣ୍ଡା ବର୍ଗରେ ସେ...
ଓଡ଼ିଶାର ୪ ଖେଳାଳି ସାମିଲ
ନୂଆଦିଲ୍ଲୀ, ୧୧।୫ : ଆସନ୍ତା ଜୁନ୍ ୨ରୁ ଜାପାନର କାକାମିଗାହରାଠାରେ ଏସିଆ କପ୍ ଜୁନିୟର ମହିଳା ହକି ଟୁର୍ନାମେଣ୍ଟ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ବୁଧବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ...
ଦୀପକ, ହୁସାମୁଦ୍ଦିନ, ନିଶାନ୍ତ ପଦକ ନିଶ୍ଚିତ କଲେ
ତାସକେଣ୍ଟ, ୧୧।୫ (ପି.ଟି.): ବକ୍ସର ଦୀପକ ଭୋରିଆ (୫୧ କେଜି), ମହମ୍ମଦ ହୁସାମୁଦିନ (୫୭ କେଜି) ଓ ନିଶାନ୍ତ ଦେବ (୭୧ କେଜି) ଚଳିତ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍ର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। କୌଣସି ଏକ...
ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ
ରାଉରକେଲା ଅଫିସ,୧୧ା୫: ରାଉରକେଲା ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍ ଜୁନିୟର ମହିଳା ହକି ଚାମ୍ପିୟନଶିପ୍ର ସପ୍ତମ ଦିନରେ ବୁଧବାର ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ ହୋଇଛି। ପ୍ରଥମ ମ୍ୟାଚରେ ହରିୟାଣା ୧୯-୦ ଗୋଲରେ ତାମିଲନାଡୁକୁ...
ପ୍ରମୋଦଙ୍କ ଡବଲ ବିଜୟ
ଭୁବନେଶ୍ୱର, ୧୧।୫ (କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ପଟାୟାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ ଅବ୍ୟାହତ ରହିଛି। ବୁଧବାର ଦ୍ୱିତୀୟ ଦିବସରେ ପ୍ରମୋଦ ଭଗତ ଡବଲ ବିଜୟ ହାସଲ କରିଛନ୍ତି। ମନିଷା ରାମଦାସ ଓ ପ୍ରମୋଦ...
ପଞ୍ଚମ ବିଜୟ ସହ ଦ୍ୱିତୀୟରେ ଓଡ଼ିଶା ଏଫ୍ସି
ଅହମଦାବାଦ, ୧୧।୫: ଇଣ୍ଡିଆନ ଓମେନ୍ସ ଲିଗ୍ (ଆଇଡବ୍ଲ୍ୟୁଏଲ୍)ରେ ଓଡ଼ିଶା ଏଫ୍ସି ପଞ୍ଚମ ବିଜୟ ହାସଲ କରିଛି। ବୁଧବାର ଶାହିବାଗ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଭିତ୍ତିକ ଏହି ଦଳ ୩-୦ ଗୋଲରେ ସେଲ୍ଟିକ୍ କୁଇନ୍ସ ଏଫ୍ସିକୁ ପରାସ୍ତ କରିଛି।...
ଦିଲ୍ଲୀକୁ ହରାଇ ଚେନ୍ନାଇର ସପ୍ତମ ବିଜୟ
ଚେନ୍ନାଇ,୧୦ା୫: ଚେନ୍ନାଇର ଏମ୍.ଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳା ଯାଇଥିବା ଆଇପିଏଲ୍ର ୫୫ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ୨୭ ରନ୍ରେ ବିଜୟୀ ହୋଇଛି । ୧୨ଟି ମ୍ୟାଚରୁ ଚେନ୍ନାଇ ୭ଟିରେ ବିଜୟ ହୋଇ ୧୫ ପଏଣ୍ଟ ସହ ଟେବୁଲର...
ଦିଲ୍ଲୀ ଆଗରେ ୧୬୮ରନ୍ର ବିଜୟ ଟାର୍ଗେଟ୍
ଚେନ୍ନାଇ,୧୦।୫: ଚେନ୍ନାଇସ୍ଥିତ ଏମ୍.ଏ ଚିଦାମ୍ବରମ୍ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍ର ୫୫ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଅଧିନାୟକ ଏମ୍ଏସ୍ ଧୋନି ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ନିର୍ଦ୍ଧାରିତ ୨୦ ଓଭରରେ...
ଟସ୍ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତ୍ତି
ଚେନ୍ନାଇ,୧୦।୫ : ଚେନ୍ନାଇସ୍ଥିତ ଏମ୍.ଏ ଚିଦାମ୍ବରମ୍ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଆଇପିଏଲ୍ର ୫୫ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଅଧିନାୟକ ଏମ୍ଏସ୍ ଧୋନି ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ...
ଧୋନୀଙ୍କୁ ନେଇ ଏମିତି ଭବିଷ୍ୟବାଣୀ କଲେ ଏହି ପୂର୍ବତନ କ୍ରିକେଟର
ନୂଆଦିଲ୍ଲୀ,୧୦ା୫: ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍ ୨୦୨୩ର ପ୍ଲେ ଅଫ୍ରେ ପହଞ୍ଚିବାଠାରୁ ମାତ୍ର କିଛି ପାଦ ଦୂରରେ ରହିଛି। ଗତ ସିଜନରେ ବିପର୍ଯ୍ୟୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ଏହି ସିଜନରେ ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି। ଏହି ସିଜନରେ...