ପିଚ୍ରେ ଡିଆଁ ମାରି ରିଷଭ ପନ୍ତଙ୍କୁ ରକ୍ଷା କଲେ ସରଫରାଜ: ଦେଖନ୍ତୁ ଭିଡିଓ
ବେଙ୍ଗାଲୁରୁ,୧୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ସରଫରାଜ ଖାନ ଶତକ ହାସଲ କରିଛନ୍ତି। ସରଫରାଜଙ୍କ ଏହି ଇନିଂସ ସହ ଜଡିତ ଏକ ମଜାଦାର ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ରିଷଭ ପନ୍ତଙ୍କୁ ରନ ସ୍କୋର...
ଚମକିଲେ ସରଫରାଜ: ଭାରତକୁ ବିପଦରୁ କଲେ ରକ୍ଷା
ବେଙ୍ଗାଲୁରୁ,୧୯।୧୦: ବେଙ୍ଗାଲୁରୁ ଟେଷ୍ଟ ଭାରତୀୟ ଷ୍ଟାର ଖେଳାଳିଙ୍କ ସରଫରାଜ ଖାନ୍ କ୍ୟାରିୟର ପ୍ରଥମ ଶତକ ମାରିଛନ୍ତି। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ରୂପରେ ଦ୍ୱିତୀୟ ଉଇକେଟ ହରାଇଥିଲା, ଯାହା ପରେ ସରଫରାଜ ଖାନ ଚତୁର୍ଥ ନମ୍ବରରେ କ୍ରିଜକୁ...
‘ଧୋନୀଙ୍କ ଭଳି କ୍ୱାଲିଟି ଆଣ’
ନୂଆଦିଲ୍ଲୀ,୧୮।୧୦: ବେଙ୍ଗାଲୁରୁ ଟେଷ୍ଟର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୫୬ ରନ୍ରେ ଅଗ୍ରଣୀ ରହିଥିଲା। ଏହାକୁ ନେଇ ପୂର୍ବତନ କ୍ରିକେଟର ସଞ୍ଜୟ ମାଞ୍ଜରେକର ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ରୋହିତଙ୍କୁ ତାଙ୍କ ନେତୃତ୍ୱରେ ଧୋନୀଙ୍କ ଭଳି କ୍ୱାଲିଟି ଆଣିବାର...
ଇତିହାସ ରଚିଲେ ବିରାଟ କୋହଲି… ହାସଲ କଲେ ସ୍ବତନ୍ତ୍ର ରେକର୍ଡ
ବେଙ୍ଗାଲୁରୁ,୧୮।୧୦: ବିରାଟ କୋହଲି ତାଙ୍କ ଟେଷ୍ଟ କ୍ୟାରିୟରରେ ୯୦୦୦ ରନ ପୂରଣ କରିଛନ୍ତି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଙ୍ଗାଲୋରରେ ଖେଳାଯାଉଛି। ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ବିରାଟ ଶୂନ୍ୟରେ ଆଉଟ ହୋଇଥିଲେ। କିନ୍ତୁ...
ଜେଏସ୍ଡବ୍ଲ୍ୟୁ ସ୍ପୋଟର୍ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ
ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍ଡବ୍ଲ୍ୟୁ ସ୍ପୋଟର୍ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍ ଓ ଡବ୍ଲ୍ୟୁପିଏଲ୍(ଓମେନ୍ସ ପ୍ରିମିୟର ଲିଗ୍)ରେ ଦିଲ୍ଲୀ...
ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି
ନୂଆଦିଲ୍ଲୀ,୧୮।୧୦: ଟିମ୍ ଇଣ୍ଡିଆର ଭେଟେରାନ ସ୍ପିନର ଆର୍. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ...
ବଡ଼ ଗେମ୍ ଖେଳିବା ଯୋଜନାରେ କେ ଏଲ୍ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍କା
ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍ କରିବେ ତାହାର ତାଲିକା କରିବା ଆରମ୍ଭ କରିଛନ୍ତି। ଏଥିଲାଗି ଅକ୍ଟୋବର ୩୧ ଯାଏ ସମୟ ଦିଆଯାଇଛି,...
୧୪ ବର୍ଷ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର
ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ...
IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ
ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହୋଇପାରେ। ତଥାପି, ସ୍ଥାନ...
ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ପାଇଁ ପାକିସ୍ତାନ...
ବ୍ୟାକ୍ଫୁଟ୍ରେ ଟିମ୍ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା
ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ...
ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…
ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ ଦିନରେ ନ୍ୟୁଜିଲାଣ୍ଡ ବୋଲରଙ୍କ ଯାଦୁ ଦେଖିବାକୁ ମିଳିଥିଲା। ଟସ ଜିତିବା ପରେ ପ୍ରଥମେ...
Archives


