ଖେଳ

ଆମେରିକା ଚାହିଁଲେ ୨ ଘଣ୍ଟାରେ ଗ୍ରୀନଲାଣ୍ଡ ଉପରେ କରିପାରେ କବ୍ଜା, ପଢ଼ନ୍ତୁ ସ୍ବତନ୍ତ୍ର ରିପୋର୍ଟ…

ନ୍ୟୁୟର୍କ,୮।୧: ଗ୍ରୀନଲ୍ୟାଣ୍ଡକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ‘ଗ୍ରେଟର୍‌ ଆମେରିକା’ ମିଶନ ଏକ ନୂଆ ଆଲୋଡ଼ନ ସୃଷ୍ଟି କରିଛି। ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ଅନ୍ତର୍ଭୁକ୍ତ କରିବା ଲାଗି ଯୋଜନା ପ୍ରସ୍ତୁତ କରିଛନ୍ତି। ଏପରିକି ସେ ସାମରିକ କାର୍ଯ୍ୟାନୁଷ୍ଠାନ…

କଟିବ ପାକିସ୍ତାନର ନାକ, ହାତରୁ ଚାଲିଯାଇପାରେ ଚାମ୍ପିଅନ୍ସ ଟ୍ରଫିର ଆୟୋଜକ କ୍ଷମତା…

ନୂଆଦିଲ୍ଲୀ,୮।୧: ଅଧାରେ ରହିପାରେ ପାକିସ୍ତାନ ଏବଂ ଏହାର କ୍ରିକେଟ ବୋର୍ଡ ପିସିବିର ଆଶା। କାରଣ ଦଳ ହାତରୁ ଚାମ୍ପିଅନ୍ସ ଟ୍ରଫି ଆୟୋଜକ ହେବାର କ୍ଷମତା ଚାଲିଯାଇପାରେ। କାରଣ ଏହାର ସ୍ଥାନ ନିର୍ଦ୍ଧାରିତ ହୋଇନାହିଁ। ଜାନୁଆରୀ ୧୯ରୁ ଚାମ୍ପିଅନ୍ସ ଟ୍ରଫି ଖେଳାଯିବ। ପ୍ରଥମ…

୬ ମାସ ଯାଏ ଟିମ୍‌ରୁ ବାଦ୍‌ ପଡ଼ିପାରନ୍ତି ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୮।୧: ଚାମ୍ପିଅନ୍ସ ଟ୍ରଫି ଲାଗି ଜାନୁଆରୀ ୧୨ରେ ଦଳ ଘୋଷଣା ହେବ। ଏଥିରେ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଖେଳିବେ କି ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କାରଣ ତାଙ୍କ ଆଘାତ ନେଇ ସ୍ଥିତି ସ୍ପଷ୍ଟ କରୁନାହିଁ ବିସିସିଆଇ। ଗଣମାଧ୍ୟମ…

କ୍ୟାରିୟର୍‌ର ସର୍ବଶ୍ରେଷ୍ଠ ର଼୍ୟାଙ୍କିଂ ହାସଲ କଲେ ଜସପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୮।୧: ଆଇସିସି ର଼୍ୟାଙ୍କିଂରେ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବଂ ଜସପ୍ରୀତ ବୁମ୍‌ରା ଉପକୃତ ହୋଇଛନ୍ତି। ବୁମ୍‌ରା ଜୀବନର ଶ୍ରେଷ୍ଠ ର଼୍ୟାଙ୍କିଂ ହାସଲ କରିଛନ୍ତି। ବୁମ୍‌ରା ଟେଷ୍ଟରେ ନମ୍ବର-୧ ବୋଲର। ଏଥିସହ ସେ ବର୍ତ୍ତମାନ ଏହି ଫର୍ମାଟରେ ନିଜ…

ଜାଣିଶୁଣି ବୁମ୍‌ରାଙ୍କୁ ଉସ୍‌କାଇଥିଲି…ନିଜ ଭୁଲ୍‌ ମାନିଲେ ଅଷ୍ଟ୍ରେଲିୟ କ୍ରିକେଟର୍‌

ନୂଆଦିଲ୍ଲୀ,୮।୧: ଏକ ଦଶନ୍ଧି ପରେ ଅଷ୍ଟ୍ରେଲିଆ ଭାରତରୁ ବର୍ଡର-ଗାଭାସ୍କର ଟ୍ରଫି ଛଡ଼ାଇ ନେଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ଅଧୀନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଏକ ପାଞ୍ଚ ଟେଷ୍ଟ ସିରିଜ ଖେଳାଯାଇଥିଲା। ଭାରତକୁ ସିରିଜରେ ୧-୩ରେ ପରାସ୍ତ ହୋଇଥିଲା। ସାମ କନଷ୍ଟାସ୍‌…

ଫିଟ୍‌ ହୋଇଗଲେଣି, ତଥାପି NCAରେ କାହିଁକି ଅଛନ୍ତି ଶାମି? ପ୍ରଶ୍ନ ଉଠାଇଲେ ପଣ୍ଟିଂ-ଶାସ୍ତ୍ରୀ

ନୂଆଦିଲ୍ଲୀ,୭।୧: ଫିଟ୍‌ ହୋଇଗଲେଣି ଭାରତର ଦ୍ରୁତ ବୋଲର ମହମ୍ମଦ ଶାମି। ତଥାପି ତାଙ୍କୁ ଦଳରେ ନିଆଯାଉନାହିଁ। ନିକଟରେ ଶେଷ ହୋଇଥିବା ବର୍ଡର ଗାଭାସ୍କର ଟ୍ରଫିର ଦ୍ୱିତୀୟ ଭାଗରେ ତାଙ୍କୁ ଦଳରେ ସାମିଲ କରାଯାଇପାରେ ବୋଲି ଆଶା କରାଯାଉଥିଲା। ଏପରି ହୋଇଥିଲେ ଦଳର…

ଲଣ୍ଡନ ନା ଭାରତ? ଟିମ୍‌ ଇଣ୍ଡିଆରୁ ଅଲଗା ହୋଇ କୁଆଡେ ଯାଉଛନ୍ତି ବିରାଟ କୋହଲି…

ନୂଆଦିଲ୍ଲୀ,୭।୧: ଭାରତର ଅଷ୍ଟ୍ରେଲିଆ ଗସ୍ତ ଶେଷ ହୋଇଛି। ଏଣୁ ଯଥାଶୀଘ୍ର ଖେଳାଳିମାନେ ଭାରତ ଫେରିବାକୁ ଚାହୁଁଛନ୍ତି। ଏମିତିରେ ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ମଙ୍ଗଳବାର ଅଷ୍ଟ୍ରେଲିଆରୁ ଫେରିବେ। ହେଲେ ବାକି ଖେଳାଳିମାନେ ପରେ ଭାରତ ଆସିବେ। ଦିନକ ପୂର୍ବରୁ…

‘କୋହଲିଙ୍କ ଏଭଳି ବ୍ୟବହାର ପାଇଁ ଦଳର କ୍ଷତି ହେଉଛି’

ନୂଆଦିଲ୍ଲୀ,୭।୧: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍‌ ଇଣ୍ଡିଆର ଭେଟେରାନ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ନିଜର ବ୍ୟାଟିଂକୁ ନେଇ ସମାଲୋଚିତ ହୋଇଥିଲେ। ଏହାଛଡ଼ା ମଇଦାନରେ ନିଜର ଆକ୍ରାମକ ସ୍ବଭାବ ଏବଂ ବିରୋଧୀ ଟିମ୍‌ର ଦର୍ଶକଙ୍କୁ ଜବାବ ଦେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହି…

ଛାଡପତ୍ର ଖବର ମଧ୍ୟରେ ଚହଲଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୭।୧: କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କଠାରୁ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଦୁହେଁ ପରସ୍ପରକୁ ମଧ୍ୟ ଅନଫଲୋ କରିଦେଇଛନ୍ତି। ଏହି ସମୟରେ ସେ ସୋସିଆଲ ମିଡିଆରେ କ୍ରିପ୍ଟିକ ପୋଷ୍ଟ ମଧ୍ୟ କରୁଛନ୍ତି। ଧନଶ୍ରୀଙ୍କଠୁ…

ଓଡ଼ିଶା ୩ ବର୍ଷ ପାଇଁ ଭାରତୀୟ ଖୋ ଖୋ ଦଳର ପ୍ରାୟୋଜକ

ଭୁବନେଶ୍ୱର,୭ା୧(ତପନ ସ୍ବାଇଁ): ସ୍ବଦେଶୀ କ୍ରୀଡ଼ାକୁ ପ୍ରୋତ୍ସାହିତ ଦେବା ଲାଗି ଭାରତୀୟ ଜାତୀୟ ଖୋ ଖୋ ଟିମ୍‌ ପାଇଁ ଓଡ଼ିଶା ୩ ବର୍ଷ ସକାଶେ ପ୍ରାୟୋଜକ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି, ଏ ନେଇ ରାଜ୍ୟ ସରକାର…

ଇଂଲଣ୍ଡ ସିରିଜ ପୂର୍ବରୁ ଭାରତକୁ ବଡ଼ ଝଟକା: ଜାଣନ୍ତୁ କେବେ ଫେରିବେ ବୁମ୍‌ରା

ମୁମ୍ବାଇ,୬ା୧: ଆଗାମୀ ଇଂଲଣ୍ଡ ସିରିଜ ଭାରତକୁ ଲାଗିଛି ବଡ ଝଟକା। ଅଷ୍ଟ୍ରେଲିଆ ଗସ୍ତର ଶେଷ ମୁକାବିଲାରେ ଜଶପ୍ରୀତ ବୁମ୍‌ରା ଆହତ ହୋଇଥିବା ବେଳେ ଏବେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଫେବୃଆରୀ 19ରୁ ଚାମ୍ପିୟନ୍ସ ଟ୍ରଫି…

ରୋହିତଙ୍କ ଉତ୍ତରାଧିକାରୀ ହେବେ କିଏ? ରେସ୍‌ରେ ଏହି ୩ ନାଁ

ନୂଆଦିଲ୍ଲୀ,୬।୧: ଅଷ୍ଟ୍ରେଲିଆଠାରୁ ଟେଷ୍ଟ ସିରିଜ ହାରିବା ପରେ ଭାରତୀୟ କ୍ରିକେଟ ଦଳ ଏକ ନୂଆ ସଙ୍କଟରେ ପଡ଼ିଥିବା ଜଣାପଡିଛି। ଟିମ ଇଣ୍ଡିଆ ନୂଆ ଅଧିନାୟକ ଆବଶ୍ୟକ କରୁଛି, କିନ୍ତୁ ତାଙ୍କ ପାଇଁ ଉପଯୁକ୍ତ ବିକଳ୍ପର ଅଭାବ ଦେଖାଦେଇଛି। ୧୦ ବର୍ଷ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri