ପାକିସ୍ତାନ ଖେଳାଳିଙ୍କ ଜୋତା ଫିତା ବାନ୍ଧି ଦେଲେ ବିରାଟ କୋହଲି, ଆସିଲା ଏମିତି ରିଆକ୍ସନ
ଦୁବାଇ,୨୪।୨: ପାକିସ୍ତାନ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିରେ ବିରାଟ କୋହଲିଙ୍କ ବ୍ୟାଟ ଚମକିଥିଲା। ସେ ୧୧୧ ବଲରେ ଏକ ଶତକୀୟ ଇନିଂସ ଖେଳିଥିଲେ। ଦୀର୍ଘ ସମୟ ଧରି ଫର୍ମରେ ନ ଥିବା କୋହଲିଙ୍କ ଏହି ଇନିଂସ ତାଙ୍କୁ ଟୁର୍ଣ୍ଣାମେଣ୍ଟରେ ମାନସିକ ଭାବରେ ଆହୁରି…
୨୦୦ ଉଇକେଟ କ୍ଲବରେ ହାର୍ଦ୍ଦିକ
ଦୁବାଇ,୨୩ା୨: ଭାରତୀୟ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ରବିବାର ଅନ୍ତର୍ଜାତୀୟ କ୍ୟାରିୟରରେ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟ ଛୁଇଁଛନ୍ତି। ପାକିସ୍ତାନ ବିପକ୍ଷ ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍ରେ ସେ ୨ ଉଇକେଟ ନେବା ସହ ଅନ୍ତର୍ଜାତୀୟ କ୍ରିକେଟ୍ରେ ୨୦୦ ଉଇକେଟ ପୂରଣ କରିଛନ୍ତି। ବିସ୍ଫୋରକ ବ୍ୟାଟିଂ…
ICC Champions Trophy : ଦୁବାଇରେ ପାକିସ୍ତାନକୁ ହରାଇଲା ଭାରତ
ଦୁବାଇ, ୨୩।୨: ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ଦମ୍ଦାର ପ୍ରଦର୍ଶନ କରିଛି। ବିରାଟ କୋହଲିଙ୍କ ଚମତ୍କାର ଅପରାଜିତ ଶତକ ବଳରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ରବିବାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୬ ଉଇକେଟରେ ପରାସ୍ତ କରିଛି। ୨ଟି ମ୍ୟାଚରୁ…
IND vs PAK: ଭାବି ଆସିଥିଲେ ଦୁବାଇ…ପାଣ୍ଡ୍ୟାଙ୍କ ମ୍ୟାଚ୍ ଦେଖିବାକୁ ଆସିଥିଲେ ଗାର୍ଲପ୍ରେଣ୍ଡ, ଫଟୋ ଭାଇରାଲ
ଦୁବାଇ,୨୩।୨: ଭାରତ-ପାକିସ୍ତାନ ମଧ୍ୟରେ ଚାଲିଛି ବିଗ ଫାଇଟ ଖେଳାଯାଉଛି । ଏହି ହାଇଭୋଲଟେଜ ମ୍ୟାଚକୁ ଉପଭୋଗ କରିବା ପାଇଁ ଲୋକପ୍ରିୟ କଳାକାର, ରାଜନେତାମାନେ ଷ୍ଟାଡିୟମରେ ପହଞ୍ଚିଛନ୍ତି। ଏହାରି ଭିତରେ ଦୁବାଇ ପଡିଆରେ ହିଁ ଭାରତୀୟ ଷ୍ଟାର ଅଲରାଉଣ୍ଡର ତଥା ଦୁର୍ଦ୍ଦଶ ଖେଳାଳି…
IND vs PAK: ବଡ଼ ଅଫର୍ ଦେଲା ପାକ୍, ଭାରତକୁ ହରାଇଲେ ଖେଳାଳିଙ୍କୁ ମିଳିବ ୧କୋଟି ଟଙ୍କା
କରାଚୀ,୨୩।୨: ଦୁବାଇର ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଟିମ ଇଣ୍ଡିଆ ଏବଂ ଆୟୋଜକ ପାକିସ୍ତାନ IND vs PAK: ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ମ୍ୟାଚ ଚାଲିଛି। ଏହାରି ମଧ୍ୟରେ ସିନ୍ଧ ପ୍ରଦେଶର ରାଜ୍ୟପାଳ ମହମ୍ମଦ କାମରାନ ଖାନ ଟେସୋରି ପାକିସ୍ତାନୀ କ୍ରିକେଟରଙ୍କ…
IND vs PAK: ୧୪,୦୦୦ ରନ୍ ପୂରଣ କଲେ କୋହଲି
ଦୁବାଇ,୨୩।୨: ପାକିସ୍ତାନ ବିପକ୍ଷ ଆଇସିସି ଚାମ୍ପିୟନ୍ସ ଟ୍ରଫି ମ୍ୟାଚ୍ରେ ଭାରତୀୟ ଦଳର ତାରକା ବ୍ୟାଟର ବିରାଟ କୋହଲି ଏକାଧିକ ବ୍ୟକ୍ତିଗତ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ଦିନିକିଆ କ୍ରିକେଟରେ ୧୪,୦୦୦ ରନ୍ ପୂରଣ କରିଛନ୍ତି। ୧୨.୨ ଓଭରରେ ପାକିସ୍ତାନ ବୋଲର ହାରିସ୍…
ପାକିସ୍ତାନରେ ଭାରତ ନ ଖେଳିବାରୁ ଦୁଃଖ ପ୍ରକାଶ କଲା Pakistan
କରାଚୀ,୨୩ା୨: ଭାରତୀୟ ଦଳ ତା’ର ଚାମ୍ପିୟନ୍ସ ଟ୍ରଫି ମ୍ୟାଚ ପାକିସ୍ତାନରେ ନ ଖେଳି ନିରପେକ୍ଷ ଭେନ୍ୟୁରେ ଖେଳିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମହସିନ ନକଭି ନୈରାଶ୍ୟ ବ୍ୟକ୍ତ କରିଛନ୍ତି। ୨୯ ବର୍ଷର ବ୍ୟବଧାନ ପରେ ପାକିସ୍ତାନରେ…
ଭାରତ ଆଗରେ ୨୪୨ ରନ୍ର ବିଜୟ ଟାର୍ଗେଟ
ଦୁବାଇ,୨୩।୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ କ୍ରିକେଟ ଷ୍ଟାଡିୟମରେ ରବିବାର ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ…
OMG! ୪୩ ବର୍ଷ ବୟସରେ ଯୁବରାଜ ସିଂଙ୍କ ଫିଟନେସ ଦେଖି ପ୍ରଶଂସା କଲେ ସଚିନ
ନୂଆଦିଲ୍ଲୀ,୨୩।୨: ୨୨ ଫେବୃଆରୀ, ୨୦୨୫ରେ ଅନ୍ତର୍ଜାତୀୟ ମାଷ୍ଟର୍ସ ଲିଗ ଟି-୨୦ ୨୦୨୫ର ଉଦଘାଟନୀ ମ୍ୟାଚରେ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂହ ଏକ ଚମତ୍କାର କ୍ୟାଚ ନେଇଥିଲେ। ଶ୍ରୀଲଙ୍କା ମାଷ୍ଟର୍ସ ଇନିଂସର ଅଷ୍ଟମ ଓଭରରେ, ଲାହିରୁ ଥିରିମାନେ ଇରଫାନ ପଠାନଙ୍କ ବଲରେ…
ବାରବାଟୀରେ ମ୍ୟାଚ୍ ବେଳେ ଫ୍ଲଡ ଲାଇଟ ଲିଭିବା ଘଟଣା: ଉତ୍ତର ରଖିଲା OCA
ଭୁବନେଶ୍ୱର,୨୩।୨: କଟକ ବାରବାଟୀ ଷ୍ଟାଡିୟମରେ ଗତ ୯ତାରିଖରେ ଭାରତ -ଇଂଲଣ୍ଡ ମ୍ୟାଚ୍ ବେଳେ ଫ୍ଲଡ ଲାଇଟ ଲିଭିଯାଇଥିଲା। ଫଳରେ ଖେଳ ଅଧାରୁ ବାଧାପ୍ରାପ୍ତ ହୋଇଥିଲା। ଏନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ OCAକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା।…
ଭାରତୀୟ ଟିମକୁ ମିଳିଲା କ୍ୟାପଟେନ କୁଲଙ୍କ ସପୋର୍ଟ, ଦାରା ସିଂଙ୍କୁ ଦେଖି ପାକିସ୍ତାନ ଛାନିଆ! ଦେଖନ୍ତୁ ଭିଡିଓ
ଦୁବାଇ,୨୩।୨: ଭାରତୀୟ କ୍ରିକେଟ ଟିମ୍ ଏବଂ ପାକିସ୍ତାନ କ୍ରିକେଟ ଟିମ୍ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ୫ମ ମ୍ୟାଚ ଦୁବାଇରେ ଖେଳାଯାଉଛି। ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଏକ୍ସାଇଟମେଣ୍ଟ ଅଧିକ ରହିଛି। ଏବେ ଭାରତୀୟ ଦଳକୁ କ୍ୟାପଟେନ…
ପ୍ରତିଶୋଧ ନେଇ ବାବର ଆଜମ୍ଙ୍କୁ ଏଭଳି ଇଙ୍ଗିତ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାଇରାଲ ହେଉଛି Video
ଦୁବାଇ,୨୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ୍ ବାବର ଆଜମ ପୁଣି ଥରେ ଟିମ ଇଣ୍ଡିଆ ବିପକ୍ଷରେ ଫ୍ଲପ୍ ସାବ୍ୟସ୍ତ ହୋଇଛନ୍ତି। ଦୁବାଇରେ ଖେଳାଯାଉଥିବା ଏହି ହାଇଭୋଲ୍ଟେଜ୍ ମ୍ୟାଚ୍ ଆୟୋଜକ ଦଳ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କାରଣ ଟୁର୍ନାମେଣ୍ଟରେ ରହିବାକୁ ହେଲେ ତାଙ୍କୁ ଯେକୌଣସି…
Archives


