ଖେଳ

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର ଯାଦୁ ଅକ୍ଷୁର୍ଣ୍ଣ ରହିଛି। ତାହିର ବର୍ତ୍ତମାନ ଟି-୨୦ କ୍ରିକେଟ ଇତିହାସରେ ଗୋଟିଏ ମ୍ୟାଚରେ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ ଥିବା ପାଣ୍ଡ୍ୟାଙ୍କୁ ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ଦିନିକିଆ ସିରିଜ ପାଇଁ ଇଣ୍ଡିଆ ‘ଏ’…

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର ଟି-୨୦ ସିରିଜ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି। ପୁଣିଥରେ ଅଭିମନ୍ୟୁ ଈଶ୍ୱରନ୍‌ଙ୍କ ସହ ଓପନିଂ ଦାୟିତ୍ୱ ସମ୍ଭାଳିଥିଲେ ଯୁବ ବ୍ୟାଟର ବୈଭବ…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଏହି ମୁକାବିଲାରେ ତିଳକ ବର୍ମାଙ୍କ ନେତୃତ୍ୱାଧୀନ ସାଉଥ ଜୋନ ଏବେ ସଙ୍କଟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ କିଏ? ଅଭିଜ୍ଞ ସଞ୍ଜୁ ସାମସନ ନା ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ?…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ ବିପକ୍ଷରେ ତାଙ୍କର ୧୨୪ରନର ଇନିଂସ T20 ରାଙ୍କିଙ୍ଗରେ ତାଙ୍କର ସ୍ଥାନ ବୃଦ୍ଧି କରିଥିଲା।…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦ ଲିଗ ଖେଳାଯାଉଛି। ତେବେ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଭାରତ ପାଇଁ ସବୁଠୁ ଦ୍ରୁତ…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର ହାସଲ କରିଛି। ୩ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜ୍‌ର ବଳକା ଦୁଇ ମ୍ୟାଚ୍‌ ୧୫…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ, ପାକିସ୍ତାନ ମହିଳା ଦଳ ହଂକଂକୁ ପରାସ୍ତ କରି…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71 କୋଟି ରୋଜଗାର କରିବ। ବିଶେଷକରି, BCCI ଭାରତୀୟ କ୍ରିକେଟ ଦଳର ଘରୋଇ ଦ୍ୱିପାକ୍ଷିକ…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ ବଡ଼ ଷ୍ଟାର ପାଇଯାଇଛି, କିନ୍ତୁ ଭାଗ୍ୟ ଶୀଘ୍ର ପରିବର୍ତ୍ତନ ହୋଇପାରେ। ଶ’ ଲାଇମଲାଇଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?