ସେମିଫାଇନାଲକୁ ନେଇ ପାକିସ୍ତାନ କହିଥିଲା ଏମିତି କଥା, ଏବେ କଡ଼ା ଜବାବ ଦେଲା ଇଣ୍ଡିଆ
ନୂଆଦିଲ୍ଲୀ,୨।୩: ICC T20 ବିଶ୍ୱକପ ୨୦୨୬ର ଶେଷ ସୁପର ୮ମ୍ୟାଚରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଏକ ହାଇ-ଭୋଲଟେଜ ପ୍ରତିଯୋଗିତା ଦେଖାଯାଇଥିଲା। କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଇଥିବା ଏହି ମ୍ୟାଚରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ୫ୱିକେଟରେ ପରାସ୍ତ କରି ସେମିଫାଇନାଲରେ ସ୍ଥାନ…
ଟିମ ଇଣ୍ଡିଆ ସହ ଏହି ୪ ଟିମ୍ଙ୍କ ସେମିଫାଇନାଲ ସ୍ଥାନ ପକ୍କା, ଜାଣନ୍ତୁ ମ୍ୟାଚର ସମ୍ପୂର୍ଣ୍ଣ ସିଡ୍ୟୁଲ
ନୂଆଦିଲ୍ଲୀ,୨।୩: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ର ଅନ୍ତିମ ସୁପର ୮ ମ୍ୟାଚରେ ଟିମ ଇଣ୍ଡିଆ ୱେଷ୍ଟଇଣ୍ଡିଜକୁ ୫ ୱିକେଟରେ ପରାସ୍ତ କରିଛି। କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୨୦ ଓଭରରେ ୪…
୧୦ ବର୍ଷ ପରେ ପ୍ରତିଶୋଧ ନେଲା ଭାରତ: ମନେ ପଡ଼ିଗଲା…
କୋଲକାତା,୨।୩: ୧୦ ବର୍ଷ ପରେ ଟିମ ଇଣ୍ଡିଆ ଓ୍ବେଷ୍ଟଇଣ୍ଡିଜ୍ଠାରୁ ପ୍ରତିଶୋଧ ନେଇଛି। କ୍ରିକେଟରେ ଏପରି ମୁହୂର୍ତ୍ତ ବହୁତ କମ ଆସିଥାଏ ଯେତେବେଳେ ଭାଗ୍ୟ ଏବଂ କଠିନ ପରିଶ୍ରମ ମିଶି ଇତିହାସ ସୃଷ୍ଟି କରେ। ୨୦୨୬ ଟି୨୦ ବିଶ୍ୱକପରେ, ଭାରତ ୱେଷ୍ଟଇଣ୍ଡିଜ ବିପକ୍ଷରେ…
ଧୋନୀଙ୍କୁ ବଡ଼ ଝଟ୍କା: ମିଳିଲା ନୋଟିସ୍, ୧୫ ଦିନ ମଧ୍ୟରେ…
ରାଞ୍ଚି,୨।୩: ଝାଡ଼ଖଣ୍ଡ ରାଜ୍ୟ ଗୃହ ବୋର୍ଡ ରାଞ୍ଚିର ହାର୍ମୁ ଅଞ୍ଚଳରେ ତାଙ୍କ ବାସସ୍ଥାନ ପାଇଁ ଆବଣ୍ଟିତ ଜମିର ବାଣିଜି୍ୟକ ବ୍ୟବହାର ସମ୍ପର୍କରେ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ନୋଟିସ ଜାରି କରିଛି। ବୋର୍ଡ କହିଛି ଯେ, ପ୍ଲଟ କେବଳ…
ସେମିଫାଇନାଲ୍ରେ ପହଞ୍ଚିବା ପରେ ବଡ଼ ବୟାନ୍ ଦେଲେ ସୂର୍ଯ୍ୟକୁମାର: କହୁ କହୁ କହିଦେଲେ…
କୋଲକାତା,୨।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ଇଡେନ ଗାର୍ଡେନ୍ସରେ ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ୍କୁ ୫ ଉଇକେଟରେ ପରାସ୍ତ କରିଛି ଡିଫେଣ୍ଡିଂ ଚାମ୍ପିୟନ ଟିମ୍ ଇଣ୍ଡିଆ। ଅଧିନାୟକ…
IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍ର ବିଜୟ ଟାର୍ଗେଟ୍
କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମ୍ୟାଚ୍ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ୱେଷ୍ଟଇଣ୍ଡିଜ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ…
ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ
ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ କିପରି ଭୟ ଓ ଆଶଙ୍କା…
୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ
ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ ଦ. ଆଫ୍ରିକା ୧୭.୫ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା।…
ଯୁଦ୍ଧର ପ୍ରଭାବ: ଆବୁଧାବିରେ ପାକିସ୍ତାନ-ଇଂଲଣ୍ଡ ମ୍ୟାଚ ବାତିଲ
କରାଚୀ,୧ା୩: ଇରାନ ଉପରେ ଆମେରିକାର ଆକ୍ରମଣ ପରେ ସୁରକ୍ଷାଗତ କାରଣ ଦୃଷ୍ଟିରୁ ଆବୁଧାବିରେ ଶନିବାର ପାକିସ୍ତାନ ଶାହିନ୍ସ ଏବଂ ଇଂଲଣ୍ଡ ଲାୟନ୍ସ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ଦ୍ୱିତୀୟ ମ୍ୟାଚକୁ ବାତିଲ କରିଦିଆଯାଇଛି। ସତର୍କତାମୂଳକ ଖେଳାଳିମାନଙ୍କୁ ସେମାନଙ୍କ ହୋଟେଲ…
T୨୦ ବିଶ୍ୱକପ୍ ଫାଇନାଲ ଜିତିବା ଟିମ୍ ହେବ ମାଲାମାଲ, ମିଳିବ ଏତିକି କୋଟି
ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ର ବିଜେତା ଦଳ…
IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି
କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…
ODI ରୁ ଅବସର ନେଲେ ଏହି ଖେଳାଳି, ଭାରତ ବିପକ୍ଷରେ ମ୍ୟାଚ୍ରେ…
ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା କ୍ରିକେଟର ଆଲିସା ହିଲି ଓ୍ବାନଡେ କ୍ରିକେଟରୁ ଅବସର ନେଇଛନ୍ତି । ସେ ମାର୍ଚ୍ଚ ୧ ତାରିଖରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ୍ ଖେଳିଥିଲେ । ତାଙ୍କର ଅବସର ମ୍ୟାଚ୍ରେ, ଆଲିସା ହିଲି ୧୫୮…
Archives


