IND vs ENG 3rd ODI Playing-11: ଫେରିବେ କେଏଲ ରାହୁଲ, କୁଲଦୀପ ଯାଦବ, ଆଉଟ ହେବେ ଏହି ଦୁଇ ଖେଳାଳି!
ନୂଆଦିଲ୍ଲୀ,୧୮।୭: ରବିବାର ଲର୍ଡସରେ ହେବାକୁ ଥିବା ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଏବଂ ଅନ୍ତିମ ଦିନିକିଆ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲା ହେବାକୁ ଯାଉଛି। ସିରିଜ ବର୍ତ୍ତମାନ 1-1 ସମାନ ସ୍ତରରେ ଅଛି, ଅର୍ଥାତ ଏହି ମ୍ୟାଚର ବିଜେତା ସିରିଜ କବଜା…
ଅବସର ନେବେ କି ରୋହିତ ଶର୍ମା: BCCI ଦେଲା ବଡ଼ ବୟାନ
ନୂଆଦିଲ୍ଲୀ,୧୮।୭: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ଲର୍ଡସ ଦିନିକିଆ ପରେ ଅନ୍ତର୍ଜୀତୀୟ କ୍ରିକେଟରୁ ଅବସର ନେବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ବିସିସିଆଇ ସଚିବ ଦେବଜିତ ସାଇକିଆ କହିଛନ୍ତି, ରୋହିତ ଶର୍ମା ଲର୍ଡସରେ ଶେଷ ଅନ୍ତର୍ଜାତୀୟ ମ୍ୟାଚ…
ବିଶ୍ୱକପ ଜିତିଲେ ମିଳିବ ଦୁଇଗୁଣା ପୁରସ୍କାର: ପ୍ରଥମ ଥର ପାଇଁ ବିଜେତାଙ୍କୁ ମେଡାଲ ସହ ମିଳିବ…
ନ୍ୟୁୟର୍କ,୧୮ା୭ ଫିଫା ବିଶ୍ୱକପ୍ ଇତିହାସରେ ପ୍ରଥମ ଥର ପାଇଁ ଚଳିତ ସଂସ୍କରଣର ବିଶ୍ୱ ଚାମ୍ପିୟନ ଦଳର ସମସ୍ତ ସଦସ୍ୟଙ୍କୁ ବ୍ୟକ୍ତିଗତ ଭାବେ ସ୍ବତନ୍ତ୍ର ସ୍ମାରକୀ ମୁଦି ପ୍ରଦାନ କରାଯିବ। ଫିଫାର ୱେବ୍ସାଇଟ୍ ଅନୁଯାୟୀ, ଆମେରିକାର ପ୍ରସିଦ୍ଧ ବ୍ୟବସାୟିକ କ୍ରୀଡ଼ା ଲିଗ୍ (ଯେପରିକି…
କେବଳ ରୋହିତ ଶର୍ମା ନୁହନ୍ତି, ଟିମ ଇଣ୍ଡିଆର ଏହି ୬ ଷ୍ଟାର୍ ଖେଳାଳି କ୍ରିକେଟକୁ କହିପାରନ୍ତି ଅଲବିଦା! ଲିଷ୍ଟରେ…
ମୁମ୍ବାଇ,୧୮।୭: ଭାରତୀୟ କ୍ରିକେଟରେ ଏବେ ପରିବର୍ତ୍ତନର ପ୍ରକ୍ରିୟା ଖୁବ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ଟି-୨୦ ଅନ୍ତର୍ଜାତୀୟରୁ ରୋହିତ ଶର୍ମା ଏବଂ ବିରାଟ କୋହଲି ସନ୍ନ୍ୟାସ ନେବା ପରେ ଏବେ ଦିନିକିଆ (ODI) ଓ ଟେଷ୍ଟ ଦଳରେ ମଧ୍ୟ ଯୁବ ଖେଳାଳିମାନଙ୍କୁ…
ଫାଇନାଲ ଦେଖିବାକୁ ଯିିବେନି ଆର୍ଜେଣ୍ଟିନା ରାଷ୍ଟ୍ରପତି: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବୁଏନ୍ସ ଏରିଜ, ୧୭ା୭ (ଏପି):ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱକପ୍ ଫାଇନାଲ ଦେଖିବାକୁ ଯିବେ ନାହିଁ। ସେ ତାଙ୍କ ବାସଭବନରେ ବସି ମ୍ୟାଚ ଉପଭୋଗ କରିବେ।…
କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା
ବ୍ରିଜ୍ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ସମସ୍ୟା ଯୋଗୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆସନ୍ତା ୨୮…
ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ
ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍ର ଫର୍ମାଟ୍ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼ ପରିବର୍ତ୍ତନ କରିଛି। ଜୟ ଶାହାଙ୍କ ଅଧ୍ୟକ୍ଷତାରେ ICC ନେଇଥିବା ଏହି ନିଷ୍ପତ୍ତିକୁ ନେଇ…
ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…
କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ କାଲରାଙ୍କୁ ଶ୍ରୀଲଙ୍କାରେ ଗିରଫ କରାଯାଇଛି। ଲଙ୍କା ପ୍ରିମିୟର ଲିଗ (LPL) ଆରମ୍ଭ ହେବା…
ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!
ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ ଜୁଲାଇ ୧୯ରେ ଐତିହାସିକ ଲର୍ଡସ ମଇଦାନରେ ଖେଳାଯିବାକୁ ଥିବା ତୃତୀୟ ତଥା ଶେଷ…
ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..
ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ ଫାଇନାଲ ଦେଖିବାକୁ ଯିବେ ନାହିଁ। ସେ ତାଙ୍କ ବାସଭବନରେ ବସି ମ୍ୟାଚ୍ ଉପଭୋଗ…
‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….
ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ (ODI) ମ୍ୟାଚ ଲର୍ଡସ ମୈଦାନରେ ଖେଳାଯିବ ଏବଂ ମିଡିଆ ରିପୋର୍ଟରେ ଦାବି କରାଯାଇଛି…
IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି
ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ ଖେଳି ନ ପାରନ୍ତି , ଦ୍ୱିତୀୟ ଦିନିକିଆ ସମୟରେ ସେ ଆଘାତ ପାଇଥିଲେ।…

