ଖେଳ

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହି ଚମକାଇଦେଲେ ଏହି କ୍ରିକେଟର୍‌

କାନପୁର,୨୬।୯: ଦ୍ୱିତୀୟ ଟେଷ୍ଟ ଶୁକ୍ରବାରଠାରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। କାନପୁରର ଗ୍ରୀନ ପାର୍କରେ ଉଭୟ ଦଳ ମୁହାଁମୁହିଁ ହେବେ, କିନ୍ତୁ ଏହାପୂର୍ବରୁ ବାଂଲାଦେଶର ତାରକା ଅଲରାଉଣ୍ଡର ଶାକିବ ଅଲ ହାସନ ଟେଷ୍ଟ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି।...

ମାତ୍ର ୩୫ ରନ୍‌ କରିବା ମାତ୍ରେ ଇତିହାସ ରଚିବେ କୋହଲି: ଭାଙ୍ଗିବେ ‘ବିରାଟ’ ରେକର୍ଡ

ନୂଆଦିଲ୍ଲୀ,୨୬।୯:ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ନଜର ଏକ ବଡ଼ ରେକର୍ଡ ଉପରେ ରହିଛି। କାନପୁର ଟେଷ୍ଟରେ ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। କିଙ୍ଗ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ୨୭ ହଜାର...

ମାଲକାନଗିରିକୁ ହରାଇଲା ସମ୍ବଲପୁର, ବରଗଡ଼-କେନ୍ଦୁଝର ମ୍ୟାଚ୍‌ ଅମୀମାଂସିତ

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡିୟମ୍‌ରେ ବୁଧବାର ୬୩ତମ ଆନ୍ତଃଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତା(ସାହାଣୀ କପ୍‌) ଉଦ୍‌ଘାଟିତ ହୋଇଯାଇଛି। ଫୁଟ୍‌ବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଏବଂ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା...

ପାକିସ୍ତାନର ପୋଲ୍‌ ଖୋଲିଲା: ଭାରତଠାରୁ କିଛି ଶିଖିବାକୁ ପିସିବିକୁ ପରାମର୍ଶ ଦେଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୨୪।୯: ପାକିସ୍ତାନ କ୍ରିକେଟ ଦିନକୁ ଦିନ ତଳସ୍ତରକୁ ଯାଉଛି। ୨୦୨୪ ରେ ଅନୁଷ୍ଠିତ ଟି-୨୦ ବିଶ୍ୱକପରେ ପାକିସ୍ତାନକୁ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟରେ ଭାଗ ନେଉଥିବା ଆମେରିକା ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ନିକଟରେ ବାଂଲାଦେଶ ପାକିସ୍ତାନ ମାଟିରେ...

ଚମତ୍କାର ଅନୁଭବ, ସ୍ବପ୍ନ ସାକାର ହୋଇଛି…

ନୂଆଦିଲ୍ଲୀ, ୨୪।୯ ଭାରତୀୟ ମହିଳା ଓ ପୁରୁଷ ଦଳ ପ୍ରଥମଥର ପାଇଁ ଚେସ୍‌ ଅଲିମ୍ପିଆଡ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି। ଏଥିପାଇଁ ଦେଶର ଚେସ୍‌ ମହଲରେ ଖୁସିର ପରିବେଶ ସୃଷ୍ଟି ହୋଇଛି। ଚଳିତ ବର୍ଷର ଶେଷ ଭାଗରେ ବିଶ୍ୱ ଚେସ୍‌...

ରୋହିତ ଶର୍ମା ହେଉଛନ୍ତି ୨୪ କ୍ୟାରେଟ୍‌ ସୁନା: କାହିଁକି ଏମିତି କହିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୯: ରୋହିତ ଶର୍ମା ଏବେ ଭାରତର ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ଅଛନ୍ତି। ରୋହିତ ଟି-୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଇଥିଲେ। ରୋହିତ ଶର୍ମା ଚମତ୍କାର ଅଧିନାୟକତ୍ୱ ଏବଂ କୁଲ୍‌ ମିଜାଜ୍‌ ପାଇଁ...

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ସଂଖ୍ୟାରେ ହ୍ରାସ ଘଟିନାହିଁ। ଆଜି ବି ତାଙ୍କ ପ୍ରଶଂସକମାନେ ପୁରା ଷ୍ଟାଡିୟମକୁ ହଳଦିଆ...

୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍‌ ଅଲିମ୍ପିଆଡ୍‌ରେ ଭାରତ କଲା ଏମିତି କାରନାମା

ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ ପାଇଁ ଚମତ୍କାର ଖେଳିଛନ୍ତି। ଚେସ ଅଲିମ୍ପିଆଡ଼ର ଓପନ୍‌ ସେକ୍ସନରେ ଭାରତ ସ୍ବର୍ଣ୍ଣ ପଦକ...

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା ମାତ୍ରେ ପନ୍ତ ଏକ ଚମତ୍କାର ସ୍କୋର କରିଥିଲେ। ବିଶେଷକରି ପନ୍ତଙ୍କ ଅନୁପସ୍ଥିତିରେ ଭାରତୀୟ...

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର କରି ଆଉଟ୍‌ ହୋଇଥିଲେ। ଚଳିତ ବର୍ଷ ଭାରତ ପାଇଁ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସର୍ବାଧିକ...

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ ଭିନ୍ନ। ବ୍ୟାଟ୍ସମ୍ୟାନ୍‌ମାନେ ନିଜକୁ ରକ୍ଷା କରିବା ପାଇଁ ଅନେକ ଉପକରଣ ରଖିଛନ୍ତି। କିନ୍ତୁ...

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଏହି ବିଜୟ ସହିତ ୯୨ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri