କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ
ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍ ଇଣ୍ଡିଆ (ଏନ୍ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍ ଇଣ୍ଡିଆଠାରେ ଶନିବାର ଅନୁଷ୍ଠିତ ନିର୍ବାଚନରେ ସେ ଭି.କେ. ଧଳଙ୍କୁ ୩୬-୨୧ ଭୋଟ୍ରେ ହରାଇ ଦେଇଛନ୍ତି।...
ଗିଲ୍ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍
ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି ସହିତ ବାଂଲାଦେଶ ଏହାର ପ୍ରଥମ ଇନିଂସରେ ୧୪୯ ରନ ସଂଗ୍ରହ କରିଥିଲା। ଏହିପରି...
କିଛି ଜିନିଷ ସିକ୍ରେଟ୍ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ
ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା ପରେ ଏହି ପ୍ରଶ୍ନ ଅନେକ ଥର ଲୋକଙ୍କ ମନରେ ଉଠିଛି କି ପନ୍ତଙ୍କ...
୬୩୭ ଦିନ ପରେ ଟେଷ୍ଟରେ କମାଲ୍ କଲେ ପନ୍ତ
ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ ପୂର୍ବରୁ ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ପନ୍ତ ବାଂଲାଦେଶ ବିପକ୍ଷ...
ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। କ୍ରିକେଟ ପ୍ରଶଂସକମାନେ କହିଛନ୍ତି ଯେ, ଭାରତୀୟ ବୋଲରଙ୍କ ବିପକ୍ଷରେ...
୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ
ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି। ବର୍ତ୍ତମାନ ଭାରତୀୟ ଦଳର ଦ୍ୱିତୀୟ ଇନିଂସ ଚାଲିଛି। ପ୍ରଥମ ଇନିଂସରେ ୫୬ ରନ...
ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ
ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ...
ଭାରତ ୩୦୮ ରନ୍ରେ ଆଗୁଆ
ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୩୦୮ ରନ୍ରେ ଆଗୁଆ ରହିଛି। ରବିଚନ୍ଦ୍ରନ ଅଶ୍ୱିନଙ୍କ ଶତକ ଓ ରବୀନ୍ଦ୍ର...
ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ
ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍ପ୍ରିୟା ଗ୍ରୁପ୍ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ ଓଡ଼ିଶା। ଯୋଧପୁରର ବର୍କତୁଲା ଖାଁ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଉଦ୍ଘାଟନୀ ମ୍ୟାଚରେ ଓଡ଼ିଶା...
ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ
କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ...
ଆଇପିଏଲ୍ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…
ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତି ଦେଇଛି। ଆଗାମୀ ସିଜନ ପାଇଁ ୫୫ ବର୍ଷୀୟ ରାଠୋର ହେଉଛନ୍ତି ଏହି ଫ୍ରାଞ୍ଚାଇଜ୍ର...
ଭାରତର ସମ୍ମାନ ରଖିଲେ ଅଶ୍ୱିନ
ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ...
Archives


