ଖେଳ

ଏହି ଦିନ ହୋଇପାରେ ଏସିଆ କପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୧୭।୮: ଏସିଆ କପ ୩୦ ଅଗଷ୍ଟରୁ ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ କ୍ରିକେଟ ବୋର୍ଡ ଏପର୍ଯ୍ୟନ୍ତ ନିଜ ଦଳ ଘୋଷଣା କରିନାହିଁ। ଏସିଆ କପ ପାଇଁ ଟିମ ଇଣ୍ଡିଆର ଘୋଷଣାକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।...

ଆୟର୍ଲାଣ୍ଡ ବିପକ୍ଷରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ୍‌ଙ୍କୁ ସୁଯୋଗ ଦେଲାନି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଦଳ ୧୮ ଅଗଷ୍ଟରୁ ଆୟର୍ଲାଣ୍ଡ ଗସ୍ତରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳିବ। ଏହି ଗସ୍ତ ସମୟରେ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଭାରତର ଅଧିନାୟକ ଭାବେ ନଜର ଆସିବେ। ଆହତରୁ ସୁସ୍ଥ ହେବା...

ଭାରତୀୟ ଦଳକୁ ଚେତାବନୀ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଭାରତୀୟ କୋଚ ରବି ଶାସ୍ତ୍ରୀ ଏସିଆ କପ ୨୦୨୩ ପୂର୍ବରୁ ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କ ବିଷୟରେ ଭାରତୀୟ ଦଳକୁ ଚେତାବନୀ ଦେଇଛନ୍ତି। ଏସିଆ କପ ମାଧ୍ୟମରେ କେ.ଏଲ ରାହୁଲଙ୍କ ପ୍ରତ୍ୟାବର୍ତ୍ତନ ଆଶା କରାଯାଉଛି। ଆଜିକାଲି...

ପୁରୁଣା ଅନ୍ଦାଜ୍‌ରେ ନଜର ଆସିଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୧୭।୮: ଡିସେମ୍ବର ୨୦୨୨ରେ କାର ଦୁର୍ଘଟଣା ପରେ ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ପ୍ରଥମ ଥର ପାଇଁ ଏକ ମ୍ୟାଚ୍‌ରେ ବ୍ୟାଟିଂ କରିବାକୁ ବାହାରିଥିଲେ। କାର ଦୁର୍ଘଟଣା ପରେ ପନ୍ତଙ୍କୁ ଆଣ୍ଠୁ ଅସ୍ତ୍ରୋପଚାର କରିବାକୁ ପଡିଥିଲା। ପନ୍ତ...

ସମାଲୋଚନା ପରେ ଭୁଲ ସୁଧାରିଲା ପିସିବି: ଡକ୍ୟୁମେଣ୍ଟାରୀରେ ଇମ୍ରାନ ଖାନ ଅନ୍ତର୍ଭୁକ୍ତ…

ଇସଲାମାବାଦ,୧୭।୮ : ସମାଲୋଚନା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିଜର ଭୁଲ ସୁଧାରିଛି। ୧୪ ଅଗଷ୍ଟରେ ସୋସିଆଲ ମିଡିଆରେ ଏକ ଭାବପ୍ରବଣ ଡକ୍ୟୁମେଣ୍ଟାରୀ ଭିଡିଓ ପ୍ରକାଶ କରାଯାଇଥିଲା। ଦେଶର କ୍ରିକେଟ ଇତିହାସରେ ଭେଟେରାନଙ୍କ ଅମୂଲ୍ୟ ଅବଦାନକୁ ପିସିବି ଦର୍ଶାଇଥିଲା।...

ଜୟ ଶାହା -ଦ୍ରାବିଡଙ୍କ ମଧ୍ୟରେ ଦୁଇ ଘଣ୍ଟିଆ ବୈଠକ, ବିଶ୍ୱକପ ସମେତ ବଡ ଟୁର୍ନାମେଣ୍ଟ ପ୍ରସ୍ତୁତି ନେଇ ଆଲୋଚନା…

କୋଲକାତା,୧୭।୮ : ଭାରତୀୟ ଦଳ ୨୦୧୩ ପରଠାରୁ ଗୋଟିଏ ବି ଆଇସିସି ଟ୍ରଫି ଜିତି ନାହିଁ। ଏହି ସମୟ ମଧ୍ୟରେ ଦୁଇଟି ଏକଦିବଦୀୟ ବିଶ୍ୱକପ, ଚାରିଟି ଟି -୨୦ ବିଶ୍ୱକପ ଏବଂ ଦୁଇଟି ଆଇସିସି ଟେଷ୍ଟ ବିଶ୍ୱ ଚାମ୍ପିୟନଶିପରେ ଟିମ...

ସୂର୍ଯ୍ୟକୁମାର ୧ ନମ୍ବର

ନୂଆଦିଲ୍ଲୀ,୧୭।୮:ଆଇସିସି ସର୍ବଶେଷ ଟି-୨୦ ର଼୍ୟାଙ୍କିଂ ପ୍ରକାଶ କରିଛି। ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଂରେ ଭାରତର ତାରକା ସୂର୍ଯ୍ୟକୁମାର ଯାଦବ ପ୍ରଥମ ସ୍ଥାନ ଅଛନ୍ତି। ସେ ଗତ ବର୍ଷ ଟି -୨୦ ବିଶ୍ୱକପ ସମୟରେ ଏହି ର଼୍ୟାଙ୍କିଂ ହାସଲ କରିଥିଲେ। ଏହା ବ୍ୟତୀତ ଶୁଭମାନ...

ଚନ୍ଦ୍ରଶେଖରପୁର ୟୁଥ୍‌ ବିଜୟୀ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ୟୁନିଟ-୧ସ୍ଥିତ ଫୁଟବଲ ଏକାଡେମୀ ପଡ଼ିଆରେ ଚାଲିଥିବା ଗତିକୃଷ୍ଣ ମେମୋରିଆଲ ‘ବି’ ଡିଭିଜନ ଫୁଟବଲ ଲିଗ୍‌ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଚନ୍ଦ୍ରଶେଖରପୁର ୟୁଥ୍‌ ଆସୋସିଏଶନ ବିଜୟୀ ହୋଇଛି। ଜୟ ପଟ୍ଟନାୟକଙ୍କ...

‘ଇଣ୍ଡିଆଜ୍‌ ଗେମ୍‌’ ପ୍ରାମାଣିକ ଚଳଚ୍ଚିତ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୧୭।୮(ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାମାଣିକ ଚଳଚ୍ଚିତ୍ର ‘ଇଣ୍ଡିଆଜ୍‌ ଗେମ୍‌-ଏ ଷ୍ଟୋରି ଅଫ୍‌ ଏ ଟିମ୍‌ ଦ୍ୟାଟ୍‌ ୟୁନାଇଟେଡ ଦି ନେଶନ’କୁ ଉଦ୍‌ଘାଟନ କରିଛନ୍ତି। ୧୯୨୮ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର...

ନେମାରଙ୍କ ୮୩୧ କୋଟିର ଚୁକ୍ତି

ରିୟାଧ,୧୭ା୮(ପି.ଟି.): ସାଉଦି ଫୁଟବଲ ଲିଗ୍‌ ସହିତ ଯୋଡି ହୋଇଛନ୍ତ ବ୍ରାଜିଲର ତାରକା ଷ୍ଟ୍ରାଇକର ନେମାର। ବିଗତ ୬ ସିଜନ ଧରି ପ୍ୟାରିସ୍‌ ସେଣ୍ଟ ଜର୍ମେନ୍‌(ପିଏସ୍‌ଜି) ପାଇଁ ଖେଳିବା ପରେ ନେମାର ଅଲ ହିଲାଲ ସହିତ ଚୁକ୍ତି କରିଛନ୍ତି। ବାର୍ଷିକ ୧୦୦...

ଓଡ଼ିଶା ରୋଲର ସ୍କେଟିଂ ଦଳର ୩ ରେକର୍ଡ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): ସ୍ବାଧୀନତା ଦିବସ ଅବସରରେ ମଙ୍ଗଳବାର ଓଡ଼ିଶା ରୋଲର ସ୍କେଟିଂ ଦଳ ଆଉ ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛି। ଓଡ଼ିଶା ସ୍କେଟିଂ ଏକାଡେମୀର ୧୦୨ ସଦସ୍ୟ ବିଶିଷ୍ଟ ଦଳ କଳିଙ୍ଗ ଷ୍ଟାଡିୟମରେ କ୍ରମାଗତ ୫ ଘଣ୍ଟା...

ପ୍ରଥମ ଦିନରେ ୩ ଜାତୀୟ ରେକର୍ଡ

ଭୁବନେଶ୍ୱର, ୧୭।୮ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମର ନବନିର୍ମିତ ଇନ୍‌ଡୋର ଆକ୍ୱାଟିକ୍‌ ସେଣ୍ଟରରେ ବୁଧବାର ୩୯ତମ ସବ୍‌ଜୁନିୟର ଓ ୪୯ତମ ଜୁନିୟର ଜାତୀୟ ଆକ୍ୱାଟିକ୍‌ ଚାମ୍ପିୟନଶିପ୍‌ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଆର. ଭିନିଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri