ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ
ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର...
ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…
ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର ପାଇଁ ଚାମ୍ପିଅନ ହେବାକୁ ବଞ୍ଚିତ ହୋଇଥିଲେ। ଏହା ପରେ ନୀରଜ ଏକ ପୋଷ୍ଟ...
ଟ୍ରକ୍ ଡ୍ରାଇଭରଙ୍କ କଲର୍ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା
ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା କରିଛନ୍ତି। ନିକଟରେ ଏକ ସାକ୍ଷାତକାର ସମୟରେ ଆକାଶ ଚୋପ୍ରା ଗମ୍ଭୀରଙ୍କ ସହ ତାଙ୍କ...
ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍ ହୋଇଥିବା ନୀରଜ ଏହି ଖୁଲାସା କରିଛନ୍ତି। ରବିବାର ଏକ୍ସ’ରେ ଏକ ପୋଷ୍ଟ କରି...
ସାଫ୍ରେ ଓଡ଼ିଆ କ୍ରୀଡ଼ାବିତ୍ଙ୍କ ଚମକ
ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍ଲେଟିକ୍ସ ଫେଡେରେଶନ୍ (ସାଫ୍) ଚାମ୍ପିୟନଶିପ୍ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ ୪୮ ପଦକ ସହ ଭାରତ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ଓଡ଼ିଶାର ଯୁବ...
ପାକିସ୍ତାନକୁ ହରାଇ ସେମିରେ ଭାରତ
ହୁଲୁନବୁଇର (ଚାଇନା), ୧୪।୯: ଏସିଆନ ପୁରୁଷ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ କ୍ରମାଗତ ଚମତ୍କାର ପ୍ରଦର୍ଶନ କରିଆସୁଛି। ଶନିବାର ଖେଳାଯାଇଥିବା ମ୍ୟାଚ୍ରେ ଭାରତ ୨-୧ ଗୋଲ୍ରେ ପାକିସ୍ତାନକୁ ହରାଇ ସେମି ଫାଇନାଲରେ ପ୍ରବେଶ କରିଛି। ଭାରତର ଅଧିନାୟକ ହରମାନପ୍ରୀତ ସିଂ...
ଆଜିଠୁ କଳିଙ୍ଗରେ ଓଡ଼ିଶା ଏଫ୍ସିର ଅଭିଯାନ
ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ୨୦୨୩-୨୪ ଶୁକ୍ରବାର କୋଲକାତାରେ ଆରମ୍ଭ ହୋଇଛି। ଏହି ସମ୍ମାନଜନକ ଲିଗ୍ରେ ଭୁବନେଶ୍ୱରଭିତ୍ତିକ ଫ୍ରାଞ୍ଚାଇଜ୍ ଓଡ଼ିଶା ଏଫ୍ସିର ଅଭିଯାନ ଶନିବାର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ। ଓଡ଼ିଶା ଏଫ୍ସିର ପ୍ରଥମ...
ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଚେନ୍ନାଇ ପହଞ୍ଚିଲେ ବିରାଟ, ସୁରକ୍ଷାକୁ ଦେଖିଲେ…, ଦେଖନ୍ତୁ ଭିଡିଓ
ଚେନ୍ନାଇ,୧୩।୯: ଭାରତୀୟ କ୍ରିକେଟ ଦଳର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଶ୍ରୀଲଙ୍କା ବିପକ୍ଷ ଏକ ଦିବସୀୟ ସିରିଜ ପରେ ଲଣ୍ଡନ ଯାଇଥିଲେ, କିନ୍ତୁ ସେ ୧୯ତାରିଖରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତ ଫେରିଛନ୍ତି ଏବଂ ଚେନ୍ନାଇରେ ଦଳରେ...
ଭାରତର ୯୧ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି…
ଗ୍ରେଟର ନୋଏଡା,୧୩।୯: ଆଫଗାନିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଗ୍ରେଟର ନୋଏଡା ଟେଷ୍ଟକୁ ରଦ୍ଦ କରାଯାଇଛି। ଏପରିକି ଶୁକ୍ରବାର ଗୋଟିଏ ବି ବଲ ବୋଲିଂ କରାଯାଇପାରି ନାହିଁ କିମ୍ବା ଏହି ଟେଷ୍ଟରେ ଟସ ମଧ୍ୟ ହୋଇନାହିଁ। ଆଜି ପ୍ରବଳ ବର୍ଷା ହେତୁ...
ଇତିହାସ ରଚିଲେ କ୍ରିଷ୍ଟିଆନୋ ରୋନାଲଡୋ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ ଏମିତି କାରନାମା ହାସଲ କଲେ…
ନୂଆଦିଲ୍ଲୀ,୧୩।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲରମାନଙ୍କ ମଧ୍ୟରେ କ୍ରିଷ୍ଟିଆନୋ ରୋନାଲଡୋଙ୍କ ନାମ ସାମିଲ ଅଛି। ପର୍ତ୍ତୁଗାଲ ପାଇଁ ଖେଳିଥିବା ଏହି କିମ୍ବଦନ୍ତୀ ଫୁଟବଲର୍ ସୋସିଆଲ ମିଡିଆରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ସୋସିଆଲ ମିଡିଆରେ ଏକ ବିଲିୟନ ଅର୍ଥାତ୍ ୧୦୦...
ଭାରତ ବିପକ୍ଷ ଟେଷ୍ଟ୍ ସିରିଜ୍ ପାଇଁ ଟିମ୍ ଘୋଷଣା କଲା ବାଂଲାଦେଶ, ଏହି ଭେଟେରାନ୍ ଖେଳାଳି ପଡ଼ିଲେ ବାଦ୍
ଢାକା,୧୨ା୯: ଭାରତ ବିପକ୍ଷ ଟେଷ୍ଟ୍ ସିରିଜ୍ ପାଇଁ ବାଂଲାଦେଶ କ୍ରିକେଟ୍ ବୋର୍ଡ ଟିମ୍ ଘୋଷଣା କରିଛି। ବୋର୍ଡ ନାଜମୁଲ ହୁସେନ ଶାଣ୍ଟୋଙ୍କୁ ଅଧିନାୟକ କରିଛି। ଏହା ସହ ବାଂଲାଦେଶ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛି। ଟିମ୍ ଜାକିର ଅଲିଙ୍କୁ ଏକ...
ଟିମ୍ ଇଣ୍ଡିଆକୁ ଏହି କୋଚ୍ ଦେଇଥିଲେ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ, ବଡ଼ ଖୁଲାସା
ନୂଆଦିଲ୍ଲୀ,୧୨।୯: ଆଶ୍ଚର୍ଯ୍ୟଜନକ ଲାଗୁଛି ଯେ, ବିଶ୍ୱକପ ପରି ଏକ ବଡ଼ ଟୁର୍ନାମେଣ୍ଟରେ ଦଳର କୋଚ୍ ଖେଳାଳିମାନଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ ଦେଉଥିଲେ। ଏପରି ଘଟଣା ଘଟିଛି ଟିମ୍ ଇଣ୍ଡିଆରେ ଯାହା ଏବେ ଖୁଲାସା ହୋଇଛି। ଟିମ୍ ଇଣ୍ଡିଆ ଖେଳାଳିଙ୍କୁ...
Archives


