ବ୍ରିସ୍ବେନ୍,୮ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍ ବିଶ୍ୱକପ୍ର ସୋମବାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ୟୁରୋ କପ୍ ଚାମ୍ପିୟନ୍ ଇଂଲଣ୍ଡ ଓ ଘରୋଇ ଅଷ୍ଟ୍ରେଲିଆ। ପ୍ରଥମ ଥର ନକ୍ଆଉଟରେ ପ୍ରବେଶ କରିଥିବା ନାଇଜେରିଆକୁ ୪-୨ର ପେନାଲ୍ଟି ଶୁଟଆଉଟରେ...
ପ୍ରୋଭିଡେନ୍ସ୍ସ (ଗୁଏନା), ୮।୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚକୁ ଭାରତ ହାରି ସାରିଛି। ତେଣୁ...
ବଲାଙ୍ଗୀର, ୮ା୮,(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମଠାରେ ସୋମବାର ଇଷ୍ଟଜୋନ ଚାମ୍ପିୟନଶିପ ପାଇଁ ଓଡ଼ିଶା ଦଳ ଚୟନ ଶିବିର ଉଦ୍ଘାଟିତ ହୋଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତିନିଦିନିଆ...
Archives
Model This Week
ପିଲାଙ୍କ ଧରିତ୍ରୀ