Odisha Elections 2024

ଖେଳ

ଇସିଙ୍କ ଜାତୀୟ ଆଇକନ୍‌ ହେବେ ତେନ୍ଦୁଲକର

ନୂଆଦିଲ୍ଲୀ,୨୩ା୮(ପି.ଟି.): କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ନିର୍ବାଚନ କମିଶନ(ଇସି)ଙ୍କ ଜାତୀୟ ଆଇକନ୍‌ ହେବାକୁ ଯାଉଛନ୍ତି। ନିର୍ବାଚନ ପ୍ରକ୍ରିୟାରେ ଅଧିକରୁ ଅଧିକ ଭୋଟର ସାମିଲ ହେବା ଲାଗି ସେ ପ୍ରୋତ୍ସାହିତ କରିବେ। ବୁଧବାର ତେନ୍ଦୁଲକର ଏବଂ ନିର୍ବାଚନ କମିଶନଙ୍କ ମଧ୍ୟରେ ବୁଝାମଣା...

ଏସିଆ କପ୍‌ ପୂର୍ବରୁ ବାଲାଂଦେଶକୁ ବଡ଼ ଝଟ୍‌କା

ଢ଼ାକା,୨୨।୮: ଏସିଆ କପ୍‌ ପୂର୍ବରୁ ବାଲାଂଦେଶକୁ ଲାଗିଛି ବଡ଼ ଝଟ୍‌କା। ଦଳର ଦ୍ରୁତ ବୋଲର ଇବାଦତ ହୁସେନ ଆଣ୍ଠୁରେ ଆଘାତ ଲାଗିବା କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ଗତ ମାସରେ ଆଫଗାନିସ୍ତାନ ବିପକ୍ଷରେ ଖେଳା ଯାଇଥିବା ଦିନିକିଆ ସିରିଜ ସମୟରେ...

ମୁଁ ଏସିଆ କପ୍‌ରୁ ଦିନିକିଆ ଡେବ୍ୟୁ କରିବି ବୋଲି ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି: ତିଳକ

ନୂଆଦିଲ୍ଲୀ,୨୨।୮: ଏସିଆ କପ୍‌ ଲାଗି ଭାରତୀୟ ଦିନିକିଆ ଟିମ୍‌ରେ ସ୍ଥାନ ପାଇଛନ୍ତି ଯୁବ ବ୍ୟାଟ୍ସମ୍ୟାନ୍‌ ତିଳକ ବର୍ମା। ଚଳିତ ମାସ ଆରମ୍ଭରେ ହୋଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ରେ ଡେବ୍ୟୁ କରିିଥିଲେ ସେ। ଏବେ ତାଙ୍କ ପ୍ରଦର୍ଶନକୁ ନେଇ ଏସିଆ କପ୍‌...

ଯେଉଁମାନଙ୍କୁ ଚୟନ ଦଳ ପସନ୍ଦ ନୁହେଁ ସେମାନେ ମ୍ୟାଚ ଦେଖନ୍ତୁ ନାହିଁ: ସୁନୀଲ ଗାଭାସ୍କର…

ନୂଆଦିଲ୍ଲୀ,୨୨।୮ : ଏସିଆ କପ ୨୦୨୩ ପାଇଁ ୧୭ ଜଣିଆ ଭାରତୀୟ ଦଳ ଚୟନ କରାଯାଇଛି। ସମ୍ମାନଜନକ ଟୁର୍ନାମେଣ୍ଟର ୧୬ ତମ ସିଜନରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ। ଏଥି ସହିତ ଉପ-ଅଧିନାୟକଙ୍କ ଦାୟିତ୍ୱ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୯୦ ଟେଷ୍ଟ ଖେଳିବା ପରେ ବି ସକ୍ଷମ ବୋଲି ପ୍ରମାଣ ଦେବାକୁ ପଡ଼ୁଛି: ପୂଜାରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଟେଷ୍ଟ ଟିମ୍‌ରୁ ବାଦ୍‌ ପଡ଼ିବା ନିରାଶାଜନକ ଥିଲା। ଏହାଫଳରେ ନିଜ ଦକ୍ଷତା ଉପରେ ସନ୍ଦେହ ସହ ମନରେ ଆଘାତ ଲାଗିଥିଲା ବୋଲି କହିଛନ୍ତି ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା। ଭାରତ ଲାଗି ସେ ୧୦୩ ଟେଷ୍ଟ ମ୍ୟାଚ୍‌...

ସ୍ପଷ୍ଟ କଲା ବିସିସିଆଇ: ବଦଳିବ ନାହିଁ ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ 

ନୂଆଦିଲ୍ଲୀ,୨୨।୮: ଆଇସିସି ପୁରୁଷ ଦିନିକିଆ ବିଶ୍ୱକପ୍‌ ୨୦୨୩ର କାର୍ଯ୍ୟସୂଚୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ବିସିସିଆଇ  ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ(ଏଚ୍‌ସିଏ)ର ଅନୁରୋଧକୁ ଆଧିକାରିକ ଭାବେ ଖାରଜ କରିବା ପରେ ଏନେଇ ସ୍ପଷ୍ଟ କରିଛି। ତେବେ ଏଚ୍‌ସିଏ ଅକ୍ଟୋବର ୫ରୁ ଆରମ୍ଭ...

ଟିମ ଇଣ୍ଡିଆରେ ଚହଲଙ୍କୁ ସ୍ଥାନ ନ ମିଳିବା ଉପରେ ପ୍ରଶ୍ନ କଲେ ସ୍ତ୍ରୀ ଧନଶ୍ରୀ

ନୂଆଦିଲ୍ଲୀ,୨୨।୮: ଏସିଆ କପ ପାଇଁ ଘୋଷିତ ୧୭ ଜଣିଆ ଭାରତୀୟ ଦଳରେ ଲିଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ସାମିଲ କରାଯାଇନାହିଁ। ଦଳରେ ସ୍ଥାନ ନ ପାଇବା ପରେ ଚହଲ ସୋସିଆଲ ମିଡିଆରେ ଏକ ଇମୋଜି ମାଧ୍ୟମରେ ନିଜର ନିରାଶା ପ୍ରକାଶ...

‘କଳ୍ପନା କରି ନ ଥିଲି ଏମିତି ସୁଯୋଗ ପାଇବି’

ନୂଆଦିଲ୍ଲୀ,୨୨।୮:ଏସିଆ କପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ହାଇଦ୍ରାବାଦ ପାଇଁ ଘରୋଇ କ୍ରିକେଟ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଇପିଏଲ ଖେଳିଥିବା ତିଳକ ବର୍ମା ୧୭ ଜଣିଆ ଦଳର ଏକମାତ୍ର ନୂଆ ଚେହେରା। ନିକଟରେ ତିଲକ ଅନ୍ତର୍ଜାତୀୟ ଟି-୨୦ରେ...

ଏସିଆ କପ ପୂର୍ବରୁ ବାବର ଆଜମଙ୍କ ଚେତାବନୀ, କହିଲେ ପାକିସ୍ତାନୀ ଟିମ…

ଇସଲାମାବାଦ,୨୨।୮: ସମସ୍ତ କ୍ରିକେଟ ପ୍ରେମୀ ଏସିଆ କପ ୨୦୨୩ର ଆରମ୍ଭକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଅଗଷ୍ଟ ୩୦ରେ ପାକିସ୍ତାନ ଏବଂ ନେପାଳ ମଧ୍ୟରେ ଏକ ମ୍ୟାଚ ସହିତ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ପାକିସ୍ତାନ ଦଳ ଏଥର ଏହି...

କୋହଲି-ପାଣ୍ଡ୍ୟାଙ୍କ କ୍ଲବରେ ବୁମ୍‌ରା

ନୂଆଦିଲ୍ଲୀ,୨୨।୮: ଭାରତୀୟ ଦଳ ବର୍ତ୍ତମାନ ଆୟର୍ଲାଣ୍ଡ ଗସ୍ତରେ ଅଛି। ଏଠାରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି ଭାରତ। ଏହି ସିରିଜର ପ୍ରଥମ ୨ ମ୍ୟାଚରେ ଟିମ ଇଣ୍ଡିଆ ସହଜରେ ୨-୦ ଅଗ୍ରଣୀ ହାସଲ କରିଛି। ବର୍ତ୍ତମାନ ଦଳ...

ଓଡ଼ିଶାକୁ ୧୧ ସ୍ବର୍ଣ୍ଣ ସହ ୧୩ ପଦକ

ଭୁବନେଶ୍ୱର, ୨୨।୮ (ତପନ ସ୍ବାଇଁ): ଓ୍ବାକୋ ଇଣ୍ଡିଆ ଜାତୀୟ କିକ୍‌ବକ୍ସିଂ ଚାମ୍ପିୟନଶିପ୍‌ କୋଲକାତାର ଖୁଦିରାମ ଅନୁଶୀଳନ କେନ୍ଦ୍ର ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ୧୧ ସ୍ବର୍ଣ୍ଣ, ୨ ବ୍ରୋଞ୍ଜ ସହ ମୋଟ ୧୩ଟି ପଦକ ହାସଲ କରିଛି।...

ଇଂଲଣ୍ଡକୁ ୪-୦ରେ ହରାଇଲା ଭାରତ

ଡସେଲଡର୍ଫ, ୨୨ା୮ଭାରତର ଜୁନିୟର ହକି ଦଳ ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଜୁନିୟର ହକି ଟୁର୍ନାମେଣ୍ଟରେ ଇଂଲଣ୍ଡକୁ ୪-୦ ଗୋଲ୍‌ରେ ହରାଇ ଦେଇଛି। ଭାରତ ତରଫରୁ ରାଜିନ୍ଦର ସିଂ (୧୩ତମ), ଅମିର ଅଲି (୩୩ତମ), ଅମନଦୀପ ଲାକ୍ରା (୪୧ତମ) ଓ ଅରିଜିତ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri