ଏସିଆନ ଭଲିବଲ୍ରୁ ଓହରିଲା ଭାରତ
ଲାହୋର,୨୭ା୪: ପହଲଗାମ୍ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ ଏସିଆନ ଭଲିବଲ୍ ଟୁର୍ନାମେଣ୍ଟରୁ ଭାରତ ଓହରିଯାଇଛି। ପାକିସ୍ତାନ ଭଲିବଲ୍ ଫେଡେରେଶନ (ପିଭିଏଫ୍) ତରଫରୁ ରବିବାର…
IPLରେ ବୁମରାଙ୍କ ଆଉ ଏକ ସଫଳତା
ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର ମୁମ୍ବାଇ ଫ୍ରାଞ୍ଚାଇଜର ସବୁଠୁ ସଫଳ ବୋଲର ହେବାର ସଫଳତା ହାସଲ କରିଛନ୍ତି। ଲକ୍ଷ୍ନୌ ସୁପର…
ଶ୍ରୀଲଙ୍କାକୁ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ
କଲମ୍ବୋ, ୨୭ା୪: ଓପନର ପ୍ରତୀକା ରାଓ୍ବଲଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ସ୍ମୃତି ମନ୍ଧାନା ଓ ହାର୍ଲିନ ଦେଓଲଙ୍କ ଉପଯୋଗୀ ଅବଦାନ ସହାୟତାରେ ଭାରତ କଲମ୍ବୋରେ ଚାଲିଥିବା ଅନ୍ତର୍ଜାତୀୟ ମହିଳା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ଓପନିଂ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କାକୁ ୯…
ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…
ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ ଆଇପିଏଲ୍ ୨୦୨୫ରେ ଚମତ୍କାର ପ୍ରଦର୍ଶନ କରିଛି। ଏହି ଦଳ ୯ ମ୍ୟାଚ୍ରେ ୧୧ ପଏଣ୍ଟ…
ଟିମ୍ ଇଣ୍ଡିଆରୁ ବହିଷ୍କୃତ ହେବା ପରେ ନାୟରଙ୍କୁ ମିଳିଲା ଆଉ ଏକ ଚାକିରି, ହେଲେ ଏହି ଟିମ୍ର ମେଣ୍ଟର
ନୂଆଦିଲ୍ଲୀ,୨୭।୪: ଟିମ୍ ଇଣ୍ଡିଆର ପୂର୍ବତନ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟାର ଏବେ ପ୍ରଶିକ୍ଷକ ଦଳର ଅଂଶ ନୁହଁନ୍ତି। ନିକଟରେ ବିସିସିଆଇ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲା। ହେଲେ ଦଳରୁ ବାଦ ପଡ଼ିବା ପରେ ଟି-୨୦ ଲିଗରେ ତାଙ୍କର ଚାହିଦା ବଢ଼ିଯାଇଛି। କିଛିଦିନ…
ନିନ୍ଦା କରିବା ପରିବର୍ତ୍ତେ ଭାରତକୁ ପ୍ରମାଣ ମାଗିଲେ ଶାହିଦ ଆଫ୍ରିଦି, ବୟାନ ଶୁଣିଲେ…
ଇସଲାମାବାଦ,୨୭।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହାକୁ ନେଇ ଚାରିଆଡେ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ଶାହିଦ ଆଫ୍ରିଦି ବିବାଦୀୟ ବୟାନ ଦେଇଛନ୍ତି।…
ଚେନ୍ନାଇର ପ୍ରଦର୍ଶନକୁ ନେଇ ମୁହଁ ଖୋଲିଲେ ଧୋନୀ
ଚେନ୍ନାଇ,୨୬ା୪: ଚଳିତ ଆଇପିଏଲ୍ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଦଳର ନୈରାଶ୍ୟଜନକ ପ୍ରଦର୍ଶନ ଲାଗି ଅସହାୟତା ପ୍ରକାଶ କରିବା ସହ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି ଯେ, ଏକା ସମୟରେ ଦଳର ୪ରୁ ୫ ଖେଳାଳି ଫର୍ମ ହରାଇଲେ ଆଶାନୁଯାୟୀ ଫଳାଫଳ…
ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର
ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି ଏଭଳି କଳ୍ପନାଜଳ୍ପନା ଲାଗି ରହିଛି। ଏବେ ସେମାନେ ବାସ୍ତବରେ ସେଠାକୁ ଚାଲିଯିବେ ବୋଲି ସ୍ପଷ୍ଟ…
ଜୁନିୟର ବକ୍ସିଂ ଚାମ୍ପିୟନଶିପ୍: ୪୩ ପଦକ ପକ୍କା କଲା ଭାରତ
ଅମାନ(ଜୋର୍ଡାନ),୨୬ା୪: ଜୋର୍ଡାନରେ ଚାଲିଥିବା ୧୫ ବର୍ଷରୁ କମ୍ ଏବଂ ୧୭ ବର୍ଷରୁ କମ୍ ଉଦ୍ଘାଟନୀ ଏସିଆନ ଜୁନିୟମର ବକ୍ସିଂ ଚାମ୍ପୟନଶିପ୍ରେ ଭାରତର ଆଉ ୪ଜଣ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତୀୟ ପ୍ରତିଯୋଗୀମାନେ ୪୩ ପଦକ ପକ୍କା କରିଛନ୍ତି। ପ୍ରତ୍ୟେକ…
IPLର ଗୋଟିଏ ମ୍ୟାଚ୍ ପାଇଁ ମୋଟାଅଙ୍କର ଦରମା ନିଅନ୍ତି ଅମ୍ପାୟାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୬।୪: ଭାରତରେ କ୍ରିକେଟରମାନେ ଘରୋଇ, ଅନ୍ତର୍ଜାତୀୟ କ୍ରିକେଟ ଏବଂ IPLରୁ ପ୍ରଚୁର ଟଙ୍କା ରୋଜଗାର କରନ୍ତି। ଏଠାରେ ଅମ୍ପାୟାରମାନେ ମଧ୍ୟ ଟଙ୍କା ରୋଜଗାର କରିବାରେ ପଛରେ ନାହାନ୍ତି। ସେ ପ୍ରତ୍ୟେକ IPL ମ୍ୟାଚରେ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରନ୍ତି। କ୍ରିକେଟରେ…
ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍! ଚମକାଇଲା Fact Check
କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା ସହିତ, ଭାରତୀୟ ସେନା ପହଲଗାମ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏହି…
ପ୍ରଥମ ବଲ୍ରେ ଇତିହାସ ରଚିଲେ ଶାମି, ପରେ କରିଦେଲେ ବଡ଼ ଭୁଲ; ଦେଖିବାକୁ ମିଳିଲା..
ନୂଆଦିଲ୍ଲୀ,୨୫।୪: IPL ୨୦୨୫ର ୪୩ତମ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦର ଦ୍ରୁତ ବୋଲର ମହମ୍ମଦ ଶାମି ଚେନ୍ନାଇ ସୁପର କିଙ୍ଗସ ବିପକ୍ଷରେ ପ୍ରଥମ ବଲ୍ରେ ଇତିହାସ ରଚିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସର ଯୁବ ଓପନର୍ ଶେଖ ରସିଦଙ୍କ ଉଇକେଟ ନେଇଥିଲେ। ଆଇପିଏଲ୍ରେ…

