ଖେଳ

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାରତ…

କୋକେନ ବ୍ୟବହାର କରୁଥିଲେ ଏହି କ୍ରିକେଟର୍‌: ଲାଗିଲା ବ୍ୟାନ୍‌

ନୂଆଦିଲ୍ଲୀ,୧୮।୧୧:ନ୍ୟୁଜିଲାଣ୍ଡର ପୂର୍ବତନ ଦ୍ରୁତ ବୋଲର ଡଗ ବ୍ରେସୱେଲ କୋକେନ ବ୍ୟବହାରକୁ ନେଇ ପାଇଁ ନ୍ୟୁଜିଲାଣ୍ଡର ପୂର୍ବତନ ପେସ୍‌ ବୋଲର ଡଗ୍‌ ବ୍ରେସ୍‌ଓ୍ବେଲ ଇତିମଧ୍ୟରେ କ୍ରିକେଟରୁ ୧ମାସ ବାସନ୍ଦ ଦଣ୍ଡ ଭୋଗି ସାରିଛନ୍ତି। ମାତ୍ର ନ୍ୟୁଜିଲାଣ୍ଡ ସ୍ପୋର୍ଟ ଇଣ୍ଟିଗ୍ରିଟି କମିଶନ ସୋମବାର ପ୍ରଥମ…

‘ମୁଁ ହୋଇଥିଲେ…’, ରୋହିତ ଶର୍ମା ବାପା ହେବା ଉପରେ ଏମିତି କିଛି କହିଦେଲେ ଟ୍ରାଭିସ ହେଡ୍‌

ନୂଆଦିଲ୍ଲୀ,୧୮।୧୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪ ନଭେମ୍ବର ୨୨ରୁ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୋହିତ ଶର୍ମା ଖେଳିବେ ନାହିଁ ବୋଲି ନିଶ୍ଚିତ କରିଛନ୍ତି। ତାଙ୍କ ସ୍ଥାନରେ ଜସପ୍ରୀତ ବୁମ୍‌ରାଙ୍କୁ ଟିମ ଇଣ୍ଡିଆର ଅଧିନାୟକ ନଜର ଆସିବେ। କହିରଖୁଛୁ ଯେ ରୋହିତ ଶର୍ମା…

ଠକେଇ ମାମଲାରେ ଫସିଲେ ଗୌତମ ଗମ୍ଭୀର: ହାଇକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୮।୧୧:ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଅଡୁଆ ଥମିବାର ନାଁ ଧରୁନି। ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଏବଂ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ ହାରିବା ପରେ ସେ ସମାଲୋଚନାର ସମ୍ମୁଖୀନ ହେଉଛନ୍ତି। ବର୍ତ୍ତମାନ ଦିଲ୍ଲୀ ହାଇକୋର୍ଟର ଏକ…

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଆଇପିଏଲ ନିଲାମରେ ଆୟରଙ୍କୁ କିଣିବ ଏହି ଦଳ

ନୂଆଦିଲ୍ଲୀ,୧୮।୧୧: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୫ ପୂର୍ବରୁ ୬ ଜଣ ଖେଳାଳିଙ୍କୁ ରିଟେନ କରିଛି। କିନ୍ତୁ ଅଧିନାୟକ ଶ୍ରେୟସ ଆୟରଙ୍କୁ ରିଟେନ କରାଯାଇନାହିଁ। ତାଙ୍କୁ ରିଲିଜ୍‌ କରାଯାଇଛି। ବର୍ତ୍ତମାନ ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆୟରଙ୍କୁ ନେଇ ବଡ଼…

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି। ଏହି ପରିପ୍ରେକ୍ଷୀରେ ଚେନ୍ନାଇରୁ ଏକ ବିମାନ ଯୋଗେ ଚାମ୍ପିୟନ ହକି ଟିମ୍‌ ରବିବାର ଭୁବନେଶ୍ବର…

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଟି ପାରନ୍ତି ନାହିଁ। ହେଲେ ଅଷ୍ଟ୍ରେଲିଆର ଏଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ଅଛନ୍ତି ଯିଏ…

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ଏହାସହିତ ଜାତୀୟ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ଟ୍ରଫି ହାସଲ…

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ…

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ ୨୮୩…

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି ତଥ୍ୟ ଯୋଗାଇ ଦେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୫୦ ବର୍ଷୀୟ କିଙ୍ଗ୍‌ ୨୦୦୩ରେ…

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ ହେବ। ଏଥିପାଇଁ ଶୁକ୍ରବାର ୫୭୪ ଜଣିଆ ଖେଳାଳି ତାଲିକା ପ୍ରକାଶ ପାଇଛି। ତନ୍ମଧ୍ୟରେ ୩୬୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri