ଖେଳ

ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video

ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍‌ ସିଜନ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍‌ରୁ ୨ ମ୍ୟାଚ୍‌ ଦଳ ଜିତିଥିବା ବେଳେ ଆଘାତ ସମସ୍ୟା ଯୋଗୁ ଅଧିନାୟକ ଋତୁରାଜ ଗାଏକଓ୍ବାଡ ପୁରା ସିଜନ୍‌ରୁ ବାଦ୍‌ ପଡ଼ିଛନ୍ତି। ଏମିତିରେ ତାଙ୍କ…

ଟେନଶନରେ ମାହି, CSK ଜିତିଲା ପରେ ଆଣିଲେ ସାଂଘାତିକ ଅଭିଯୋଗ!

ଲକ୍ଷ୍ନୌ,୧୫।୪: ୧୪ ଏପ୍ରିଲରେ ଚେନ୍ନାଇ ସୁପର କିଙ୍ଗସ, ଲକ୍ଷ୍ନୌ ସୁପରଜିଆଣ୍ଟସକୁ ସେମାନଙ୍କ ଘରୋଇ ଗ୍ରାଉଣ୍ଡରେ ପାଞ୍ଚ ୱିକେଟରେ ପରାସ୍ତ କରିଛି। କ୍ରମାଗତ ପାଞ୍ଚ ଥର ପରାଜୟ ପରେ ସିଏସକେ ଏହି ବିଜୟ ହାସଲ କରିଛି। ଏହି ବିଜୟରେ ଅଧିନାୟକ ମହେନ୍ଦ୍ର ସିଂହ…

ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ

ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ସିରିଜ୍‌ର ପ୍ରଥମ ମ୍ୟାଚ ଅଗଷ୍ଟ ୧୭ରେ ଖେଳାଯିବ। ଟି-୨୦ ସିରିଜ…

ପଞ୍ଜାବକୁ ବଡ଼ ଝଟକା: ଅବଶିଷ୍ଟ ମ୍ୟାଚ୍‌ରୁ ବାଦ୍‌ ପଡିପାରନ୍ତି ଫର୍ଗୁସନ

ମୋହାଲି,୧୫ା୪: ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନ ଚଳିତ ଆଇପିଏଲ୍‌ର ଅବଶିଷ୍ଟାଂଶ ମ୍ୟାଚ୍‌ ମିସ୍‌ କରିପାରନ୍ତି। ସନ୍‌ରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପାଇଁ ଖେଳିଲା ବେଳେ ତାଙ୍କ ବାମ ଗୋଡ଼ ମାଂସପେଶୀରେ ଆଘାତ ଲାଗିଥିଲା। ଏଥିଯୋଗୁ ସେ ମ୍ୟାଚରେ…

LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା

ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ୧୬୭ ରନର ଟାର୍ଗେଟକୁ ପିଛା କରି ସିଏସକେ ୧୯.୩ ଓଭରରେ ବିଜୟୀ ହୋଇଥିଲା।…

ବଡ଼ ରେକର୍ଡ କଲେ ଧୋନୀ: ବିଶ୍ୱର ପ୍ରଥମ ଖେଳାଳି ଭାବେ IPLରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୫ LSG ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚରେ ଅଧିନାୟକ ମହେନ୍ଦ ସିଂ ଧୋନୀ ଏକ ବଡ଼ ରେକର୍ଡ କରିଛନ୍ତି। କେବଳ ଏତିକି ନୁହେଁ, ଧୋନୀ ଯେଉଁ ସଫଳତା ହାସଲ କରିଛନ୍ତି, ତାହା ବିଶ୍ୱର…

୫ ମ୍ୟାଚରେ ପରାଜୟ ପରେ ବିଜୟ ସ୍ବାଦ ଚାଖିଲା ଚେନ୍ନାଇ

ଲକ୍ଷ୍ନୌ,୧୫ା୪: ଲଗାତର ୫ ମ୍ୟାଚରେ ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ବିଜୟ ସ୍ବାଦ ଚାଖିଛି। ସୋମବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ସିଏସ୍‌କେ ୫ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ ଧାର୍ଯ୍ୟ ୧୬୭ ରନର…

ଅକ୍ଷର ପଟେଲଙ୍କୁ ୧୨ଲକ୍ଷ ଜରିମାନା

ନୂଆଦିଲ୍ଲୀ, ୧୪ା୪: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ଆଇପିଏଲ୍‌ ଗେମ୍‌ରେ ସ୍ଲୋ ଓଭର ରେଟ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଅକ୍ଷର ପଟେଲକଙ୍କୁ ୧୨ ଲକ୍ଷ ଟଙ୍କ ଜରିମାନା ହୋଇଛି। ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…

ସିଏସ୍‌କେରେ ଯୋଗ ଦେବେ ଆୟୁଷ

ଚେନ୍ନାଇ,୧୩ା୪: ଋତୁରାଜ ଗାଏକ୍ୱାଡଙ୍କ ବଦଳ ଖେଳାଳି ଭାବେ ଆୟୁଷ ମହାତ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳରେ ଯୋଗ ଦେବେ। ଏଲବୋରେ ଫ୍ରାଚକର ଯୋଗୁ ଗାଏକ୍ୱାଡ ଚଳିତ ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି। ତାଙ୍କ ଅନୁପସ୍ଥିତିରେ ମହେନ୍ଦ୍ର ସିଂ ଧୋନୀ ଦଳର ନେତୃତ୍ୱ…

ସନ୍ତରଣରେ ବିଶ୍ୱ ରେକର୍ଡ ସୃଷ୍ଟି କଲେ ଜର୍ମାନୀର ଏହି ଅଲିମ୍ପିକ ଚାମ୍ପିୟନ

ଷ୍ଟକ୍‌ହାମ,୧୪ା୪: ଜର୍ମାନୀର ଅଲିମ୍ପିକ ଚାମ୍ପିୟନ ଲୁକାସ ମାର୍ଟେନ୍ସ ପୁରୁଷ ୪୦୦ ମିଟର ଫ୍ରିଷ୍ଟାଇଲ ରେକର୍ଡ ଭଙ୍ଗ କରିଛନ୍ତି। ସ୍ବିମ୍‌ ଓପନ୍‌ ଷ୍ଟକ୍‌ହାମରେ ସେ ଏହି ସଫଳତା ପାଇଛନ୍ତି। ସେ ପ୍ରଥମ ସନ୍ତରଣକାରୀ ଭାବେ ୩ ମିନିଟ୍‌ ୪୦ ସେକେଣ୍ଡର ବାଧାକୁ ଅତିକ୍ରମ…

ହାଇଦ୍ରାବାଦ: SRH ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୪।୪: ସୋମବାର ହାଇଦ୍ରାବାଦର ୫-ତାରକା ହୋଟେଲରେ ଅଗ୍ନିକାଣ୍ଡ ପରେ SRH ଖେଳାଳିମାନଙ୍କୁ ପାର୍କ ହାୟାତରୁ ସ୍ଥାନାନ୍ତରିତ କରାଯାଇଛି। ଗୋଟିଏ ମହଲାରେ ନିଆଁ ଲାଗିବା ମାତ୍ରେ ଅଗ୍ନିଶମ ଅଧିକାରୀମାନଙ୍କୁ ସୂଚନା ଦିଆଯାଇଥିଲା, ଯାହା ପରେ ସେମାନେ ଘଟଣାସ୍ଥଳକୁ ଯାଇ ନିଆଁ ଲିଭାଇ ଦେଇଥିଲେ।…

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ସେମିଫାଇନାଲରେ ମଧ୍ୟପ୍ରଦେଶ ୫-୩ ଗୋଲରେ ମଣିପୁରକୁ ପରାସ୍ତ କରିଥିଲା। ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?