ଖେଳ

ବାରବାଟୀ ମ୍ୟାଚ୍‌ର ମଜା ନେବେ ଧର୍ମେନ୍ଦ୍ର ପ୍ରଧାନ: କିଣିଲେ ଟିକେଟ୍‌

କଟକ,୨୩।୧: ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ବଡ଼ ବଡ଼ ରାଜନେତା ଏହି ମ୍ୟାଚ୍‌ ପାଇଁ ଟିକେଟ୍‌ କିଣୁଛନ୍ତି।…

ଅଭିଷେକଙ୍କ ବିସ୍ଫୋରକ ଅନ୍ଦାଜ୍‌: ଯୁବରାଜଙ୍କ ସହ ହେଲେ ସମକକ୍ଷ

ନୂଆଦିଲ୍ଲୀ,୨୩।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର କୋଲକାତାରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ଚମତ୍କାର ପ୍ରଦର୍ଶନ କରି ଏକ ବଡ଼ ସଫଳତା ହାସଲ…

‘ବିରାଟ’ଙ୍କ ଜର୍ସି ପିନ୍ଧିବେ ରବିନ୍ଦ୍ର ଜାଡେଜା !

ନୂଆଦିଲ୍ଲୀ,୨୨।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ଚୟନ କରାଯାଇଛି। ଫେବୃଆରୀ-ମାର୍ଚ୍ଚରେ ପାକିସ୍ତାନ ଏବଂ ଦୁବାଇରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ତେବେ ଏହା ପୂର୍ବରୁ ଜାଡେଜା ଘରୋଇ କ୍ରିକେଟ…

ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି କ୍ରିକେଟର,୧୪ ବର୍ଷ କ୍ୟାରିୟରରେ…

ନୂଆଦିଲ୍ଲୀ,୨୨।୧: ଗୋଟିଏ ପଟେ ଇଂଲଣ୍ଡ ଦଳ ଭାରତ ବିପକ୍ଷରେ ଟି-୨୦ ସିରିଜ ଖେଳୁଥିବା ବେଳେ ଜଣେ ଇଂଲଣ୍ଡ କ୍ରିକେଟର ଅବସର ଘୋଷଣା କରି ଚମକାଇଛନ୍ତି। ସେ ହେଲେ ଲିଆମ ଥମାସ। ଲିଆମ୍‌ ତାଙ୍କ ୧୪ ବର୍ଷର କ୍ୟାରିଅରରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ତେବେ…

ଇଡେନ୍‌ ଗାର୍ଡେନରେ ଅଭିଷେକ ଶର୍ମା ଝଡ଼: ୭ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌କୁ ଜିତି ନେଇଛି ଟିମ୍‌ ଇଣ୍ଡିଆ। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ମାତ୍ର ୧୩୨ ରନ୍‌ରେ ଅଲଆଉଟ୍‌ ହୋଇଥିଲା। ଜବାବରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଅଭିଷେକ ଶର୍ମା ଜବରଦସ୍ତ ବ୍ୟାଟିଂ କରି ଦଳକୁ ଜିତାଇଛନ୍ତି।…

ଷଡଯନ୍ତ୍ର କରି କ୍ୟାରିୟର ଶେଷ କରିଦେଲେ, ଟିମ୍ ମ୍ୟାନେଜମେଣ୍ଟ ଉପରେ ଲାଗିଲା ବଡ଼ ଅଭିଯୋଗ

କୋଲକାତା,୨୨।୧: ଚାମ୍ପିୟନ୍ସ ଟ୍ରଫି ପାଇଁ ଭାରତୀୟ ଦଳର ଚୟନକୁ ନେଇ ଚର୍ଚ୍ଚା ଜାରି ରହିଥିଲା ବେଳେ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ପ୍ରସଙ୍ଗ ଉଠାଇଛନ୍ତି ପୂର୍ବତନ ବାହାରତୀୟ କ୍ରିକେଟର ଆକାଶ ଚୋପ୍ରା। ସେ ଅଭିଯୋଗ ଲଗାଇଛନ୍ତି ଯେ, ବିସିସିଆଇ ଏବଂ ଟିମ୍…

ଇତିହାସ ରଚିଲେ ଅର୍ଶଦୀପ ସିଂ, ରେକର୍ଡ ଭାଙ୍ଗି ପାଲଟିଲେ ନମ୍ବର-୧ ବୋଲର୍‌…

କୋଲକାତା,୨୨।୧: ଟି-୨୦ କ୍ରିକେଟରେ ଇତିହାସ ରଚିଲେ ଭାରତର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ। କୋଲକାତାର ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ସିରିଜର ପ୍ରଥମ ମୁକାବିଲାରେ ସେ ଭାରତ ପାଇଁ ସର୍ବାଧିକ ଉଇକେଟ ନେବାର ରେକର୍ଡ ହାସଲ…

ଅର୍ଶଦୀପ-ବରୁଣଙ୍କ ଚକ୍ରବ୍ୟୁହରେ ଫସିଗଲା ଇଂଲଣ୍ଡ, ଭାରତକୁ ମିଳିଲା ୧୩୩ ରନ୍‌ର ଟାର୍ଗେଟ

କୋଲକାତା,୨୨।୧: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲାରେ ଭାରତକୁ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ଦଳ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୩ ଉଇକେଟ ହାସଲ କରିଥିବା ବେଳେ ଅର୍ଶଦୀପ ସିଂ ୨ ଏବଂ ଅକ୍ଷର…

IND vs ENG: ଟସ୍‌ ଜିତି ବୋଲିଂ କରୁଛି ଟିମ୍‌ ଇଣ୍ଡିଆ, କାହିଁକି ବାଦ୍‌ ପଡ଼ିଲେ ଶାମି?

କୋଲକାତା,୨୨।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା ବୁଧବାର ଖେଳାଯାଉଛି। କୋଲକାତାର ଇଡେନ୍‌ ଗାର୍ଡେନରେ ଖେଳାଯାଉଥିବା ଏହି ମୁକାବିଲାରେ ଭାରତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଖବର…

ବିସିସିଆଇର ବଡ଼ ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ଜର୍ସିରେ ରହିବ ପାକିସ୍ତାନର ନାମ…

ନୂଆଦିଲ୍ଲୀ,୨୨।୧: ଫେବୃଆରୀ ୧୯ରୁ ଆରମ୍ଭ ହେବ ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଆୟୋଜକ ଅଧୀନରେ ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲରେ ହେବ। ଏହାର ଅର୍ଥ ଟିମ୍‌ ଇଣ୍ଡିଆ ତାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବ।ଏହା ବ୍ୟତୀତ ଅନ୍ୟ ସମସ୍ତ ଦଳ…

ଭାରତୀୟ ଯବାନଙ୍କ ସହ ଫଟୋ ଉଠାଇବାକୁ ମନା କରିଦେଲେ ବିରାଟ କୋହଲି, Video ଦେଖି ରାଗିଗଲେ ପ୍ରଶଂସକ…

ନୂଆଦିଲ୍ଲୀ,୨୨।୧: କ୍ରିକେଟଜଗତରେ ବିରାଟ କୋହଲି ଏକ ବଡ଼ ନାମ। ହେଲେ ସେ ଏବେ ଏଭଳି କିଛି କାମ କରିଛନ୍ତି ଯାହାକୁ ନେଇ ସେ ବିବାଦରେ ଫସିଛନ୍ତି। ତାଙ୍କର ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ସେ ଜଣେ ଯବାନଙ୍କ ସହ ସେଲ୍‌ଫି…

‘ପାକିସ୍ତାନ କ୍ରିକେଟ ବୋର୍ଡ କଥାକୁ ମାନିବାକୁ ପଡ଼ିବ, ନ ମାନିଲେ…’ ବିସିସିଆଇକୁ କଡ଼ା ଚେତାବନୀ ଦେଲା ଆଇସିସି

ନୂଆଦିଲ୍ଲୀ,୨୨।୧: ପାକିସ୍ତାନ ଆୟୋଜକତ୍ୱରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫିକୁ ନେଇ ବିବାଦ ଶେଷ ହେବାର ନାଁ ନେଉନାହିଁ। ଟୁର୍ନାମେଣ୍ଟଟି ହାଇବ୍ରିଡ ମଡେଲରେ ଅନୁଷ୍ଠିତ ହେବା ପରେ ମାମଲା ଶାନ୍ତ ପଡ଼ିଥିବା ବେଳେ ଏବେ ଏକ ନୂତନ ସମସ୍ୟା ଆରମ୍ଭ ହୋଇଛି। ବିସିସିଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri