କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ
ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଦଳ ଖରାପ ପ୍ରଦର୍ଶନ ଜାରି ରଖି କ୍ରମାଗତ ୫ମ ପରାଜୟ ବରଣ କରିଛି। ଆହତ ଋତୁରାଜ…
ଏଏଫ୍ସି ଏସିଆନ କପ୍ ୨୦୩୧ ଲାଗି ବିଡ୍ ଦାଖଲ କଲା ଭାରତ
ନୂଆଦିଲ୍ଲୀ, ୧୧ା୪: ଭାରତ ୨୦୩୧ ଏଏଫ୍ସି ଏସିଆନ କପ୍ ଆୟୋଜନ କରିବା ପାଇଁ ଆଗ୍ରହ ପ୍ରକାଶ କରି ଏହାର ବିଡ୍ ‘ ଏକ୍ସପ୍ରେସନ ଅଫ୍ ଇଣ୍ଟରେଷ୍ଟ (ଇଓଏଲ୍) ଦାଖଲ କରିଥିବା ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ଶୁକ୍ରବାର ପ୍ରକାଶ କରିଛି। ବିଡ୍…
୮ ପଦକ ସହ ଦ୍ୱିତୀୟ ସ୍ଥାନରେ ଭାରତ
ବୁଏନ୍ସ ଏରିଜ, ୧୧ା୪: ରାଇଫଲ ପିସ୍ତଲ ଓ ଶଟ୍ଗନ୍ ଶୁଟରମାନଙ୍କ ଲାଗି ବର୍ଷର ପ୍ରଥମ ଆଇଏସ୍ଏସ୍ଏଫ୍ ଓ୍ବାଲର୍ଡ କପ୍ ଯୁବ ଟ୍ରାପ୍ ମିକ୍ସଡ ଟିମ୍ ଯୋଡ଼ି ଲକ୍ଷ୍ୟ ଶେଓରାନ ଓ ନୀରୁ ଫାଇନାଲରେ ଗୋଟିଏ ପଏଣ୍ଟ ପାଇଁ ଏକ ପଦକ ହାତଛଡ଼ା…
ପନ୍ତ କହିଲେ ହୃଦୟର କଥା, PM Modiଙ୍କୁ…
ନୂଆଦିଲ୍ଲୀ,୧୧।୪: ଆଇପିଏଲ୍ ୨୦୨୫ରେ ଟିମ୍ ଇଣ୍ଡିଆର ଷ୍ଟାର ଉଇକେଟକିପର୍ ଋଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସ୍ର ଅଧିନାୟକ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଦଳ ଏଯାବତ ୫ ମ୍ୟାଚ୍ ଖେଳିଥିବା ବେଳେ ୩ରେ ବିଜେତା ହୋଇଛି। ମଇଦାନରେ ନିଜର ସ୍ବଭାବକୁ ନେଇ ଖେଳାଳିଙ୍କୁ ହସାଉଥିବା…
ଅଷ୍ଟ୍ରେଲିଆ ଟୁର୍ରେ ଯିବ ମହିଳା ହକି ଦଳ
ନୂଆଦିଲ୍ଲୀ, ୧୧ା୪: ଭାରତୀୟ ମହିଳା ହକି ଦଳ ଅଷ୍ଟ୍ରେଲିଆ ଟୁର୍ରେ ଯିବ। ଦଳ ସେଠାରେ ଏପ୍ରିଲ ୨୬ରୁ ମେ ୪ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଏକ ସିରିଜ ଖେଳିବ। ଅଷ୍ଟ୍ରେଲିଆ ‘ଏ’ ବିପକ୍ଷରେ ଦୁଇଟି ମ୍ୟାଚ ଖେଳି ଭାରତ ଏହାର…
୨୮,୩୯୦ କୋଟି ଟଙ୍କାର ମାଲିକଙ୍କୁ ମୁହଁତୋଡ଼ ଜବାବ ଦେଲେ ରାହୁଲ
ବେଙ୍ଗାଲୁରୁ,୧୧।୪: ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍ର ଏକମାତ୍ର ଦଳ ଭାବେ ତା’ର ଅପରାଜେୟ ଧାରା ଜାରି…
କ୍ଷତି ସହିବେ କୋହଲି: ହାତ ଛାଡ଼ିଦେଲା ଏହି କମ୍ପାନୀ
ନୂଆଦିଲ୍ଲୀ,୧୧।୪: ଭାରତୀୟ କ୍ରିକେଟର ବିରାଟ କୋହଲି ଆଉ କ୍ରୀଡା କମ୍ପାନୀ ‘ପୁମା’ର ବ୍ରାଣ୍ଡ ଆମ୍ବାସାଡର ହେବେ ନାହିଁ। ତାଙ୍କର ଚୁକ୍ତି ୮ ବର୍ଷ ପରେ ସମାପ୍ତ ହୋଇଛି ଏବଂ ଏହି ସମୟ ମଧ୍ୟରେ କୋହଲି ୧୧୦ କୋଟି ଟଙ୍କା ରୋଜଗାର କରିଥିଲେ।…
ଦିଲ୍ଲୀର ବିଜୟ ପରେ କେଏଲ ରାହୁଲଙ୍କ ସେଲିବ୍ରେସନ ଦେଖି ତାଜୁବ RCB ଖେଳାଳି
ବେଙ୍ଗାଲୁରୁ,୧୧ା୪: ଦିଲ୍ଲୀ କ୍ୟାପିଟାଲ୍ସ ଗୁରୁବାର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ବିଜୟ ହାସଲ କରିଛି। ବିଜୟ ସହିତ ଚଳିତ ଆଇପିଏଲରେ ସେମାନଙ୍କର ଅପରାଜେୟ ଧାରା ଜାରି ରଖିଛି। ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ଡିସି…
IPL 2025: ମ୍ୟାଚ୍ ମଝିରେ ଭୟଙ୍କର ରାଗିଗଲେ ବିରାଟ କୋହଲି: ଭାଇରାଲ ହେଉଛି ଭିଡିଓ
ବେଙ୍ଗାଲୁରୁ,୧୧।୪: IPL 2025ରେ, RCB ନିଜ ଘରୋଇ ଗ୍ରାଉଣ୍ଡରେ ଏକ ଶୋଚନୀୟ ପରାଜୟ ବରଣ କରିଥିଲା। ଦିଲ୍ଲୀ କ୍ୟାପିଟାଲ୍ସ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୬ ଉଇକେଟରେ ପରାସ୍ତ କରିଛି। ୧୬୪ ରନର ଟାର୍ଗେଟକୁ ରୋକିବାକୁ ବେଙ୍ଗାଲୁରୁ ଓହ୍ଲାଇଥିଲା ଏବଂ ଜବାବରେ ସେମାନଙ୍କର…
ପୁଣିଥରେ ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ହେବା ପରେ ଧୋନୀଙ୍କ ପ୍ରଥମ ପ୍ରତିକ୍ରିୟା
ଚେନ୍ନାଇ,୧୧ା୪: ଏମଏସ. ଧୋନୀ ପୁଣି ଥରେ IPL ରେ ଚେନ୍ନାଇ ସୁପର କିଙ୍ଗସ(CSK)ର ନେତୃତ୍ୱ ନେବେ। ଯେତେବେଳେ CSK ଶୁକ୍ରବାର ଚେନ୍ନାଇରେ 2025 IPL ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସ ବିପକ୍ଷରେ ଆକ୍ସନ କରିବାକୁ ଓହ୍ଲାଇବ। ଏଠାରେ ସମସ୍ତଙ୍କ ନଜର ସବୁଠାରୁ…
ଦିଲ୍ଲୀର ବିଜୟ ଧାରା ଜାରି
ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି)କୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ଚଳିତ ଲିଗ୍ର ଏକମାତ୍ର ଦଳ ଭାବେ…
ମେ ୧୮ରୁ କଳିଙ୍ଗ ବ୍ଲାକ୍ ଟାଇଗର୍ସର ଅଭ୍ୟାସ
ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍ବୀ ଇଣ୍ଡିଆ ଓ ଜିଏମ୍ଆର୍ର ମିଳିତ ଆନୁକୂଲ୍ୟରେ ରଗ୍ବୀ ପ୍ରିମିୟର ଲିଗ୍ (ଆର୍ପିଏଲ୍) ଅନ୍ଧେରି ସ୍ପୋଟର୍ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍ବଲ ଆରେନା)ରେ ଆସନ୍ତା ଜୁନ୍ ୧ରୁ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବିଶ୍ୱର ଏହି ପ୍ରଥମ ଫ୍ରାଞ୍ଚାଇଜ୍ଭିତ୍ତିକ ୭ଏସ୍…

