ଖେଳ

ଆଇପିଏଲ୍‌ରେ ଖେଳିବାକୁ ନେଇ ମୁହଁ ଖୋଲିଲେ ଧୋନୀ

ନୂଆଦିଲ୍ଲୀ,୭ା୪: କିମ୍ବଦନ୍ତୀ ମହେନ୍ଦ୍ର ସିଂ ଧୋନୀ ଆଗାମୀ ବର୍ଷ ଆଇପିଏଲ୍‌ରେ ଖେଳିବେ କି ନାହିଁ, ସେ ନେଇ ନିଷ୍ପତ୍ତି ନେବା ଲାଗି ତାଙ୍କ ପାଖରେ ୧୦ ମାସ ସମୟ ରହିଥିବା କହିଛନ୍ତି। ଚଳିତ ଆଇପିଏଲ୍‌ରେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)…

ଇଶାନ୍ତ ଶର୍ମାଙ୍କୁ ଜରିମାନା

ହାଇଦ୍ରାବାଦ,୭ା୪: ରବିବାର ରାତିରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ ବେଳେ ଆଇପିଏଲ୍‌ ଆଚରଣ ସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଗୁଜରାଟ ଟାଇଟନ୍ସ ପେସର ଈଶାନ୍ତ ଶର୍ମାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ତାଙ୍କ ଶୃଙ୍ଖଳାଗତ ଖାତାରେ…

ଦୁଇ ବର୍ଷ ବାସନ୍ଦ ପରେ କ୍ରିକେଟକୁ ଫେରିଲେ ଏହି ଖେଳାଳି

ଢାକା,୭ା୪: ଦୁଇ ବର୍ଷର ବାସନ୍ଦାଦେଶ ଶେଷ କରିବା ପରେ ବାଂଲାଦେଶ କ୍ରିକେଟର ନାସିର ହୋସେନ ପ୍ରତିଦ୍ୱନ୍ଦ୍ୱିତାମୂଳକ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଆଇସିସିର ଦୁର୍ନୀତି ନିବାରଣ ନିୟମ ଭଙ୍ଗ କରିବା ଲାଗି ତାଙ୍କୁ ୨୦୨୩ ସେପ୍ଟେମ୍ବରରେ ବାସନ୍ଦ କରାଯାଇଥିଲା। ବାସନ୍ଦାଦେଶର ଶର୍ତ୍ତ ମୁତାବକ,…

ରାଗିକି ନିଆଁବାଣ ହେଲେ ସନରାଇଜର୍ସ ହାଇଦ୍ରାବାଦ ମାଲିକାଣୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୪: ସନରାଇଜର୍ସ ହାଇଦ୍ରାବାଦ ପାଇଁ ଚଳିତ ଆଇପିଏଲ୍‌ ସିଜିନ୍‌ ଆରମ୍ଭ ଖରାପ ରହିଛି। ଦଳ ଲଗାତାର ୪ ମ୍ୟାଚ ହାରିଛି। ଟ୍ରାଭିସ ହେଡ, ଇଶାନ କିଷନ, ଅଭିଷେକ ଶର୍ମାଙ୍କଠାରୁ ଆରମ୍ଭ କରି ଦଳର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ନେ ଗତ ୪ଟି ମ୍ୟାଚ୍‌ରେ ଫ୍ଲପ…

ବାପା ସିଲେଇ ଦୋକାନ କରି ପୋଷୁଛନ୍ତି ପେଟ, ଆଇପିଏଲ୍‌ରେ ହଇଚଇ କରୁଛନ୍ତି ପୁଅ

ନୂଆଦିଲ୍ଲୀ,୭।୪: ଆଜିକାଲି ସନରାଇଜର୍ସ ହାଇଦ୍ରାବାଦର ଲେଗ ସ୍ପିନର ଜିଶାନ ଅନସାରୀଙ୍କୁ ନେଇ କ୍ରିକେଟ୍‌ ମହଲରେ ଚର୍ଚ୍ଚା ଜୋର ଧରିଛି। ଏହି ୨୫ ବର୍ଷୀୟ ଯୁବ ଲେଗ ସ୍ପିନର ତାଙ୍କ ଡେବ୍ୟୁ ମ୍ୟାଚ୍‌ରେ ହିଁ କେଏଲ ରାହୁଲ, ଫାଫ ଡୁ ପ୍ଲେସିସ ଏବଂ…

ଶେନ ଓ୍ବର୍ଣ୍ଣଙ୍କୁ ଅତିକ୍ରମ କଲେ ସଞ୍ଜୁ ସାମ୍‌ସନ

ଜୟପୁର, ୬ା୪: ସଞ୍ଜୁ ସାମ୍‌ସନ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଫ୍ରାଞ୍ଚାଇଜ୍‌ର ସବୁଠୁ ସଫଳ ଅଧିନାୟକ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶନିବାର ଖେଳାଯାଇଥିବା ମ୍ୟାଚକୁ ରାଜସ୍ଥାନ ୫୦ ରନରେ ଜିତି ନେଇଥିଲା। ଏହି ବିଜୟ ସାମ୍‌ସନଙ୍କ ନେତୃତ୍ୱରେ…

ଗୁଜରାଟ ଟାଇଟନ୍ସର ବଡ଼ ବିଜୟ, ହାଇଦ୍ରାବାଦ ପରାଜୟ ଧାରା ଜାରି

ହାଇଦ୍ରାବାଦ,୬ା୪: ମହମ୍ମଦ ସିରାଜଙ୍କ ଘାତକ ବୋଲିଂ ଓ ଶୁବମନ ଗିଲଙ୍କ ଅର୍ଦ୍ଧଶତକ ବଳରେ ଗୁଜରାଟ ଟାଇଟନ୍ସ (ଜିଟି) ୭ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ହାଇଦ୍ରାବାଦ ପକ୍ଷରୁ ଧାର୍ଯ୍ୟ ୧୫୩ ରନର ଟାର୍ଗେଟକୁ ଗୁଜରାଟ ୧୬.୪ ଓଭରରେ ୩…

IPL 2025: ମ୍ୟାଚ୍ ମଝିରେ ଆହତ ହେଲେ ଗୁଜରାଟ ଟାଇଟାନ୍ସ ଷ୍ଟାର, ଯନ୍ତ୍ରଣାରେ ଛଟପଟ ହୋଇ ପଡିଆ ଛାଡ଼ିଲେ

ହାଇଦ୍ରାବାଦ,୬।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଚଳିତ ସିଜିନ୍ ର ୧୯ ତମ ମୁକାବିଲା ଖେଳାଯାଉଛି। ଏହି ମୁକାବିଲାରେ ଟସ୍ ଗୁଜରାଟ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। କିନ୍ତୁ ପାୱାରପ୍ଲେ ସମୟରେ ଦଳକୁ ବଡ଼ ଝଟକା ଲାଗିଛି। ଷ୍ଟାର…

ଓ୍ବାଲର୍‌ଡ ବକ୍ସିଂ କପ୍‌ରେ ଭାରତକୁ ୬ ପଦକ

ନୂଆଦିଲ୍ଲୀ,୬ା୪: ବ୍ରାଜିଲର ଫଜ ଡୋ ଆଇଗୁଆକୁଠାରେ ଅନୁଷ୍ଠିତ ଓ୍ବାଲର୍‌ଡ ବକ୍ସିଂ କପ୍‌ ଟୁର୍ନାମେଣ୍ଟରେ ଭାରତୀୟ ବକ୍ସରମାନେ ୬ ପଦକ ଜିତିଛନ୍ତି। ପଦକ ତାଲିକାରେ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ରୌପ୍ୟ ସହିତ ୪ ବ୍ରୋଞ୍ଜ ରହିଛି। ହିତେଶ ପ୍ରଥମ ଭାରତୀୟ ଭାବେ…

ମୁମ୍ବାଇ ଦଳରେ ବୁମରାଙ୍କ ଏଣ୍ଟ୍ରି: ବଦଳିବ କି ଦଳର ଭାଗ୍ୟ ?

ନୂଆଦିଲ୍ଲୀ,୬ା୪: ଭାରତୀୟ ପ୍ରିମିୟର ପେସର ଯଶପ୍ରୀତ ବୁମରା ଆନୁଷ୍ଠାନିକ ଭାବେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳରେ ଯୋଗଦେଇଛନ୍ତି। ୫ ଥରର ଚାମ୍ପିୟନ ଦଳ ପକ୍ଷରୁ ସୋସିଆଲ ମିଡିଆ ଜରିଆରେ ଏ ନେଇ ସୂଚନା ଦିଆଯାଇଛି। ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ…

ଅବସର ସମ୍ପର୍କରେ ମୁହଁ ଖୋଲିଲେ ଏମଏସ ଧୋନୀ; କହିଲେ କିଏ ନେବ ଏହି ନିଷ୍ପତ୍ତି

ମୁମ୍ବାଇ,୬ା୪: ଭାରତୀୟ ଦଳର ଲିଜେଣ୍ଡ ବ୍ୟାଟର ମହେନ୍ଦ୍ର ସିଂହ ଧୋନୀ ତାଙ୍କର ଅବସର ସମ୍ପର୍କରେ ଚାଲିଥିବା ଗୁଜବ ଉପରେ ନିଜର ମୁହଁ ଖୋଲିଛନ୍ତି। ନିକଟରେ ଏକ ପଡକାଷ୍ଟରେ ଯୋଗଦେଇ ଧୋନୀ ଏହି ବିଷୟରେ ନିଜର ନିଷ୍ପତ୍ତି ଉପରେ ଖୋଲି ଆଲୋଚନା କରିଥିଲେ।…

ରୋହିତଙ୍କ ସହିତ କିପରି ରହିଛି ବିରାଟ କୋହଲିଙ୍କ ସମ୍ପର୍କ ? ସବୁଖୋଲି କହିଦେଲେ ବିରାଟ…

ମୁମ୍ବାଇ,୬ା୪: ଇଣ୍ଡିଆନ ପ୍ରିମିୟର ଲିଗର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ସୋମବାର ମୁହାଁମୁହିଁ ହେବେ। ଯେଉଁଥିରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବ୍ୟାଟର ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ମଧ୍ୟ ଦେଖିବାକୁ ମିଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?