ଖେଳ

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ ବର୍ତ୍ତମାନ, ମାତ୍ର ଗୋଟିଏ ମାସ ମଧ୍ୟରେ ସେ ପୁଣିଥରେ ଶ’ଙ୍କ ସହ ସମ୍ପର୍କ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିବାବେଳେ ଭେଟେରାନ୍‌ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ ଟେଷ୍ଟ ସିରିଜ ପାଇଁ ତାଙ୍କ ଉପଲବ୍ଧତା ନେଇ ଅନିଶ୍ଚିତତା ରହିଛି। ଫଳରେ, ଭାରତୀୟ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ ସୃଷ୍ଟି କରିଛି। ପ୍ରଥମେ ବୋଲିଂରେ ମହମ୍ମଦ ଶାମି ଚମତ୍କାର ପ୍ରଦର୍ଶନ କରିଥିବା ବେଳେ,…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌ ନୁହେଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଦେବଜିତ ସାଇକିଆ…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ବୈଠକ ୧୩ ତାରିଖରେ ହେବାର ଥିଲା। କିନ୍ତୁ…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ରେ ଏଭଳି ଏକ ଅଦ୍ଭୁତ ସଂଯୋଗ ଦେଖିବାକୁ ମିଳିଛି।…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା ତାଲିକାରେ ସେ ସୂର୍ଯ୍ୟକୁମାର ଯାଦବଙ୍କ ସମକକ୍ଷ ହୋଇଛନ୍ତି। ୨୦୨୬ରେ ଏଯାଏ ଅଭିଷେକ ୬୮ଟି…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ ୫୦ଟି କ୍ୟାଚ୍‌ ଧରିବାରେ ସଫଳ ହୋଇଛନ୍ତି। ଏଥିସହିତ ସେ ଏଲିଟ ଫିଲ୍ଡିଂ କ୍ଲବରେ…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ ମଙ୍କଡ ଟ୍ରଫିରେ କର୍ନାଟକ ଦଳର ଅଧିନାୟକତ୍ୱ କରୁଥିବା ୧୭ ବର୍ଷୀୟ ଅନୱୟ ସୋମବାର…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି ଏବଂ ଭିନ୍ନ ଧରଣର ବୋଲିଂ ବିପକ୍ଷରେ ଲଗାତାର ରନ କରିବାର କ୍ଷମତା ଅଭିଷେକଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ ମିଡିଆରେ ପ୍ରଶଂସକଙ୍କଠାରୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ସବୁଠାରୁ ଖାସ ରହିଛି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?