ଖେଳ

ଦଳିତ ଆଥ୍‌ଲେଟ୍‌ଙ୍କୁ ୫ ବର୍ଷ ଗଣବଳାତ୍କାର

ଥିରୁଭାନନ୍ତପୁରମ, ୧୨ା୧:କେରଳର ପଥାନାମଥିଟ୍ଟା ଜିଲାରେ ଜଣେ ୧୮ ବର୍ଷୀୟା ଦଳିତ ଝିଅଙ୍କୁ ୫ ବର୍ଷ ମଧ୍ୟରେ ୬୪ ଜଣ ଗଣବଳାତ୍କାର କରିଥିବାର ଏକ ଚାଞ୍ଚଲ୍ୟକର ମାମଲା ସାମ୍‌ନାକୁ ଆସିଛି। ଘଟଣାକୁ ନେଇ କେରଳ ରାଜ୍ୟ ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ପକ୍ଷରୁ ପଥାନାମଥିଟ୍ଟା…

ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ମିଳିଲା ନୂଆ ଅଧିନାୟକ, ଫେରିଲେ ଶାମି

ମୁମ୍ବାଇ, ୧୧ା୧: ଅପେକ୍ଷାର ଅନ୍ତ। ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଶନିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ବିସିସିଆଇର ଚୟନ କମିଟି ୧୪ ମାସ ପରେ ଭେଟେରାନ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦଳରେ…

ଅବସର ନେବେ କି ରବିନ୍ଦ୍ର ଜାଡେଜା: ଇନଷ୍ଟାଗ୍ରାମ ପୋଷ୍ଟକ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ଏକ ଇନଷ୍ଟାଗ୍ରାମ ପୋଷ୍ଟ ତାଙ୍କୁ ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ଯାଉଥିବା ନେଇ କଳ୍ପନାଜଳ୍ପନାକୁ ଆହୁରି ଖୋରାକ ଯୋଗାଇଛି। ଜାଡେଜା ଇନଷ୍ଟାଗ୍ରାମରେ ତାଙ୍କ ଟେଷ୍ଟ ଜର୍ସିର ଏକ ଫଟୋ ଶେୟାର କରିଥିଲେ,…

ଏମିତି ଛକା ମାରିଲେ ୱିଲିୟମସନ, କ୍ୟାଚ୍‌ ଧରି ୯୦ ଲକ୍ଷ ଟଙ୍କା ଜିତିଲେ ଦର୍ଶକ

କେପଟାଉନ୍‌,୧୧।୧:ନ୍ୟୁଜିଲାଣ୍ଡର ଷ୍ଟାର ବ୍ୟାଟସମ୍ୟାନ କେନ ୱିଲିୟମସନ ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଏସ୍‌ଏ୨୦ରେ ନଜର ଆସୁଛନ୍ତି। ଏହି କିୱି ବ୍ୟାଟସମ୍ୟାନ ଟୁର୍ନାମେଣ୍ଟରେ ଡର୍ବାନ ସୁପର ଜଏଣ୍ଟ୍ସ ପାଇଁ ଖେଳୁଛନ୍ତି। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ୱିଲିୟମସନ ଏକ ଚମତ୍କାର ଛକା ମାରିଥିଲେ। ବଲଟି ସିଧା…

ଇଂଲଣ୍ଡ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତକୁ ଜୋରଦାର ଝଟ୍‌କା

ନୂଆଦିଲ୍ଲୀ,୧୧।୧: ଜାନୁଆରୀ ୨୨ରୁ ଆରମ୍ଭ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ପୂର୍ବରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଖେଳାଯିବାକୁ ଅଛି। ସିରିଜରେ ୫ଟି ଟି-୨୦ ଏବଂ ୩ଟି ଦିନିକିଆ ମ୍ୟାଚ ଖେଳାଯିବ। ଏହି ସିରିଜ ଆରମ୍ଭ ହେବା…

ଓଡ଼ିଶାର ଆହାନ ମିଶ୍ରଙ୍କୁ ସଫଳତା

ଭୁବନେଶ୍ୱର, ୧୧।୧ (ତପନ ସ୍ବାଇଁ): କୋଲକାତାରେ ଅନୁଷ୍ଠିତ ଏଆଇଟିଏ ୧୮ ବର୍ଷରୁ କମ୍‌ ସିଏସ୍‌୭ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ମିଶ୍ର ଡବଲ୍ସରେ ଚାମ୍ପିୟନ ଓ ସିଙ୍ଗଲ୍ସରେ ରନରଅପ୍‌ ହୋଇଛନ୍ତି। ପଶ୍ଚିମବଙ୍ଗର ଶୌନକ ଚାଟାର୍ଜୀ ଓ ଆହାନଙ୍କ ଯୋଡ଼ି ଡବଲ୍ସ ଫାଇନାଲରେ…

ଅକ୍‌ଲାଣ୍ଡରେ ଗେଲ୍‌ ମନଫିଲ୍ସଙ୍କ ରେକର୍ଡ

ଅକ୍‌ଲାଣ୍ଡ,୧୧ା୧ (ଏପି): ଗେଲ୍‌ ମନଫିଲ୍ସ ଏଠାରେ ଚାଲିଥିବା ଏକ ପୁରୁଷ ଏଲିଟ ଟେନିସ ଟୁର୍‌ର ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଆମେରିକାର ନିସ୍‌ହେସ ବାସାଭା ରେଡ୍ଡୀଙ୍କୁ ୭-୬ (୫), ୬-୪ରେ ହରାଇ ଦେଇଛନ୍ତି। ଫଳରେ ଏକ ଏଲିଟ ଟେନିସ ଟୁର୍‌ର…

ଆୟର୍ଲାଣ୍ଡ ବିପକ୍ଷରେ ଭାରତ ବିଜୟୀ

ରାଜକୋଟ, ୧୧।୧: ପ୍ରତିକା ରାଓ୍ବଲ ଓ ତେଜାଲ ହସବନିସଙ୍କ ଶତକୀୟ ଭାଗୀଦାରି ବଳରେ ଭାରତ ଶୁକ୍ରବାର ଅନୁଷ୍ଠିତ ମହିଳା ଦିନିକିଆ କ୍ରିକେଟ ସିରିଜର ପ୍ରଥମ ମ୍ୟାଚରେ ଆୟର୍ଲାଣ୍ଡକୁ ୬ ଉଇକେଟରେ ପରାସ୍ତ କରିଛି। ଅଧିନାୟିକା ଗାବି ଲିଓ୍ବିସଙ୍କ ୯୨ ରନ ବଳରେ…

ନୀରଜ ବିଶ୍ୱର ଶ୍ରେଷ୍ଠ ଜାଭେଲିନ୍‌ ଥ୍ରୋୟର

ନୂଆଦିଲ୍ଲୀ, ୧୧ା୧ (ପି.ଟି.): ଭାରତର ପ୍ୟାରିସ ଅଲିମ୍ପିକ୍ସ ରୌପ୍ୟ ବିଜେତା ନୀରଜ ଚୋପ୍ରା ଆମେରିକାର ବିଶ୍ୱ ପ୍ରସିଦ୍ଧ ‘ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡ ନ୍ୟୁଜ୍‌’ ମାଗାଜିନ୍‌ ଦ୍ୱାରା ୨୦୨୪ ବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ପୁରୁଷ ଜାଭେଲିନ୍‌ ଥ୍ରୋୟର ବିବେଚିତ ହୋଇଛନ୍ତି। ଗତବର୍ଷ…

ହିନ୍ଦୀ ଭାଷାକୁ ନେଇ ବଡ଼ କଥା କହିଦେଲେ ଆର୍‌ ଅଶ୍ୱିନ୍‌: ଦେଶରେ ହଲ୍‌ଚଲ୍‌

ନୂଆଦିଲ୍ଲୀ,୧୧।୧:କେନ୍ଦ୍ର ସରକାର ହିନ୍ଦୀ ଭାଷାର ପ୍ରସାର ଉପରେ ଜୋର୍‌ ଦେଉଥିବାବେଳେ ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକ ଏହାର ଦୃଢ଼ ବିରୋଧ କରିଆସୁଛନ୍ତି। ଶେଷରେ କ୍ରିକେଟର ରବିଚନ୍ଦ୍ରନ୍‌ ଅଶ୍ୱିନ ମଧ୍ୟ ହିନ୍ଦୀ ବିରୋଧୀ ଅଭିଯାନରେ ନିଜକୁ ସାମିଲ କରିଛନ୍ତି। ହିନ୍ଦୀ ଭାରତର ରାଷ୍ଟ୍ରଭାଷା ନୁହେଁ…

ପ୍ରେମାନନ୍ଦ ମହାରାଜଙ୍କ ଦର୍ଶନ ପରେ ଗର୍ଜିବ ବିରାଟଙ୍କ ବ୍ୟାଟ୍‌! ଇଂଲଣ୍ଡ-ପାକିସ୍ତାନ ବିପକ୍ଷରେ ହେବ ରନ୍‌ ବର୍ଷା, ରହିଛି ଏଭଳି ସଂଯୋଗ

ନୂଆଦିଲ୍ଲୀ,୧୦।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତୀୟ ଟିମ୍‌ର ତାରକା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଏହାକୁ ନେଇ ଟିମ୍‌ ମ୍ୟାନେଜମେଣ୍ଟ ସହ ପ୍ରଶଂସକମାନେ ଚିନ୍ତିତ ଅଛନ୍ତି। କିଛି ଲୋକ ତାଙ୍କୁ ଟିମ୍‌ରୁ ବାଦ୍‌ ଦେବାକୁ ଦାବି କରୁଛନ୍ତି।…

ଓ୍ବାର୍ନରଙ୍କ ବ୍ୟାଟ୍‌କୁ ଦୁଇଫାଳ କରିଦେଲେ ଏହି ବୋଲର୍‌, Live ମ୍ୟାଚ୍‌ରେ ମୁଣ୍ଡରେ ବାଜିଲା…

ସିଡନୀ,୧୦।୧: ଭାଙ୍ଗିଲା ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ବ୍ୟାଟ୍‌। ବିଗ୍‌ ବ୍ୟାଶ୍‌ ଲିଗ୍‌ ୨୦୨୫ର ୨୯ତମ ମୁକାବିଲାରେ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସିଡନୀ ଥଣ୍ଡରର ବ୍ୟାଟିଂ ସମୟରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ରାଇଲି ମେରିଡିଥ୍‌ଙ୍କ ବଲ୍‌ରେ ଶଟ୍‌ ଖେଳିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri