ଖେଳ

ରାଜସ୍ଥାନ ରୟାଲ୍ସର ପ୍ରଥମ ବିଜୟ, ଚେନ୍ନାଇର ଦ୍ୱିତୀୟ ପରାଜୟ

ଗୁଆହାଟୀ, ୩୦।୩: ନୀତୀଶ ରାଣାଙ୍କ ବିସ୍ଫୋରକ ୮୧ ରନ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ପ୍ରଭାବୀ ବୋଲିଂ ସହାୟତାରେ ରାଜସ୍ଥାନ ରୟାଲ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ରବିବାର ଅନୁଷ୍ଠିତ ରୋମାଞ୍ଚକ ମ୍ୟାଚରେ ଏହି ଦଳ ଚେନ୍ନାଇ ସୁପର କିଙ୍ଗ୍ସକୁ…

୧୦,୦୦୦ ମିଟର ରେସ୍‌ରେ ଗୁଲ୍‌ବୀରଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ,୩୦ା୩: କାଲିଫର୍ନିଆର ସାନ୍‌ ଜୁଆନ କାପିଷ୍ଟ୍ରାନୋଠାରେ ଓ୍ବାଲର୍‌ଡ ଆଥ୍‌ଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ଅନ୍ତର୍ଗତ ଦି ଟେନ୍‌ ଟ୍ରାକ୍‌ ଫେଷ୍ଟିଭାଲ ଇଭେଣ୍ଟର ୧୦, ୦୦୦ ମିଟର ରେସ୍‌ରେ ଭାରତର ଲଙ୍ଗ ଡିଷ୍ଟାନ୍ସ ରନର ଗୁଲ୍‌ବୀର ସିଂ ତାଙ୍କ ନାମରେ ରହିଥିବା ଜାତୀୟ ରେକର୍ଡକୁ…

IPL 2025: ଦ୍ୱିତୀୟ ବିଜୟ ସହ ୨ୟରେ ଦିଲ୍ଲୀ, ଷ୍ଟାର୍କଙ୍କୁ ୫ ଉଇକେଟ

ବିଶାଖାପାଟଣା, ୩୦।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରବିବାର ଅନୁଷ୍ଠିତ ଡବଲ ହେଡରର ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୭ ଉଇକେଟରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ଅପ୍‌ ଯୋଗୁ ଚର୍ଚ୍ଚାରେ ରହିଥିବା ସନ୍‌ରାଇଜର୍ସ କ୍ରମାଗତ ଦ୍ୱିତୀୟ ଥରପାଇଁ…

ବଡ଼ ଖବର: ପୁଣି ଅଷ୍ଟ୍ରେଲିଆ ଯିବ ରୋହିତ ବାହିନୀ, ଏଥର ୮ ମ୍ୟାଚ୍‌

ମେଲବୋର୍ନ,୩୦ା୩: ଭାରତୀୟ କ୍ରିକେଟ ଦଳର ଚଳିତବର୍ଷ ପରବର୍ତ୍ତୀ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ୩ ଅନ୍ତର୍ଜାତୀୟ ଦିନିକିଆ ଓ ୫ ଅନ୍ତର୍ଜାତୀୟ ଟି୨୦ ଖେଳିବ। କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଭ୍ରମଣକାରୀ ଦଳ ହ୍ବାଇଟ୍‌ବଲ୍‌…

ପାଣ୍ଡ୍ୟାଙ୍କ ଉପରେ BCCIର ବଡ଼ ଆକ୍ସନ, ଏହି ଭୁଲ୍‌ ପାଇଁ ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ୯ମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ମୁମ୍ବାଇ ଦଳକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ମୁମ୍ବାଇ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଏହି ସିଜିନର…

IPL ପଏଣ୍ଟ ଟେବୁଲ୍‌ରେ ଗୁଜରାଟର ଲମ୍ବା ଡିଆଁ, ୬ ଟିମ୍‌କୁ ପଛରେ ପକାଇ…

ନୂଆଦିଲ୍ଲୀ,୩୦।୩: IPL ୨୦୨୫ରେ ଏପର୍ଯ୍ୟନ୍ତ ୯ଟି ମ୍ୟାଚ ଖେଳାଯାଇଛି। ଏଥିରେ ୮ ଦଳ ବିଜୟ ସହ ଖାତା ଖୋଲିଛନ୍ତି। କେବଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଏପର୍ଯ୍ୟନ୍ତ ସେମାନଙ୍କର ପ୍ରଥମ ବିଜୟ ପାଇଁ ଅପେକ୍ଷା କରିଛନ୍ତି। ସିଜିନର ୯ମ ମ୍ୟାଚ୍‌ରେ…

ବ୍ୟାନ୍‌ ହେବା ସତ୍ତ୍ୱେ ସୁଧୁରିଲେନି ପାଣ୍ଡ୍ୟା, ପୁଣି ଦୋହରାଇଲେ ଭୁଲ୍‌

ନୂଆଦିଲ୍ଲୀ,୩୦।୩: ଆଇପିଏଲ୍‌ ୨୦୨୫ର ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି ମୁମ୍ବାଇ ଇଣ୍ଡିଆନ୍ସ। ଦଳ ଆରମ୍ଭରୁ ହିଁ ଲଗାତାର ଦୁଇଟି ମ୍ୟାଚ ହାରିଯାଇଛି। ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା, ଯେଉଁଥିଲାଗି ଦଳକୁ ୩୬ ରନ୍‌ରେ ପରାଜିତ…

ମୁମ୍ବାଇକୁ ହରାଇ ଗୁଜରାଟର ପ୍ରଥମ ବିଜୟ

ଅହମଦାବାଦ,୨୯।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶନିବାର ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୩୬ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ସହାୟତାରେ ଗୁଜରାଟ ଦଳ ୨୦ ଓଭରରେ ୮ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ୧୯୭…

ରୋହିତ ଶର୍ମାଙ୍କ ବଡ଼ ବୟାନ, ଟିମ୍‌ର ଖେଳାଳିଙ୍କ ପାଇଁ କଲେ ଏମିତି ଡିମାଣ୍ଡ

ନୂଆଦିଲ୍ଲୀ,୨୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ଗତ ନଅ ମାସ ଧରି କ୍ରିକେଟର ଉତ୍ଥାନ-ପତନ ସତ୍ତ୍ୱେ ତାଙ୍କ ଦଳ ସଫଳତା ହାସଲ କରିବା ପାଇଁ ସାମୂହିକ ଲଢ଼େଇ କରିଛି ଏବଂ ଗତ ତିନୋଟି ICC ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିଥିବା…

RCB ଜିତିବ ଆଇପିଏଲ ଟାଇଟଲ? ଚମକାଇ ଦେଉଛି ଏ ବି ଡିଭିଲିୟର୍ସଙ୍କ ଜବାବ

ନୂଆଦିଲ୍ଲୀ,୨୯।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଇପିଏଲରେ ତାଙ୍କର ସର୍ବୋତ୍ତମ ଆରମ୍ଭ କରିଛି। ଏବେ ଅବସରପ୍ରାପ୍ତ ଦକ୍ଷିଣ ଆଫ୍ରିକା ଖେଳାଳି ଏବି ଡିଭିଲିୟର୍ସ ମନେ କରନ୍ତି ଯେ ଦଳର ସନ୍ତୁଳନ ପୂର୍ବ ସିଜନ ତୁଳନାରେ ‘୧୦ ଗୁଣ ଭଲ’। ଶୁକ୍ରବାର ଚେପକରେ…

୪୩ ବର୍ଷ ବୟସରେ CSK ପାଇଁ ଏହି ରେକର୍ଡ କଲେ ଧୋନି

ନୂଆଦିଲ୍ଲୀ,୨୯।୩: IPL ୨୦୨୫ର ୮ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଏମଏସ ଧୋନି ନିଜ ନାମରେ ଏକ ବଡ଼ ରେକର୍ଡ କରିଥିଲେ। ସେ CSK ପାଇଁ ସର୍ବାଧିକ…

IPLରେ ବିକ୍ରି ନ ହୋଇ ବି କୋଟି କୋଟି ରୋଜଗାର କଲେ ଓ୍ବାର୍ନର; ଫିଲ୍ମ ‘ରବିନହୁଡ୍‌’ ପାଇଁ ମିଳିଛି…

ହାଇଦ୍ରାବାଦ: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ୍‌ ଓ୍ବାର୍ନର ଭାରତକୁ ବହୁତ ଭଲ ପାଆନ୍ତି। ବିଶେଷକରି ଭାରତର ଲୋକ, ସଂସ୍କୃତି ଏବଂ ସିନେମା ତାଙ୍କୁ ପସନ୍ଦ। ଏଥିନେଇ ସେ ଭାରତୀୟ ସିନେମା ଗୀତରେ ପିଲାମାନଙ୍କ ସହ ନାଚୁଥିବା ଦେଖାଯାଇଥାଏ। ହେଲେ ଏବେ ସିନେମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?