ଖେଳ

ଜୋତାରେ କ’ଣ ‘ସ୍ୟାଣ୍ଡପେପର୍‌’ ଲୁଚାଇଥିଲେ ବୁମ୍‌ରା? ଭାଇରାଲ ହେଉଥିବା ଭିଡିଓ ପଛର ସତ କ’ଣ…

ସିଡନୀ,୪।୧: ସିଡନୀ ଟେଷ୍ଟରେ ଅଷ୍ଟ୍ରେଲିଆ ଉପରେ ଚାପ ବଢ଼ୁଥିବା ଦେଖି ଅଷ୍ଟ୍ରେଲୀୟ ପ୍ରଶଂସକ ଏବେ ଜସପ୍ରିତ ବୁମ୍‌ରାଙ୍କୁ ଟାର୍ଗେଟ କରାଯାଉଛି। ଏହି କ୍ରମରେ ବୁମ୍‌ରାଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଏଥିରେ ସେ ନିଜର ଜୋତା ଖୋଲି ତାକୁ ଠିକ୍‌ କରି…

‘କୋହଲିଙ୍କୁ ପୁଣି ଅଧିନାୟକ କରାଯାଉ’; କାହିଁକି ଏବଂ କିଏ କରୁଛି ଏଭଳି ଦାବି… 

ନୂଆଦିଲ୍ଲୀ,୪।୧: ତିନି ବର୍ଷ ପୂର୍ବେ ଟିମ୍‌ ଇଣ୍ଡିଆର ଅଧିନାୟକ ପଦ ଛାଡ଼ିଥିବା ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣିଥରେ ମଇଦାନରେ ନିଜର ପୁରୁଣା ଷ୍ଟାଇଲ୍‌ରେ ନଜର ଆସିଥିଲେ। ସିଡନୀ ଟେଷ୍ଟରୁ ରୋହିତ ଶର୍ମା ନିଜକୁ ଦୂରେଇ ନେଇଥିଲେ, ଏହାପରେ ଉପ ଅଧିନାୟକ…

ଧନଶ୍ରୀ ବର୍ମା କିଏ? ପେସାରେ ଡାକ୍ତର ସତ୍ତ୍ୱେ ନୃତ୍ୟ କରି ପାଇଥିଲେ ଖ୍ୟାତି, ଏବେ ଚହଲଙ୍କ ସହ ଛାଡ଼ପତ୍ରକୁ ନେଇ…

ନୂଆଦିଲ୍ଲୀ,୪।୧: ୨୦୨୦ରେ ବେଶ ଧୁମ୍‌ଧାମରେ ହୋଇଥିଲା ବିବାହ। ହେଲେ ଏବେ ବାଟ ହେବାକୁ ଯାଉଛି ଅଲଗା। ଆଧିକାରୀକ ଭାବେ କୌଣସି ଘୋଷଣା କରାଯାଇ ନ ଥିଲେ ହେଁ ସୋସିଆଲ ମିଡିଆରେ ପରସ୍ପରକୁ ଅନଫଲୋ କରିଛନ୍ତି କ୍ରିକେଟର ଯୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ…

ପତ୍ନୀ ଧନଶ୍ରୀଙ୍କ ସହ ଫଟୋ ଡିଲିଟ୍‌ କରି ଅନ୍‌ଫଲୋ କଲେ ଯୁଜବେନ୍ଦ୍ର, ସ୍ପଷ୍ଟ ହେଲା…

ନୂଆଦିଲ୍ଲୀ,୪।୧: ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼। କିଛିଦିନ ତଳେ ସେ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ଛାଡ଼ପତ୍ର ଦେଉଥିବା ଖବର ଚର୍ଚ୍ଚାରେ ରହିଥିଲା। ହେଲେ ଏଥିରେ ମୋହର ବାଜି ନ ଥିଲେ। ଏବେ କିନ୍ତୁ ଯେଉଁ ନୂଆ ସୂଚନା…

ଉଜୁଡିଗଲା ଚହଲ-ଧନଶ୍ରୀଙ୍କ ଘର! କପଲଙ୍କର ହେବ ଛାଡପତ୍ର, ଜାଣନ୍ତୁ କ’ଣ ଏହାର ସତ୍ୟତା

ନୂଆଦିଲ୍ଲୀ,୪।୧: କିଛି ଦିନ ପୂର୍ବରୁ ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ଛାଡପତ୍ର ଖବରକୁ ନେଇ ଭାରତୀୟ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବର୍ତ୍ତମାନ, ଚଳିତ ବର୍ଷ ଆରମ୍ଭ ସହିତ, ଅନ୍ୟ ଏକ ଦମ୍ପତିଙ୍କ ଅଲଗା ହେବାର…

ରିଷଭ ପନ୍ତ ବିସ୍ଫୋରକ ବ୍ୟାଟିଂ: ଭାରତ ୧୪୫ ରନରେ ଆଗୁଆ 

ସିଡନୀ,୪/୧: ବର୍ଡ଼ର- ଗାଭାସ୍କର ଟେଷ୍ଟ ସିରିଜର ଶେଷ ଟେଷ୍ଟର ଦ୍ବିତୀୟ ଦିନ ଖେଳ ଶେଷ ହୋଇଛି। ଭାରତ ଦ୍ୱିତୀୟ ଇନିଂସରେ ୬ ଉଇକେଟ୍ ହରାଇ ୧୪୧ ରନ୍ କରିଥିଲା। ପ୍ରଥମ ଇନିଂସ୍ ଆଧାରରେ ଟିମ୍ ଇଣ୍ଡିଆ ୪ ରନ୍ ର ଅଗ୍ରଣୀ…

୯୨ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି…ଯଶସ୍ୱୀ ଜୟସ୍ୱାଲ କଲେ ଏମିତି ରେକର୍ଡ

ସିଡନୀ,୪/୧:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ସିଡନୀରେ ଚାଲିଛି। ଏହି ମ୍ୟାଚ୍ ରେ ଯଶସ୍ୱୀ ଜୟସ୍ୱାଲ ଏକ ସ୍ୱତନ୍ତ୍ର ରେକର୍ଡ କରିଛନ୍ତି। ଭାରତ ୧୯୩୨ ମସିହାରୁ ଟେଷ୍ଟ ୍ କ୍ରିକେଟ୍…

ବୁମ୍‌ରାଙ୍କ ବିନା ଅଷ୍ଟ୍ରେଲିଆର ହୋଶ୍‌ ଉଡାଇଲା ଟିମ୍‌ ଇଣ୍ଡିଆ: ପ୍ରଥମ ଇନିଂସରେ ଆଗୁଆ

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫିର ଶେଷ ଟେଷ୍ଟର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ୧୮୧ ରନ ଅଲଆଉଟ୍‌ ହୋଇଯାଇଥିଲା। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ କରିବା ପରେ ଭାରତ ପ୍ରଥମ ଇନିଂସରେ ୧୮୫ ରନ ସଂଗ୍ରହ କରିଥିଲା। ଏହି ଦୃଷ୍ଟିରୁ…

ମ୍ୟାଚ୍‌ ମଝିରେ ହଠାତ୍‌ ମେଡିକାଲ ଗଲେ ବୁମ୍‌ରା: ଟିମ୍‌ ଇଣ୍ଡିଆର ବଢିଲା ସମସ୍ୟା

ସିଡନୀ,୪।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢୁଥିବା ପରି ମନେ ହେଉଛି। ଏହି ମ୍ୟାଚରେ ଦଳର ଅଧିନାୟକ ଥିବା ଜସପ୍ରୀତ ବୁମ୍‌ରା ହଠାତ୍‌ ପଡ଼ିଆ ଛାଡିଥିଲେ ଏବଂ ପ୍ରାୟ…

ଅଚାନକ ଅଧିନାୟକ ହୋଇଗଲେ ବିରାଟ କୋହଲି: ମ୍ୟାଚ୍‌ ମଝିରେ ନିଆଗଲା ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଉଛି। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ଅନେକ ଉତ୍ଥାନ-ପତନ ଦେଖାଯାଇଛି। ମ୍ୟାଚର ସବୁଠାରୁ ବଡ ପରିବର୍ତ୍ତନ ଅଧିନାୟକ ରୋହିତ ଶର୍ମାଙ୍କ ରୂପରେ ଦେଖିବାକୁ ମିଳିଥିଲା। ରୋହିତ…

ଗୋଟିଏ ଓଭରରେ ବଡ଼ କାରନାମା କଲେ ମହମ୍ମଦ ସିରାଜ୍‌

ସିଡନୀ,୪।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ସେ ଗୋଟିଏ ଓଭରରେ ଦୁଇ ଜଣ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରି ପଞ୍ଚମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ଦୃଢ ସ୍ଥିତିକୁ ନେବାରେ ସାହାଯ୍ୟ…

ଅବସରକୁ ନେଇ ଶେଷରେ ମୁହଁ ଖୋଲିଲେ ରୋହିତ ଶର୍ମା: କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ସିଡନୀ,୪।୧୨: ସିଡନୀ ଟେଷ୍ଟର ଦ୍ୱିତୀୟ ଦିନରେ ଅବସର ନେବା ଉପରେ ରୋହିତ ଶର୍ମା ମୁହଁ ଖୋଲିଛନ୍ତି। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ରୋହିତଙ୍କୁ ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟରୁ ଡ୍ରପ କରାଯାଇଥିଲା।ଏହା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri