ଖେଳ

ଲକ୍ଷ୍ନୌକୁ ଜିତାଇଲେ ପୁରନ୍‌-ମାର୍ଶ

ହାଇଦ୍ରାବାଦ,୨୭ା୩: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି) ୫ ଉଇକେଟରେ ସନରାଇଜର୍ସ ହାଇଦ୍ରବାଦ (ଏସ୍‌ଆରଏଚ୍‌)କୁ ପରାସ୍ତ କରିଛି। ଚଳିତ ସିଜନରେ ଏହା ଲକ୍ଷ୍ନୌର ପ୍ରଥମ ବିଜୟ। ହାଇଦ୍ରାବାଦର ୧୯୧ ରନ୍‌ର ଟାର୍ଗେଟକୁ…

IPL 2025: କିଏ ସେହି ପ୍ରିନ୍ସ ଯାଦବ? ଯାହାଙ୍କ ସାମ୍ନାରେ କ୍ଲିନ ବୋଲ୍ଡ ହେଲେ ଟ୍ରାଭିସ ହେଡ

ନୂଆଦିଲ୍ଲୀ,୨୭।୩: IPL ୨୦୨୫ରେ, ଅଜଣା ଖେଳାଳିମାନେ ସେମାନଙ୍କ ପ୍ରଦର୍ଶନ ସହିତ ନିଜର ଛାପ ସୃଷ୍ଟି କରୁଛନ୍ତି। ଏବେ ଏହି ତାଲିକାରେ ଦିଲ୍ଲୀର ପ୍ରିନ୍ସ ଯାଦବଙ୍କ ନାମ ମଧ୍ୟ ଯୋଡି ହୋଇଛି। ଘରୋଇ କ୍ରିକେଟରେ ନାମ କମାଇବା ପରେ, ପ୍ରିନ୍ସ ଏବେ ଲକ୍ଷ୍ନୌ…

ଭାରତୀୟ ଦଳର କୋଚିଂ ଷ୍ଟାଫ୍‌ରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୭ା୩: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଲାଗି ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସପୋର୍ଟ ଷ୍ଟାଫରେ କିଛି ବଡ଼ ପରିବର୍ତ୍ତନ କରାଯାଇପାରେ। ଏକ ଜାତୀୟ ହିନ୍ଦୀ ଖବରକାଗଜରେ ପ୍ରକାଶ ପାଇଥିବା ରିପୋର୍ଟ ମୁତାବକ, ସହାୟକ କୋଚ ଅଭିଷେକ ନାୟର…

WPLରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୨୭ା୩: ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌)ର ଗତ ୩ ବର୍ଷରେ ଜବରଦସ୍ତ ବୃଦ୍ଧି ଆସିଛି। କିନ୍ତୁ ଲିଗ୍‌ର ଦଳ ସଂଖ୍ୟାରେ ବୃଦ୍ଧି କରିବାକୁ ଏବେ କୌଣସି ଯୋଜନା ନ ଥିବା ଆଇପିଏଲ୍‌ ଚେୟାରମ୍ୟାନ ଅରୁନ ଧୁମାଲ କହିଛନ୍ତି। ବିସିସିଆଇ ସଭାପତି ରୋଜର…

ପୁଣି ଭାରତୀୟ ବକ୍ସିଂ ମହାସଂଘ ନିର୍ବାଚନ ବାତିଲ

ନୂଆଦିଲ୍ଲୀ,୨୭ା୩: ଆସନ୍ତା ୨୮ ତାରିଖରେ ଭାରତୀୟ ବକ୍ସିଂ ମହାସଂଘ (ବିଏଫ୍‌ଆଇ)ର ହେବାକୁଥିବା ନିର୍ବାଚନକୁ ବୁଧବାର ମହାସଂଘ ବାତିଲ କରିଦେଇଛି। ଇଲେକ୍ଟୋରାଲ କଲେଜରୁ ବାଦ୍‌ ଦିଆଯାଇଥିବା ନାମକୁ ପୁନଃ ସାମିଲ କରିବା ପାଇଁ ଦିଲ୍ଲୀ ଓ ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ…

କ୍ୟାଚ ସହଜ କରିବାକୁ ଅନନ୍ୟ କୌଶଳ ଆପଣାଇ ଚର୍ଚ୍ଚାରେ Quinton De Kock, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୭।୩: ବୁଧବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ କୋଲକାତା ନାଇଟ ରାଇଡର୍ସର ୱିକେଟକିପର କ୍ୱିଣ୍ଟନ ଡି କକ ତାଙ୍କର କ୍ରିକେଟ ଜ୍ଞାନର ଖୁବ ଭଲ ପ୍ରଦର୍ଶନ କରିଥିଲେ। ଏହି କାରଣରୁ, KKRର ୱିକେଟକିପରଙ୍କୁ ବହୁତ ପ୍ରଶଂସା କରାଯାଉଛି। ପ୍ରକୃତରେ, କ୍ୱିଣ୍ଟନ ଡି କକ…

ତୁର୍କି ସିରିଜରେ ନଜର ଆସିଲେ ବିରାଟ କୋହଲି? ଆଖିରୁ ଦାଢି ସବୁ ସମାନ, ଧୋକା ଖାଇଯିବ ଆଖି

ନୂଆଦିଲ୍ଲୀ,୨୭।୩: କୁହାଯାଏ ଯେ ବିଶ୍ୱରେ ସାତ ଜଣ ଲୋକ ଅଛନ୍ତି ଯେଉଁମାନଙ୍କର ମୁହଁ ସମାନ, କିନ୍ତୁ ଏହି ଲୋକମାନେ ମୁହାଁମୁହିଁ ହେବା ବହୁତ କମ। ବେଳେବେଳେ ବଲିଉଡ ସେଲିବ୍ରିଟିଙ୍କ ପରି କେତେକ ଚେହେରା ନଜରକୁ ଆସିଛି। ଏପର୍ଯ୍ୟନ୍ତ ସଲମାନ ଖାନ, ଆଲିଆ…

ମୋଦିଙ୍କ କଥା ରଖିଲେ ପୁଟିନ: ଭାରତ ଆସିବା ପୂର୍ବରୁ କହିଦେଲେ ଏମିତି କଥା

ନୂଆଦିଲ୍ଲୀ/ମସ୍କୋ,୨୭।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତବର୍ଷ ରୁଷିଆ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…

IPL 2025 ଲଜ୍ଜାଜନକ ରେକର୍ଡ ହାସଲ କଲେ ରିୟାନ ପରାଗ

ନୂଆଦିଲ୍ଲୀ,୨୭।୩: ରାଜସ୍ଥାନ ରୟାଲ୍ସ ପାଇଁ IPL 2025 ସିଜିନର ଆରମ୍ଭ ଭଲ ହୋଇନାହିଁ। ଏହି ଦଳକୁ ପ୍ରଥମ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହା ପରେ କୋଲକାତା ନାଇଟ ରାଇଡର୍ସ (KKR) ସେମାନଙ୍କୁ ପରାସ୍ତ…

IPLରୁ ମୋଟା ଅଙ୍କର ଟଙ୍କା ରୋଜଗାର କରୁଛନ୍ତି ସରକାର, ଜଣେ ଲେଖାଏ କ୍ରିକେଟରଙ୍କ ଠାରୁ ନେଉଛନ୍ତି ଏତେ ଟଙ୍କା

ନୂଆଦିଲ୍ଲୀ,୨୭।୩: ଆଇପିଏଲ ଅର୍ଥାତ ଇଣ୍ଡିଆନ ପ୍ରିମିୟର ଲିଗ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ପ୍ରସିଦ୍ଧ କ୍ରିକେଟ ଲିଗ୍‌। ପ୍ରତିବର୍ଷ ଆଇପିଏଲରେ କୋଟି କୋଟି ଟଙ୍କାର ଖେଳ ହୋଇଥାଏ। ଆଇପିଏଲ କେବଳ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ ଏହା ଏକ ବିଶାଳ…

କ’ଣ ନିଜର ପାଉଣା ଫେରାଇବେ ଗମ୍ଭୀର? ୩ କୋଟି ଟଙ୍କାକୁ ନେଇ ପ୍ରଶ୍ନ ଉଠାଇଲେ…

ନୂଆଦିଲ୍ଲୀ,୨୬।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଟିମ୍‌ ଇଣ୍ଡିଆକୁ ଚାମ୍ପିଅନ କରିବା ପରେ ବିସିସିଆଇ ଦଳକୁ ୫୮ କୋଟି ଟଙ୍କାର ପୁରସ୍କାର ଦେବାକୁ ଘୋଷଣା କରିଥିଲା। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କୁ ୩ କୋଟି ଟଙ୍କା ଦିଆଯିବ ବୋଲି ମଧ୍ୟ ଘୋଷଣା କରାଯାଇଥିଲା।…

ମନରେଗା ଯୋଜନାରେ ପଞ୍ଜିକୃତ ହେଲେ ମହମ୍ମଦ ଶାମିଙ୍କ ଭଉଣୀ, ଭିଣୋଇ: ରିପୋର୍ଟ

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ଭଉଣୀ ଏବଂ ଭିଣୋଇ କେନ୍ଦ୍ର ସରକାରଙ୍କ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅଧୀନରେ ପଞ୍ଜିକୃତ ହୋଇ ମଜୁରୀ ଗ୍ରହଣ କରିଥିବା ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?