ଖେଳ

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍‌ ଓ ଡବ୍ଲ୍ୟୁପିଏଲ୍‌(ଓମେନ୍ସ ପ୍ରିମିୟର ଲିଗ୍‌)ରେ ଦିଲ୍ଲୀ ଟିମ୍‌…

ଅଶ୍ୱିନଙ୍କ କ୍ୟାରିୟରର ସବୁଠୁ ଖରାପ ଦିନ, ପ୍ରଥମ ଥର ପାଇଁ ଘଟିଲା ଏଭଳି

ନୂଆଦିଲ୍ଲୀ,୧୮।୧୦: ଟିମ୍‌ ଇଣ୍ଡିଆର ଭେଟେରାନ ସ୍ପିନର ଆର୍‌. ଅଶ୍ୱିନଙ୍କ ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍‌ ସ୍ମରଣୀୟ ହୋଇ ରହିବ। କାରଣ ମ୍ୟାଚ୍‌ର ପ୍ରଥମ ଇନିଂସରେ ତାଙ୍କ ସହ ଏଭଳି କିଛି ଘଟିଛି ଯାହା ସେ କେବେ ସ୍ବପ୍ନରେ ବି…

ବଡ଼ ଗେମ୍‌ ଖେଳିବା ଯୋଜନାରେ କେ ଏଲ୍‌ ରାହୁଲ, ୧୩ ଦିନ ମଧ୍ୟରେ LSG ମାଲିକଙ୍କୁ ଲାଗିପାରେ ଝଟ୍‌କା

ନୂଆଦିଲ୍ଲୀ,୧୮।୧୦: ଆଇପିଏଲ୍‌ ୨୦୨୫ର ମେଗା ଅକ୍ସନ ପୂର୍ବରୁ ସବୁ ଟିମ୍‌ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କେଉଁ ଦଳ ପ୍ରଥମେ କାହାକୁ ରିଟେନ୍‌ କରିବେ ତାହାର ତାଲିକା କରିବା ଆରମ୍ଭ କରିଛନ୍ତି। ଏଥିଲାଗି ଅକ୍ଟୋବର ୩୧ ଯାଏ ସମୟ ଦିଆଯାଇଛି, ଯେଉଁଥିରୁ…

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ ଆଉଟ ହୋଇଥିଲେ। ଏହି ସମୟରେ, ଇଂଲଣ୍ଡର ଷ୍ଟାର ପେସର ଜୋଫ୍ରା ଆର୍ଚରଙ୍କ ଏକ ଟୁଇଟ…

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ଅନୁଷ୍ଠିତ ହୋଇପାରେ। ତଥାପି, ସ୍ଥାନ ବିଷୟରେ…

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏସସିଓ ବୈଠକ ପାଇଁ ପାକିସ୍ତାନ ଗସ୍ତରେ…

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ ଦ୍ୱିତୀୟ ଦିନରେ ଦଳ ମାତ୍ର ୪୬ ରନ୍‌ରେ ଅଲଆଉଟ ହୋଇଛି। ଭାରତୀୟ ପରିବେଶ ତଥା…

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ ଦିନରେ ନ୍ୟୁଜିଲାଣ୍ଡ ବୋଲରଙ୍କ ଯାଦୁ ଦେଖିବାକୁ ମିଳିଥିଲା। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ…

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ ଅନେକ ପରିବର୍ତ୍ତନ ହୋଇଛି। ଆଇପିଏଲ୍‌ ୨୦୨୫ର ମେଗା ନିଲାମ ପୂର୍ବରୁ ଏହି ପରିବର୍ତ୍ତନଗୁଡିକ ଘଟିଛି।…

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ କୋହଲି ଏହି ଉପଲବ୍ଧି ହାସଲ କରିଥିଲେ। ସେ ଭାରତ ପାଇଁ ସବୁଠାରୁ ଅଧିକ ଅନ୍ତର୍ଜାତୀୟ…

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ ଟିମ ଇଣ୍ଡିଆର ଏହା ସର୍ବନିମ୍ନ ସ୍କୋର। ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ…

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ ସମ୍ଭବ ହୋଇପାରି ନ ଥିଲା। ଦ୍ୱିତୀୟ ଦିନରେ ଟସ ଜିତି ବ୍ୟାଟିଂ କରିବାକୁ ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri