ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମଥର ଏମିତି ଅଲୋଡ଼ା ରେକର୍ଡ କଲା ଶ୍ରୀଲଙ୍କା
ନୂଆଦିଲ୍ଲୀ,୨୬।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଟି-୨୦ ବିଶ୍ୱକପ ୨୦୨୬ର ସୁପର ୮ ପର୍ଯ୍ୟାୟରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହୋଇଥିଲେ। ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଥିଲା। ଶ୍ରୀଲଙ୍କା ଏକ ଅତ୍ୟନ୍ତ ଲଜ୍ଜାଜନକ ରେକର୍ଡ ସ୍ଥାପନ କରିଥିଲା। ଟି-୨୦ ବିଶ୍ୱକପ ଇତିହାସରେ…
ଦକ୍ଷିଣ ଆଫ୍ରିକା-ୱେଷ୍ଟଇଣ୍ଡିଜ ମ୍ୟାଚ ଭାରତର ଭାଗ୍ୟ କିପରି ବଦଳାଇବ? କାହାର ବିଜୟ ଟିମ ଇଣ୍ଡିଆକୁ ଲାଭ ଦେବ ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୨: ଆଜି ଅର୍ଥାତ୍ ଗୁରୁବାର ୨୬ ଫେବୃଆରୀରେ ଅନୁଷ୍ଠିତ ହେବାକୁ ଥିବା ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଉପରେ ଭାରତର ଭାଗ୍ୟ ନିର୍ଭର କରିବ। ଯଦି ଭାରତ ସେମିଫାଇନାଲ ଖେଳିବାକୁ ଚାହେଁ, ତେବେ ତାକୁ ଦକ୍ଷିଣ ଆଫ୍ରିକା ଏବଂ…
ଶ୍ରୀଲଙ୍କା ହାରିବା ପରେ କାହିଁକି ଟେନସନରେ ପାକିସ୍ତାନ? ଜାଣନ୍ତୁ ଗ୍ରୁପ ୨ ସେମିଫାଇନାଲ ସମୀକରଣ
ନୂଆଦିଲ୍ଲୀ,୨୬।୨: ICC T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଶ୍ରୀଲଙ୍କାକୁ ୬୧ରନରେ ପରାସ୍ତ କରିଛି। ଏହି ପ୍ରଭାବଶାଳୀ ବିଜୟ ସହିତ, ନ୍ୟୁଜିଲ୍ୟାଣ୍ଡ ସେମିଫାଇନାଲ ଆଡକୁ ଏକ ବଡ଼ ପଦକ୍ଷେପ ନେଇଛି। ବୁଧବାର, ଫେବୃଆରୀ ୨୫ରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ…
ଶାହିନ ଆଫ୍ରିଦିଙ୍କୁ ନେଇ ଶ୍ୱଶୁର ଶାହିଦ ଆଫ୍ରିଦି କ’ଣ କହିଲେ? ଏବେ ହେଉଛି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୨୬।୨: ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦି ICC T20 ବିଶ୍ୱକପ ୨୦୨୬ ସମୟରେ ଖରାପ ଫର୍ମ ଦେଇ ଗତି କରୁଥିଲେ। ତାଙ୍କୁ ଟିମ ଇଣ୍ଡିଆ ବିପକ୍ଷରେ ମଧ୍ୟ ପ୍ରବଳ ଗାଳି କରାଯାଇଥିଲା। ଭାରତୀୟ ଦଳଠାରୁ ପରାଜୟ ପରେ, ପୂର୍ବତନ କିମ୍ବଦନ୍ତୀ…
କର ବା ମର ସ୍ଥିତିରେ ଭାରତ: ହାରିଲେ ଟି-୨୦ ବିଶ୍ୱକପ୍ରୁ ହେବ ବିଦା
ଚେନ୍ନାଇ,୨୫ା୨(ପି.ଟି.): ଚଳିତ ଟି୨୦ ବିଶ୍ୱକପ୍ର ସୁପର-୮ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଭାରତୀୟ ଦଳ ଗୁରୁବାର ଜିମ୍ବାଓ୍ବେକୁ ଭେଟିବାକୁ ଯାଉଛି। ଗତ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାଠାରୁ ବଡ଼ ପରାଜୟ ସମ୍ମୁଖୀନ ହୋଇଥିବା ଡିଫେଣ୍ଡିଂ ଚାମ୍ପିୟନ ଟିମ୍ ଇଣ୍ଡିଆକୁ ତା’ର ସେମିଫାଇନାଲ ଆଶା…
IND vs ZIM: ଭାରତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ, ଅଭିଷେକଙ୍କ ସ୍ଥାନରେ ସାମସନଙ୍କୁ ସୁଯୋଗ …
ନୂଆଦିଲ୍ଲୀ,୨୫।୨: ଜିମ୍ବାୱେ ବିପକ୍ଷ ସୁପର-୮ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ରଣନୀତିକୁ ନେଇ ବଡ଼ ସଙ୍କେତ ଦେଇଛନ୍ତି ବ୍ୟାଟିଂ କୋଚସିତାଂଶୁ କୋଟକ। ଖରାପ ଫର୍ମ ଦେଇ ଗତି କରୁଥିବା ଓପନର୍ ଅଭିଷେକ ଶର୍ମାଙ୍କୁ ସେ ସମର୍ଥନ କରିଥିଲେ ମଧ୍ୟ, ଦଳର ଆବଶ୍ୟକତା…
IND VS ZIM: ଭାରତ ଅବସ୍ଥା ଆମ ସହ ସମାନ, ମ୍ୟାଚ୍ ପୂର୍ବରୁ ଏଭଳି କହି ଚେତାବନୀ ଦେଲେ…
ନୂଆଦିଲ୍ଲୀ,୨୫।୨: ଟି-୨୦ ବିଶ୍ୱକପ୍ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଜିମ୍ବାୱେ ଅଲରାଉଣ୍ଡର ରୟାନ ବର୍ଲ ଏକ ବଡ଼ ବୟାନ ଦେଇଛନ୍ତି। ଭାରତୀୟ ମାଟିରେ ଭାରତ ବିରୋଧରେ ଖେଳିବା ଏକ ବଡ଼ ଆହ୍ବାନ ବୋଲି ସେ ସ୍ବୀକାର କରିଥିଲେ ମଧ୍ୟ, ଘରୋଇ ଦର୍ଶକଙ୍କ…
ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ
ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର କାରଣ ଥିଲା। ରିଙ୍କୁଙ୍କ ବାପା ଖାନ ଚାନ୍ଦ ସିଂ ଷ୍ଟେଜ୍-୪ ଲିଭର କ୍ୟାନସର…
ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ
ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ ଇଂଲଣ୍ଡ ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା ପ୍ରଥମ ଦଳ…
T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍ ରେସ୍ରୁ ପାକିସ୍ତାନ ବିଦା?
ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…
T20 World Cup 2026: ଟିମ୍ ଇଣ୍ଡିଆର ହାତ ଛାଡିଲେ ରିଙ୍କୁ ସିଂହ! ଅଚାନକ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୪।୨: ଟିମ ଇଣ୍ଡିଆର ଅଲରାଉଣ୍ଡର ରିଙ୍କୁ ସିଂହଙ୍କୁ ଅପ୍ରତ୍ୟାଶିତ ଭାବରେ ଘରକୁ ଫେରିବାକୁ ପଡିଛି। ସେ ଚେନ୍ନାଇରୁ ଫେରି ଆସିଛନ୍ତି। ରିଙ୍କୁ ସିଂହଙ୍କ ଫେରିବାର କାରଣ ପରିବାରର ଜରୁରୀକାଳୀନ ପରିସ୍ଥିତି ବୋଲି କୁହାଯାଉଛି। ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ସୁପର…
ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍ନର, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍ ନିଷ୍ପତ୍ତି ଦେଇ ଆଉଟ୍ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍ନର ଦୀର୍ଘ ୨୨ ବର୍ଷ ପରେ ନିଜ ଭୁଲ୍ ସ୍ବୀକାର କରିବା ସହ ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ…
Archives


