ଖେଳ

ଆଜିଠୁ ହକି ଇଣ୍ଡିଆ ଲିଗ୍‌

ଭୁବନେଶ୍ୱର, ୨୮।୧୨ (ତପନ ସ୍ବାଇଁ): ଦୀର୍ଘ ୭ ବର୍ଷ ପରେ ପ୍ରତ୍ୟାବର୍ତ୍ତନ କରୁଥିବା ହକି ଇଣ୍ଡିଆ ଲିଗ୍‌ (ଏଚ୍‌ଆଇଏଲ୍‌) ଶନିବାରଠାରୁ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଥିବାବେଳେ ଏବେ କେବଳ ହକି…

ଦଳରୁ ବାଦ୍‌ ପଡ଼ିବା ପରେ ଗିଲଙ୍କ ବଡ଼ ପଦକ୍ଷେପ, ସାଲ୍ୟୁଟ୍‌ କରୁଛନ୍ତି ପ୍ରଶଂସକ

ମେଲବର୍ନ,୨୭।୧୨: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍‌ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ସମାନ ସ୍ଥିତିରେ ଅଛନ୍ତି। ଏବେ ଉଭୟ ଟିମ୍‌ ମେଲବର୍ନ ଟେଷ୍ଟ ଜିତି ସିରିଜରେ ଆଗୁଆ ରହିବା ଉଦ୍ଦେଶ୍ୟରେ ମଇଦାନକୁ ଓହ୍ଲାଇଛନ୍ତି। ମେଲବର୍ନରେ ଚତୁର୍ଥ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ…

କୋହଲିଙ୍କ ପାଇଁ ମଞ୍ଜରେକରଙ୍କ ସହ ଝଗଡ଼ା କଲେ ଇରଫାନ ପଠାନ, LIVE  ଶୋ’ରେ ଜୋରଦାର କଥା କଟାକଟି,Video 

ନୂଆଦିଲ୍ଲୀ,୨୭।୧୨: ଆଜିକାଲି ଚର୍ଚ୍ଚାରେ ଅଛନ୍ତି ଟିମ୍‌ ଇଣ୍ଡିଆର ଭେଟେରାନ କ୍ରିକେଟର ବିରାଟ କୋହଲି। ପ୍ରଥମେ ଅଷ୍ଟ୍ରେଲିଆର ଡେବ୍ୟୁଟାଣ୍ଟ ସାମ୍‌ କନ୍‌ଷ୍ଟାସ୍‌ଙ୍କୁ ଧକ୍କା ମାରିବାକୁ ନେଇ ସେ ଆଲୋଚନାରେ ଥିବା ବେଳେ ଏବେ ଟିମ୍‌ ଇଣ୍ଡିଆ ଓପନର ଯଶସ୍ବୀ ଜୟସ୍ବାଲଙ୍କୁ ରନ୍‌ ଆଉଟ୍‌…

ସଚିନଙ୍କ ରେକର୍ଡ ଭାଙ୍ଗିଦେଲେ ଯଶସ୍ବୀ ଜୟସ୍ବାଲ

ମେଲବୋର୍ନ,୨୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ନ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ୪ ଉଇକେଟ ହରାଇ ୧୬୪ ରନ ସଂଗ୍ରହ କରିଛି। ଏହି ସମୟ ମଧ୍ୟରେ ଟିମ ଇଣ୍ଡିଆର ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ଏକ ଶକ୍ତିଶାଳୀ ଇନିଂସ ଖେଳିଥିଲେ। ସେ ୧୧୮…

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା ଆରମ୍ଭ କରିଥିଲା ଏବଂ ଷ୍ଟିଭ ସ୍ମିଥଙ୍କ ଶତକ ସହାୟତାରେ କଙ୍ଗାରୁ ଦଳ ଗତ ୪…

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ ପ୍ରଥମେ ବ୍ୟାଟିଂ କରି ଦୃଢ ପ୍ରଦର୍ଶନ କରିଛି। ପ୍ରଥମ ଦିନର ଖେଳରେ ଅଷ୍ଟ୍ରେଲିଆ ଦଳ…

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩ ଇନିଂସରେ ବିଫଳ ରହିଥିଲେ। କେବଳ ଏତିକି ନୁହେଁ ସମାନ ଢ଼ଙ୍ଗରେ ଆଉଟ୍‌ ହୋଇଥିଲେ। ଅଫ୍‌…

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯ ବର୍ଷୀୟ ସାମ କନଷ୍ଟାସ ଡେବ୍ୟୁ କରିଥିଲେ ଏବଂ ନିଜର ଶକ୍ତିଶାଳୀ ଖେଳ ପ୍ରଦର୍ଶନ କରିଥିଲେ।…

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା ହୋଇଥିଲା। ଏଥିପାଇଁ ଅମ୍ପାୟାରଙ୍କୁ ହସ୍ତକ୍ଷେପ କରିବାକୁ ଆଗକୁ ଆସିବାକୁ ପଡିଲା। ବର୍ତ୍ତମାନ ଆଇସିସି କନଷ୍ଟାସଙ୍କୁ…

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚଟି ଟେଷ୍ଟ ମ୍ୟାଚ ସିରିଜର ଏହା ଏକ ସ୍ବତନ୍ତ୍ର ଟେଷ୍ଟ ମ୍ୟାଚ।…

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର…

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅଷ୍ଟ୍ରେଲିଆ ଏହାର ପ୍ଲେ -୧୧ ଘୋଷଣା କରିସାରିଛି। ନାଥନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri