ଖେଳ

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ ଘୋଷଣା କରିଛନ୍ତି। ଦଳ ଅଧିନାୟକତ୍ୱ ଜୋସ ବଟଲରଙ୍କୁ ଦିଆଯାଇଛି। ବଟଲର ଜଣେ ଅଭିଜ୍ଞ ଖେଳାଳି…

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ ଲାଗିଛି। ରୋହିତ ଥ୍ରୋ ଡାଉନ ସ୍ପେଶାଲିଷ୍ଟଙ୍କ ସହିତ ଅଭ୍ୟାସ କରୁଥିଲେ, ଯେତେବେଳେ ବଲ ତାଙ୍କ…

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ ପୁରୁଷ ଦଳ ମଧ୍ୟ ଅଣ୍ଡର -୧୯ ଏସିଆ କପ୍‌ର ଫାଇନାଲରେ ପ୍ରବେଶ କରିଥିଲେ, କିନ୍ତୁ…

ଆପଣ କେରମ ବଲରେ ବୋଲ୍ଡ କରିଦେଲେ, ଆର ଅଶ୍ୱିନଙ୍କ ପାଇଁ ଏମିତି ଲେଖିଲେ ମୋଦି

ନୂଆଦିଲ୍ଲୀ,୨୨।୧୨: ବ୍ରିସବେନରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ ପରେ ଭାରତୀୟ ଦଳର ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିକଟରେ ଅବସର ନେଇଛନ୍ତି। ମ୍ୟାଚ ପରେ ଅଶ୍ୱିନ ସାମ୍ବାଦିକ ସମ୍ମିଳନୀକୁ ଆସି କହିଥିଲେ ଯେ ସେ ଅନ୍ତର୍ଜାତୀୟ କ୍ରିକେଟ ସହିତ…

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ ବହନ କରୁଛି। ଏହାକୁ ଦୃଷ୍ଟିରେ ରଖି ଟିମ୍‌ ଇଣ୍ଡିଆର ଖେଳାଳିମାନେ ନେଟ୍ସରେ କଠିନ ପରିଶ୍ରମ…

୨୩ ଫେବୃଆରୀରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ!, ମାର୍ଚ୍ଚରେ ଫାଇନାଲ

ନୂଆଦିଲ୍ଲୀ,୨୨।୧୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ବିଷୟରେ ବର୍ତ୍ତମାନ ବିଶ୍ୱ କ୍ରିକେଟ ରେ ଏକ ଆଲୋଚନା ହେଉଛି । ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଦୁଇ ମାସରୁ କମ ସମୟ ବାକି ଅଛି, କିନ୍ତୁ ଏହାର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଘୋଷଣା ହୋଇନାହିଁ…

ଅଶ୍ୱିନଙ୍କ ସନ୍ନ୍ୟାସକୁ ନେଇ ଆସିଲା ପତ୍ନୀଙ୍କ ପ୍ରଥମ ପ୍ରତିକ୍ରିୟା, ଲେଖିଲେ ପ୍ରେମ ଚିଠି…

ନୂଆଦିଲ୍ଲୀ,୨୧।୧୨: ନିକଟରେ ଟିମ ଇଣ୍ଡିଆର ମହାନ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଶ୍ୱିନଙ୍କ ହଠାତ ଅବସର ନିଷ୍ପତ୍ତି ଅନେକଙ୍କୁ ଚକିତ କରିଛି। ତେବେ ଦେଶ ତଥା ବିଶ୍ୱର ସମସ୍ତ ଭେଟେରାନ ତାଙ୍କୁ ଅବସର ନେଇ ଅଭିନନ୍ଦନ…

ପୁଣି ବିବାଦରେ ବିରାଟଙ୍କ ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ 8 କମ୍ୟୁନ୍‌’, ବଡ଼ ଅବହେଳା ଯୋଗୁ ମିଳିଲା ନୋଟିସ୍‌

ବେଙ୍ଗାଲୁରୁ,୨୧।୧୨: ଅଷ୍ଟ୍ରେଲିଆ ଖବରଦାତାଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ଥିବା ଭାରତୀୟ କ୍ରିକେଟର ବିରାଟ କୋହଲି ବିବାଦ ଘେରକୁ ଆସିଛନ୍ତି। ବେଙ୍ଗାଲୁରୁରେ ଥିବା ତାଙ୍କର ପ୍ରସିଦ୍ଧ ରେଷ୍ଟୁରାଣ୍ଟ ‘ଓ୍ବାନ୍‌ ୮ କମ୍ୟୁନ୍‌’କୁ ନଗର ନିଗମ ତରଫରୁ ନିୟମ ଉଲ୍ଲଂଘନ କରିବା…

ସାର୍ ଜାଡେଜାମଙ୍କ ସାମ୍ବାଦିକ ସମ୍ମିଳନୀକୁ ନେଇ ବିବାଦ…ରାଗରେ ନିଆଁବାଣ ଆଷ୍ଟ୍ରେଲିଆ ସାମ୍ବାଦିକ

ନୂଆଦିଲ୍ଲୀ,୨୧।୧୨: ଭାରତୀୟ କ୍ରିକେଟ୍ ଟିମ୍ ଏବେ ଅଷ୍ଟ୍ରେଲିଆ ଗସ୍ତରେ ରହିଛି। ଏଠାରେ ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ପର୍ଥରେ ଖେଳାଯାଇଥିଲା ଯାହା ଭାରତ ୨୯୫ ରନରେ ବିଜୟ ହାସଲ…

ପୂର୍ବତନ କ୍ରିକେଟର୍‌ ରବିନ ଉଥପ୍ପାଙ୍କ ନାଁରେ ଗିରଫ ପରୱାନା, EPFO ଟଙ୍କା ହେରଫେର କରିଥିବା ଅଭିଯୋଗ

ନୂଆଦିଲ୍ଲୀ, ୨୧।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ବିରୋଧରେ ଗିରଫ ପରୱାନା ଜାରି କରାଯାଇଛି। ଉଥପ୍ପାଙ୍କ ଉପରେ EPFO ଟଙ୍କା ଘୋଟାଲା କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ୨୩ ଲକ୍ଷ ଟଙ୍କା ଠକେଇ କରିଥିବା…

ହୋଇଗଲା ଫାଇନାଲ! କୋହଲି ନୁହେଁ ଏହି ହେବେ ଆରସିବିର ଅଧିନାୟକ, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୧।୧୨: ଇଣ୍ଡିଆନ ପ୍ରିମିୟର ଲିଗ ଅର୍ଥାତ୍‌ ଆଇପିଏଲ ୨୦୨୫ ର ୧୮ ତମ ସିଜନ୍‌ ପାଇଁ ବିଗୁଲ ବାଜିଛି। ସମସ୍ତ ଦଳ ଆଗାମୀ ସିଜନ ପାଇଁ ପ୍ରସ୍ତୁତ ହୋଇଛନ୍ତି। ତଥାପି, ଏପରି କିଛି ଦଳ ଅଛନ୍ତି ଯେଉଁମାନେ ଏ ପର୍ଯ୍ୟନ୍ତ…

ଜୟ ଶାହାଙ୍କ ଉତ୍ତରାଧିକାରୀ କିଏ? ସାମ୍ନାକୁ ଆସିଲା ନାଁ!

ନୂଆଦିଲ୍ଲୀ,୨୧।୧୨: ୨୦୨୪ ଡିସେମ୍ବର ୧ରେ ଜୟ ଶାହା ନୂତନ ଆଇସିସି ଚେୟାରମ୍ୟାନ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ, ସେବେଠାରୁ ବିସିସିଆଇ ସଚିବ ପଦ ଖାଲି ପଡିଛି। କିଛି ସପ୍ତାହ ପୂର୍ବରୁ ବିସିସିଆଇ ପ୍ରେସିଡେଣ୍ଟ ରୋଜର ବିନି ଦେବଜିତ୍‌ ସୌକିଆଙ୍କୁ ମଧ୍ୟବର୍ତ୍ତୀକାଳୀନ ସଚିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri