ଖେଳ

IPL 2025: ଘୋଷଣା ହେଲା ଅମ୍ପାୟାର୍ସଙ୍କ ଟିମ୍‌, ୭ ଜଣ ନୂଆ ବ୍ୟକ୍ତିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୧।୩: BCCI IPL ୨୦୨୫ ପାଇଁ ଅମ୍ପାୟାରଙ୍କ ଦଳ ଘୋଷଣା କରିଛି। ଏହି ଦଳରେ ସାତ ଜଣ ନୂଆ ଭାରତୀୟ ଅମ୍ପାୟାରଙ୍କୁ ସାମିଲ କରାଯାଇଛି, ଯେଉଁମାନେ ପ୍ରଥମ ଥର ପାଇଁ ଆଇପିଏଲରେ ଅମ୍ପାୟାରିଂ କରୁଥିବାର ଦେଖାଯିବେ। ସେହିପରି ଅଭିଜ୍ଞ ଅମ୍ପାୟାର କୁମାର…

ସ୍ତ୍ରୀଙ୍କୁ ଛାଡପତ୍ରବେଳେ ଦେଲେ ୪.୭୫ କୋଟି ଟଙ୍କା: ଜାଣନ୍ତୁ ଚହଲଙ୍କ ମୋଟ ସମ୍ପତ୍ତି କେତେ

ମୁମ୍ବାଇ,୨୧।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଆଇନଗତ ଭାବରେ ଅଲଗା ହୋଇଯାଇଛନ୍ତି। ବାନ୍ଦ୍ରା ଫ୍ୟାମିଲି କୋର୍ଟ ଉଭୟଙ୍କ ଛାଡପତ୍ର ଆବେଦନକୁ ମଞ୍ଜୁର କରିଛନ୍ତି। ଚହଲଙ୍କ ଓକିଲ ନୀତିନ କୁମାର ଗୁପ୍ତା…

IPLରେ ଏମିତି ରେକର୍ଡ କରିଛନ୍ତି ବିରାଟ କୋହଲି, ଯାହା ଆଜି ପର୍ଯ୍ୟନ୍ତ କେହି କରିପାରିନାହାନ୍ତି

ନୂଆଦିଲ୍ଲୀ,୨୧।୩: ଗତ ଦଶନ୍ଧିରେ ବିରାଟ କୋହଲି ଆଇପିଏଲ ଏବଂ ଅନ୍ତର୍ଜାତୀୟ କ୍ରିକେଟରେ ଏପରି ବ୍ୟାଟିଂ କରିଛନ୍ତି ଯାହା ବହୁତ କମ ଦେଖାଯାଏ। ତାଙ୍କ ରେକର୍ଡ ବୁକରେ କିଛି ବଡ଼ ରେକର୍ଡ ଅଛି ଏବଂ ତାଙ୍କୁ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନଙ୍କ ମଧ୍ୟରୁ ଜଣେ…

IPL 2025 ଉଦଘାଟନୀ ମ୍ୟାଚ୍ ବାତିଲ ହେବାର ସମ୍ଭାବନା, ଛାଇଲା ବର୍ଷାର କଳା ବାଦଲ

କୋଲକାତା,୨୧ା୩: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଡିଫେଣ୍ଡିଂ ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ଶନିବାର ସିଜିନ୍ ର ପ୍ରଥମ ମୁକାବିଲାରେ ବିରାଟ କୋହଲିଙ୍କ ଅଭିନୀତ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସହିତ ମୁକାବିଲା କରିବାକୁ ଯାଉଛି। ଉଦଘାଟନୀ ସମାରୋହର ପ୍ରଦର୍ଶନ ମଧ୍ୟ ସୂଚୀବଦ୍ଧ…

୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କଲା ଭାରତ

ନୂଆଦିଲ୍ଲୀ, ୨୧ା୩: କ୍ରୀଡା ମନ୍ତ୍ରଣାଳୟ ସୂତ୍ର ଅନୁଯାୟୀ, ଭାରତ ୨୦ ମାର୍ଚ୍ଚ, ଗୁରୁବାର ଅହମ୍ମଦାବାଦ ସହରରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆୟୋଜନ ପାଇଁ ବିଡ୍ ଦାଖଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତରେ ୨୦୩୬ ଗ୍ରୀଷ୍ମକାଳୀନ କ୍ରୀଡ଼ା ଆୟୋଜନ କରିବାକୁ ଚାହିଁଥିବାରୁ…

କ୍ୟାପ୍ଟେନ୍ସ ମିଟ୍‌ରେ ହେଲା ବଡ଼ ନିଷ୍ପତ୍ତି: ଓଭର ହାର ଲାଗି ଅଧିନାୟକଙ୍କୁ…

ନୂଆଦିଲ୍ଲୀ,୨୦ା୩: ଆଇପିଏଲ୍‌ରେ ଓଭର ହାର ଅପରାଧ ଲାଗି ଅଧିନାୟକଙ୍କୁ ବ୍ୟନ୍‌ କରାଯିବ ନାହିଁ। ଏହା ବଦଳରେ ଡିମେରିଟ ପଏଣ୍ଟ ଦିଆଯିବ। ଗୁରୁବାର ଅନୁଷ୍ଠିତ କ୍ୟାପ୍ଟେନ୍ସ ମିଟ୍‌ରେ ଏହି ନିଷ୍ପତ୍ତି ନିଆଯାଇଛି। ୨୦୨୪ ସଂସ୍କରଣରେ ତୃତୀୟ ଓଭର ହାର ଅପରାଧ ଲାଗି ମୁମ୍ବାଇ…

ଡବ୍ଲ୍ୟୁଟିସିରେ ଲାଗୁ ହୋଇପାରେ ନୂଆ ବୋନସ ପଏଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୨୦ା୩: ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ର ୨୦୨୫-୨୭ ସାଇକେଲରେ ଏକ ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଲାଗୁ କରାଯାଇପାରେ। ଯାହାଫଳରେ ଉଚ୍ଚ ର଼୍ୟାଙ୍କଧାରୀ ଦଳ ବିପକ୍ଷରେ ବିଜୟ ଲାଗି ଅତିରିକ୍ତ ପଏଣ୍ଟ ପ୍ରଦାନ କରାଯିବ। ଏହି ନୂଆ ବୋନସ ପଏଣ୍ଟ ବ୍ୟବସ୍ଥା ଉପରେ…

ବକ୍ସିଂ ମହାସଂଘ: ଅନୁରାଗଙ୍କ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର

ଶିମ୍‌ଳା,୨୦ା୩: ହିମାଚଳ ପ୍ରଦେଶ ହାଇକୋର୍ଟଙ୍କ ରହିତାଦେଶ ପରେ ପୂର୍ବତନ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଭାରତ ବକ୍ସିଂ ମହାସଂଘ (ବିଏଫ୍‌ଆଇ) ସଭାପତି ପାଇଁ ନିର୍ବାଚନ ଲଢ଼ିବା ଲାଗି ପଥ ପରିଷ୍କାର ହୋଇଛି। କୋର୍ଟ ଆହୁରି ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟସୀମା ବୃଦ୍ଧି କରିବା…

ଭାରତରେ ହେବ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌

ନୂଆଦିଲ୍ଲୀ,୨୦ା୩: ଖୁସି ଖବର। ଭାରତ ଏସିଆନ ସୁଇମିଂ ଚାମ୍ପିୟନଶିପ୍‌ର ୧୧ଶ ସଂସ୍କରଣର ଆୟୋଜକ ହୋଇଛି। ଏହି ଇଭେଣ୍ଟ ଅହମ୍ମଦାବାଦସ୍ଥିତ ନାରଣପୁର ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଅକ୍ଟୋବର ୧ରୁ ୧୫ ପର୍ଯ୍ୟନ୍ତ ହେବ। ଜାତୀୟ ମହାସଂଘ ତରଫରୁ ଗୁରୁବାର ଏହା ଘୋଷଣା କରାଯାଇଛି। ଦେଶରେ…

IPL 2025 କାର୍ଯ୍ୟସୂଚୀରେ ହେଲା ପରିବର୍ତ୍ତନ, କୋଲକାତା-ଲକ୍ଷ୍ନୌ ମ୍ୟାଚର ସ୍ଥାନ ହୋଇଛି ପରିବର୍ତ୍ତନ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୦।୩: ଏପ୍ରିଲ ୬ରେ ହେବାକୁ ଥିବା କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ (LSG) ମଧ୍ୟରେ ମ୍ୟାଚ ଏବେ କୋଲକାତା ପରିବର୍ତ୍ତେ ଗୁଆହାଟୀରେ ଅନୁଷ୍ଠିତ ହେବ। ରାମନବମୀକୁ ନେଇ କୋଲକାତା ପୋଲିସ ସେହି ଦିନ ମ୍ୟାଚ ପାଇଁ ପର୍ଯ୍ୟାପ୍ତ…

ସାକିବଙ୍କୁ ବଡ଼ ଆସ୍ବସ୍ତି

ଢାକା,୨୦ା୩:: ବାଂଲାଦେଶର ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କୁ ସନ୍ଦେହଜନକ ବୋଲିଂ ଆକ୍ସନରୁ ମୁକ୍ତ କରାଯାଇଛି। ସେ ଏବେ ଅନ୍ତର୍ଜାତୀୟ ଦିନିକିଆ ଓ ବିଶ୍ୱର ବିଭିନ୍ନ ଲିଗରେ ବାମହାତୀ ସ୍ପିନ ବୋଲିଂ କରିପାରିବେ। ଉଭୟ ଟେଷ୍ଟ ଓ ଟି୨୦ ଫର୍ମାଟରୁ ଅବସର…

ମାହିଙ୍କୁ ନେଇ ବଡ଼ ବୟାନ ଦେଲେ Zaheer Khan

ନୂଆଦିଲ୍ଲୀ,୨୦।୩: ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଜାହିର ଖାନ IPL-୨୦୨୫ରେ ଲକ୍ଷ୍ନୌ ସୁପରଜିଆଣ୍ଟସର ପରାମର୍ଶଦାତା। ସେ ନିକଟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏପରି କିଛି କହିଥିଲେ ଯାହା ଫ୍ରାଞ୍ଚାଇଜ ମାଲିକମାନଙ୍କୁ ଆଘାତ ଦେବ। ଏମଏସ ଧୋନିଙ୍କ ନାମ ନେଇ ସେ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?