ଖେଳ

୪୫ ବର୍ଷ ପରେ ୨୦୨୪ରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଭାରତ

ନୂଆଦିଲ୍ଲୀ,୧୯।୧୨: ୨୦୨୪ ବର୍ଷ ଭାରତୀୟ କ୍ରିକେଟ ପାଇଁ ଏପରି ଉତ୍ଥାନ-ପତନ ଆଣିଥିଲା, ଯାହା ପ୍ରଶଂସକମାନେ ଭୁଲିଯିବା କଷ୍ଟକର। ଯଦିଓ ଭାରତୀୟ ଦଳ ଚଳିତ ବର୍ଷ ଟି-୨୦ ବିଶ୍ୱକପ ଜିତିଛି, ତେବେ ଇତିହାସରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡକୁ ମଧ୍ୟ ଟେଷ୍ଟ ସିରିଜ…

ନ୍ୟୁଜିଲାଣ୍ଡକୁ ମିଳିଲା ଦିନିକିଆ-ଟି୨୦ର ନୂଆ ଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ମିଚେଲ ସାଣ୍ଟନରଙ୍କୁ ଆଧିକାରୀକ ଭାବେ ନ୍ୟୁଜିଲାଣ୍ଡର ହ୍ବାଇଟ୍‌ ବଲ୍‌ ଟିମ୍‌ର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ସେ କେନ୍‌ ଓ୍ବିଲିୟମସନଙ୍କ ସ୍ଥାନ ନେବେ, ଯିଏ କି ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜରେ ଟି୨୦ ବିଶ୍ୱକପ୍‌ରୁ ଦଳ ବାହାର ହେବା ପରେ ପଦ…

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କ ଜୀବନ ବଦଳାଇଦେଲେ ସେହ୍ବାଗ, ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୧୮।୧୨: ୨୦୧୯ ଫେବୃଆରୀ ୧୪ରେ ପୁଲଓ୍ବାମାରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କ ବସ୍‌କୁ ଉଡାଇ ଦେଇଥିଲେ। ଏଥିରେ ୪୦ ଯବାନ ଶହୀଦ ହୋଇଥିଲେ। ଉକ୍ତ ଯବାନଙ୍କ ମଧ୍ୟରେ ଜଣେ ବିଜୟ ସୋରେଙ୍ଗ ଥିଲେ।ଏବେ ତାଙ୍କ ପୁଅ ରାହୁଲ ସୋରେଙ୍ଗଙ୍କୁ ବିରେନ୍ଦ୍ର ସେହ୍ବାଗ ପ୍ରତିଭାବାନ…

ଅଶ୍ୱିନଙ୍କ ସନ୍ନ୍ୟାସ ଘୋଷଣାର ସମୟକୁ ନେଇ ପ୍ରଶ୍ନ ଉଠାଇଲେ ଗାଭାସ୍କର, କହିଦେଲେ ଏମିତି

ବ୍ରିସବେନ,୧୮।୧୨: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ନିଜ ସମୟର ଭେଟେରାନ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ରବିଚନ୍ଦ୍ରନ ଅଶ୍ୱିନଙ୍କ ଅବସର ଘୋଷଣା ନେଇ ପ୍ରଶ୍ନ ଉଠାଇଛନ୍ତି। ବିଶେଷକରି ସନ୍ନ୍ୟାସ ନେବାର ସମୟକୁ ସେ ଆଲୋଚନା କରିଛନ୍ତି। ଅଶ୍ୱିନ ଟେଷ୍ଟ ସିରିଜ ଶେଷ…

ତୁମେମାନେ ମୋତେ ମାରିଦେବ…ଅଶ୍ୱିନଙ୍କ ଅବସର ପରେ ଏମିତି କାହିଁକି କହିଲେ ରୋହିତ?

ନୂଆଦିଲ୍ଲୀ,୧୮।୧୨: ଗାବା ଟେଷ୍ଟ ଡ୍ର’ ହେବା ପରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଦେଇଛନ୍ତି। ଏହା ପରେ ସେ ଅଧିନାୟକ ରୋହିତ ଶର୍ମାଙ୍କ ସହ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏଥିରେ ରୋହିତ ଏଭଳି…

ଇମୋଶନାଲ୍‌ ହେଲେ କୋହଲି, ଅଶ୍ୱିନଙ୍କୁ ନେଇ କହିଦେଲେ ଏମିତି କଥା

ନୂଆଦିଲ୍ଳୀ,୧୮।୧୨: ଗାବାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ ପରେ ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରିଛନ୍ତି। ଅଶ୍ୱିନ ଆଉ ଅନ୍ତର୍ଜାତୀୟ କ୍ରିକେଟରେ ଖେଳିବେ ନାହିଁ। ଅବସର ନେବା ପୂର୍ବରୁ ବିରାଟ କୋହଲିଙ୍କ ସହ ଏକ ଫଟୋ ଭାଇରାଲ…

ବର୍ଷା ବିଗାଡିଦେଳା ଖେଳ: ଗାବା ଟେଷ୍ଟ ଡ୍ର’

ବ୍ରିସବେନ,୧୮।୧୨: ବ୍ରିସବେନର ଗାବା ଠାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଡ୍ର ହୋଇଥିଲା। ଅଷ୍ଟ୍ରେଲିଆ ଜିତିବା ପାଇଁ ଭାରତକୁ ୨୭୫ ରନର ଲକ୍ଷ୍ୟ ଦେଇଥିଲା। କିନ୍ତୁ ମ୍ୟାଚର ପଞ୍ଚମ ଦିନରେ ଚା’ ବିରତି ପରେ…

୭୬୫ ଉଇକେଟ୍‌, ୪୩୯୪ ରନ୍‌..ଅଶ୍ୱିନଙ୍କ ୧୪ ବର୍ଷ କ୍ରିକେଟ୍‌ କ୍ୟାରିୟର୍‌ ଥିଲା ଏମିତି

ନୂଆଦିଲ୍ଲୀ,୧୮।୧୨: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବର୍ଷା ଯୋଗୁ ଭାରତ ବନାମ ଅଷ୍ଟ୍ରେଲିଆ ବ୍ରିସବେନ ଟେଷ୍ଟକୁ ଡ୍ର ଘୋଷଣା କରାଯାଇଛି। ମ୍ୟାଚ ଡ୍ର ଘୋଷିତ ହେବା ପରେ ଅଶ୍ୱିନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି,…

ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଲେ ଅଶ୍ୱିନ୍‌, ଗାବା ଟେଷ୍ଟ ପରେ କଲେ ଘୋଷଣା

ନୂଆଦିଲ୍ଲୀ,୧୮।୧୨: ଟିମ ଇଣ୍ଡିଆର ଭେଟେରାନ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରିଛନ୍ତି। ତାଙ୍କୁ ଆଉ ଅନ୍ତର୍ଜାତୀୟ କ୍ରିକେଟରେ ଦେଖିବାକୁ ମିଳିବ ନାହିଁ। ଦ ଗାବାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚ ପରେ ଅଶ୍ୱିନ ଏହି ଘୋଷଣା…

୧୨ ବଲ୍‌ରେ ୩୪ ରନ୍‌ର ଥିଲା ଆବଶ୍ୟକତା, ୧ ଓଭରରେ ଖେଳ ଶେଷ କରିଦେଲେ ବ୍ୟାଟ୍ସମ୍ୟାନ୍‌!

ନୂଆଦିଲ୍ଲୀ,୧୭।୧୨: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ବିଗ୍‌ ବ୍ୟାଶ୍‌ ଲିଗ୍‌ ୨୦୨୪-୨୫ରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଛି। ସିଜନର ତୃତୀୟ ମ୍ୟାଚ୍‌ ସିଡନୀ ଥଣ୍ଡର୍ସ ଏବଂ ଆଡିଲେଡ୍‌ ଷ୍ଟାଇକର୍ସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚ୍‌ ସିଡନୀ ଥଣ୍ଡର୍ସ ୨ ଉଇକେଟରେ ଜିତି ନେଇଛି। ମ୍ୟାଚ୍‌ରେ…

ବିଦ୍ରୋହ କରିଦେଲ ପୃଥ୍ୱୀ ଶ’, ଦଳରୁ ବାଦ ପଡିବା ପରେ ରାଗରେ ନିଆଁ…

ନୂଆଦିଲ୍ଲୀ,୧୭।୧୨: ଭାରତୀୟ ଦଳର ଷ୍ଟାର ଓପନର ପୃଥ୍ୱୀ ଶ’ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ମୁମ୍ବାଇ ଦଳରୁ ବାଦ ପଡ଼ିବା ପରେ ଏଥର ସେ କଡା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିସିସିଆଇର ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାର ଟ୍ରଫି ୨୧ ଡିସେମ୍ବରରୁ ୧୮…

ଅବସର ନେବେ ରୋହିତ ଶର୍ମା! ଆଉଟ ହେଲା ପରେ ଦେଲେ ଏପରି ସଂକେତ

ନୂଆଦିଲ୍ଲୀ,୧୭।୧୨: ଟି-୨୦ ବିଶ୍ୱକପ ପରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ବର୍ତମାନ ଚାଲିଥିବା ବର୍ଡ଼ର-ଗାଭାସ୍କର ଟ୍ରଫିରେ ମଧ୍ୟ ରୋହିତଙ୍କ ବ୍ୟାଟ ଶାନ୍ତ ରହିଛି। ଏହାରି ମଧ୍ୟରେ ମଙ୍ଗଳବାର ରୋହିତ ଗାବା ଟେଷ୍ଟରେ ଏପରି କିଛି କରିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri