ଖେଳ

ଅଗରକର ଚୟନ କମିଟି ଚେୟାରମ୍ୟାନ୍‌

ନୂଆଦିଲ୍ଲୀ, ୫ା୭(ପି.ଟି.):ପୂର୍ବତନ ଭାରତୀୟ କ୍ରିକେଟର ତଥା ଅଲରାଉଣ୍ଡର ଅଜିତ୍‌ ଅଗରକରଙ୍କୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଭାବରେ ନିଯୁକ୍ତି ମିଳିଛି। ଆଇପିଏଲ ଫ୍ରାଞ୍ଚାଇଜି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ର ସହକାରୀ କୋଚ୍‌ ରହିଥିବା ଅଗରକର ଗୁରୁବାର ଇସ୍ତଫା ପ୍ରଦାନ କରିବା ପରେ...

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ: ସିନ୍ଧୁ ୧୫କୁ ଖସିଲେ

ନୂଆଦିଲ୍ଲୀ, ୫ା୭(ପି.ଟି.): ସଦ୍ୟ ପ୍ରକାଶିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଡବଲ ଅଲିମ୍ପିକ ପଦକ ବିଜେତା ପି. ଭି. ସିନ୍ଧୁ ୩ ସ୍ଥାନ ତଳକୁ ଖସି ୧୫ତମ ସ୍ଥାନରେ ରହିଛନ୍ତି। ସିନ୍ଧୁ ଚଳିତବର୍ଷ ଏପ୍ରିଲରେ ଏଲିଟ୍‌ ଟପ୍‌ ୧୦ରୁ ବାଦ୍‌...

ଉପଅଧିନାୟିକା ରହିଲେ ଦୀପ୍‌ଗ୍ରେସ୍‌

ନୂଆଦିଲ୍ଲୀ, ୫ା୭ (ପି.ଟି.): ୟୁରୋପ ଗସ୍ତ ପାଇଁ ୨୦ ଜଣିଆ ମହିଳା ହକି ଦଳ ଘୋଷଣା କରିଛି ହକି ଇଣ୍ଡିଆ। ଏହି ଦଳ ପ୍ରଥମେ ଜର୍ମାନୀରେ ମ୍ୟାଚ୍‌ ଖେଳିବା ସହିତ ସ୍ପେନ୍‌ରେ ଏକ ଚତୁଃରାଷ୍ଟ୍ରୀୟ ଟି୨୦ ଟୁର୍ନାମେଣ୍ଟ ଖେଳିବ। ଉଭୟ...

‘ଦକ୍ଷତାକୁ ପରଖି ପରିଶ୍ରମ କଲେ ସଫଳତା ମିଳିଥାଏ’

ରାଉରକେଲା,୫ା୭(ଦିନେଶ ମିଶ୍ର): ”ବାପା କହୁଥିଲେ ମୁଁ କ୍ୟାଣ୍ଟିନ ଚଳାଇ ତୁମମାନଙ୍କୁ ପୋଷିବି ା ତୁ ରାଜ୍ୟ ଓ ଦେଶ ପାଇଁ ଯେଉଁ ଦିନ ଖେଳିବୁ ସେ ଦିନ ମୋ ସ୍ବପ୍ନ ପୂରଣ ହେବ। ବାପା ଦେଖିଥିବା ସ୍ବପ୍ନକୁ ମୁଁ ସାକାର...

ରୋଜର ଫେଡେରରଙ୍କୁ ଷ୍ଟାଣ୍ଡିଂ ଓଭେଶନ

ଓ୍ବିମ୍ବେଲଡନ୍‌, ୫ା୭(ପି.ଟି.): ଓ୍ବିମ୍ବେଲଡନ୍‌ ଇତିହାସର ସଫଳତମ ଖେଳାଳି ରୋଜର ଫେଡେରରଙ୍କୁ ମିଳିଛି ଷ୍ଟାଣ୍ଡିଂ ଓଭେଶନ। ଅବସର ପରେ ପ୍ରଥମ ଥର ପାଇଁ ମ୍ୟାଚ୍‌ ଦେଖିବାକୁ ଅଲ ଇଂଲଣ୍ଡ ଟେନିସ୍‌ କ୍ଲବରେ ପହଞ୍ଚିଥିଲେ ଫେଡେରର। ସେ ପହଞ୍ଚିବା କ୍ଷଣି ସମସ୍ତ ଦର୍ଶକ...

ଦ୍ୱିତୀୟ ରାଉଣ୍ଡରେ ଅଲକାରାଜ, ରିବାକିନା

ଓ୍ବିମ୍ବେଲଡନ୍‌, ୫ା୭ (ପି.ଟି.): ସର୍ବପୁରାତନ ଟେନିସ୍‌ ଗ୍ରାଣ୍ଡସ୍ଲାମ ଓ୍ବିମ୍ବେଲଡନ୍‌ର ଦ୍ୱିତୀୟ ଦିନରେ ବର୍ଷା କାରଣରୁ ଏକାଧିକ ମ୍ୟାଚ୍‌ ବାଧାପ୍ରାପ୍ତ ହୋଇଛି। ତେବେ ପୁରୁଷ ଟପ୍‌ ସିଡ୍‌ ଖେଳାଳି କାର୍ଲୋସ୍‌ ଅଲକାରାଜ ଗାର୍ଫିଆ, ଜାନିକ୍‌ ସିନ୍ନର ଓ ମହିଳା ସିଙ୍ଗଲ୍ସରେ ଡିଫେଣ୍ଡିଂ...

ଭାରତ ଚାମ୍ପିୟନ

ବେଙ୍ଗାଲୁରୁ,୫।୭: ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ର ୧୪ତମ ସଂସ୍କରଣରେ ଭାରତ ଚାମ୍ପିୟନ ହୋଇଛି। ମଙ୍ଗଳବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଭାରତ ପେନାଲ୍ଟି ଶୁଟ୍‌ ଆଉଟ ୫-୪ ଗୋଲରେ କୁଏଟ୍‌କୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ଖେଳ ୧-୧ ଗୋଲରେ ବରାବର...

ରାଉରକେଲା, ଭଦ୍ରକ ବିଜୟୀ

ଭୁବନେଶ୍ୱର, ୫।୭(ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ (ଫେଜ୍‌-୨)ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ରାଉରକେଲା ଓ ଭଦ୍ରକ ଦଳ ବିଜୟ ହାସଲ କରିଛି। କଟକର ରେଭେନ୍ସା ଗ୍ରାଉଣ୍ଡ-୨ରେ ଅନୁଷ୍ଠିତ ମ୍ୟାଚରେ...

ଜିମ୍ବାଓ୍ବେକୁ ଏଲିମିନେଟ୍‌ କଲା ସ୍କଟଲାଣ୍ଡ

ବୁଲାଓ୍ବାୟୋ, ୫।୭: ୨୦୧୮ ପରି ଏଥର ମଧ୍ୟ ଜିମ୍ବାଓ୍ବେର ଦିନିକିଆ କ୍ରିକେଟ ବିଶ୍ୱକପ ଖେଳିବା ଆଶା ଧୂଳିସାତ ହୋଇଛି। ଦୁଇଟି ଯାକ ବିଶ୍ୱକପ କ୍ୱାଲିଫାୟର୍ସରେ ଦଳ ସମାନ ଦଶା ଭୋଗିଛି। ୨୦୧୮ରେ ଶେଷ ୨ଟି ମ୍ୟାଚରୁ ଦଳ ଯୋଗ୍ୟତା ଅର୍ଜନ...

ଆଇସିସି ବିଶ୍ୱକପ ୨୦୨୩ : ଜିମ୍ବାଓ୍ବେର ଖେଳିବା ଆଶା କଷ୍ଟକର…

ହାରାରେ,୪।୭ : ଆଇସିସି ବିଶ୍ୱକପ ୨୦୨୩ ରେ ସ୍ଥାନ ପାଇବା ପାଇଁ ଖେଳାଯାଇଥିବା ଯୋଗ୍ୟତା ପର୍ଯ୍ୟାୟରେ ଜିମ୍ବାୱେର ଆଶା ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍କଟଲାଣ୍ଡ ବିପକ୍ଷରେ ପରାଜୟ ସହିତ ଭାରତରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପରେ ସ୍ଥାନ...

ଭାରତ-କୁଏଟ୍‌ ଟକ୍କର

ବେଙ୍ଗାଲୁରୁ,୪।୭: ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ମଙ୍ଗଳବାର ଚଳିତ ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ର ଫାଇନାଲ ଭାରତ ଓ କୁଏଟ୍‌ ମଧ୍ୟରେ ଅନୁଷ୍ଠିତ ହେବ। ଦୁଇଟି ଯାକ ଦଳ ଫର୍ମରେ ଥିବାରୁ ମୁକାବିଲା ସଂଘର୍ଷପୂର୍ଣ୍ଣ ହେବା ଆଶା ରହିଛି। ଭାରତ ଟୁର୍ନାମେଣ୍ଟର...

ଓ୍ବିମ୍ବେଲଡନକୁ ଫେରିଲେ ରୁଷିଆ, ବେଲାରୁଷ ଖେଳାଳି

ଓ୍ବିମ୍ବେଲଡନ (ଇଂଲଣ୍ଡ), ୪ା୭ (ଏପି): ୟୁକ୍ରେନ୍‌ରେ ଯୁଦ୍ଧ ଜାରି ରହିଛି। ରୁଷିଆ ଓ ଏହାର ସହଯୋଗୀ ରାଷ୍ଟ୍ର ବେଲାରୁଷର ଖେଳାଳିମାନେ କିନ୍ତୁ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାକୁ ବର୍ଷକ ପରେ ଫେରିଛନ୍ତି। ୟୁକ୍ରେନ୍‌ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ଅଲ୍‌ ଇଂଲଣ୍ଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri