ଖେଳ

IPL Record: ପରାଜୟ ପରେ ବି ଇତିହାସ ରଚିଲା RCB, ଭାଙ୍ଗିଲା CSKର ବଡ଼ ରେକର୍ଡ

ନୂଆଦିଲ୍ଲୀ,୮।୫: ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ହାତରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯ ରନରେ ପରାଜୟ ବରଣ କରିଥିଲା। ଏହି ବର୍ଷା ପ୍ରଭାବିତ ପ୍ରତିଯୋଗିତାରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରି 19 ଓଭରରେ ମୋଟ 209 ରନ…

IPL 2026 ରେ ହନି-ଟ୍ରାପ ସହ ମ୍ୟାଚ ଫିକ୍ସିଂର ବିପଦ: ଆକ୍ସନ ମୋଡରେ BCCI, ଜାରି କଲା ଗାଇଡଲାଇନ

ନୂଆଦିଲ୍ଲୀ,୮।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ଅଧାରୁ ଅଧିକ ଶେଷ ହୋଇସାରିଛି। ଏହା ମଧ୍ୟରେ, ଟୁର୍ଣ୍ଣାମେଣ୍ଟ ସମୟରେ କିଛି ଘଟଣା ଘଟିଛି ଯାହା BCCIର ଚିନ୍ତାକୁ ବଢ଼ାଇ ଦେଇଛି। ଫଳସ୍ବରୂପ, ବୋର୍ଡ ତୁରନ୍ତ ଖେଳାଳି ଏବଂ ଦଳ ମାଲିକଙ୍କ ପାଇଁ…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବୀଶା ସେଟ୍ଟି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଷ୍ଟାର…

ମାତ୍ର ୩୬ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଲେ ଏହି ଭାରତୀୟ କ୍ରିକେଟର୍‌ : ଖେଳିଥିଲେ IPL

ଚଣ୍ଡିଗଡ,୭।୫: ପୂର୍ବତନ ପଞ୍ଜାବ କ୍ରିକେଟର ଅମନପ୍ରୀତ ସିଂହ ଗିଲଙ୍କ ୩୬ ବର୍ଷ ବୟସରେ ଚଣ୍ଡିଗଡ଼ରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଘରୋଇ କ୍ରିକେଟ ଜଗତରେ ଶୋକର ଛାୟା ଖେଳିଛି। ସେ ଜଣେ ମିଡିୟମ ପେସର ବୋଲର ଥିଲେ। ଗିଲ ଭାରତର ଅନେକ…

ଆଜିଠୁ ଗଞ୍ଜାମରେ ୭ମ ରାଜ୍ୟସ୍ତରୀୟ ଓ୍ବାକୋ ଓଡ଼ିଶା କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌

ଗଞ୍ଜାମ,୭ା୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର୍‌ ଷ୍ଟାଡିୟମରେ ଆସନ୍ତା ମେ’ ୭ରୁ ୭ମ ଓ୍ବାକୋ ଓଡ଼ିଶା ଷ୍ଟେଟ୍‌ କିକ୍‌ ବକ୍ସିଂ ଚାମ୍ପିୟନଶିପ୍‌ ଆରମ୍ଭ ହେବାକୁ ଯାଉଛି। ଆମେଚର ଗଞ୍ଜାମ ଜିଲା କିକ୍‌ ବକ୍ସିଂ ଆସୋସିଏଶନ ପକ୍ଷରୁ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ ରଜତ ପାଟିଦାରଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରୁ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ ଜବରଦସ୍ତ ଫର୍ମ ସହ ଫେରିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟସ ବିପକ୍ଷ ମ୍ୟାଚରେ ରୋହିତଙ୍କ…

ମୁମ୍ବାଇ ଇଣ୍ଡିଆନ୍ସ ଛାଡି ଏହି ଦଳରେ ସାମିଲ ହେବେ ହାର୍ଦ୍ଦିକ ପାଣ୍ଡ୍ୟା! ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୬।୫: ମୁମ୍ବାଇ ଇଣ୍ଡିଆନ୍ସ IPL ୨୦୨୬ ପ୍ଲେଅଫ ଦୌଡ଼ରୁ ପ୍ରାୟ ବାହାର ହୋଇଗଲାଣି। ଯଦିଓ ବାକି ଚାରୋଟି ମ୍ୟାଚ ଜିତିଲେ ବି ସେମାନେ କେବଳ ୧୪ ପଏଣ୍ଟ ପାଇପାରିବେ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ MIର ପ୍ରଦର୍ଶନ ଭଲ ହୋଇନାହିଁ। ଏହି ସମୟରେ…

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ ସଫଳତାର ସହିତ ଟି୨୦ ବିଶ୍ୱକପ୍‌ ଟାଇଟଲ ବଜାୟ ରଖିବା ସହ ରେକର୍ଡ ତୃତୀୟଥର…

ଟିକେଟ ଲାଗି ୫ କୋଟି ଦାବି କରୁଥିଲା ଟିଏମ୍‌ସି, ସାଙ୍ଘାତିକ ଅଭିଯୋଗ ଆଣିଲେ ଏହି ପୂର୍ବତନ କ୍ରିକେଟର

କୋଲକାତା,୫ା୫: ୫ କୋଟି ଟଙ୍କା ନ ଦେବାରୁ ହାଓ୍ବରାର ଶିବପୁର ନିର୍ବାଚନ ମଣ୍ଡଳୀରୁ ମୋତେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଟିକେଟ ଦେବାକୁ ମନା କରିଥିଲା। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ପରେ ଭାରତର ପୂର୍ବତନ କ୍ରିକେଟର ତଥା ବିଦାୟୀ ବିଧାୟକ…

ଖେଳାଳିଙ୍କ ଗର୍ଲଫ୍ରେଣ୍ଡ ପାଇଁ ବିସିସିଆଇ ଆଣିବ କଡ଼ା ଗାଇଡ୍‌ଲାଇନ

ମୁମ୍ୱାଇ,୫ା୫: ଚଳିତ ଆଇପିଏଲ୍‌ରେ କିଛି ନିର୍ଦ୍ଦିଷ୍ଟ ଖେଳାଳି ସେମାନଙ୍କ ଗର୍ଲଫ୍ରେଣ୍ଡ ସହ ସର୍ୱସାଧାରଣରେ ନଜର ଆସିବା ଘଟଣା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ କ୍ଷୁବ୍ଧ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା, ଯଶସ୍ୱୀ ଜୟସ୍ୱାଲ, ଇଶାନ କିଶନ, ଅର୍ଶଦୀପ ସିଂଙ୍କ ଭଳି କିଛି…

ଚୌକା-ଛକା ବର୍ଷା କଲେ ରୋହିତ ଶର୍ମା: ରଚିଲେ ଇତିହାସ

ନୂଆଦିଲ୍ଲୀ,୫।୫: ରୋହିତ ଶର୍ମା କ୍ରମାଗତ ପାଞ୍ଚଟି ମ୍ୟାଚ ପାଇଁ ବାହାରେ ଥିଲେ। ଦଳକୁ ଫେରିବା ପରେ ସେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ସେ ଆଇପିଏଲ ଇତିହାସରେ ଲକ୍ଷ୍ନୌ ବିପକ୍ଷରେ ତାଙ୍କର ଦ୍ରୁତତମ ଅର୍ଦ୍ଧଶତକ ମାରିଥିଲେ। ସୋମବାର ଖେଳାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri