ଖେଳ

ଅନ୍ତର୍ଜାତୀୟ ମ୍ୟାଚ୍‌ ସମୟରେ ନିଆରା ଦୃଶ୍ୟ: ଲଞ୍ଚ୍‌ବେଳେ ପଡ଼ିଆ ଭିତରେ ପଶି କ୍ରିକେଟ୍‌ ଖେଳିଲେ ଦର୍ଶକ

ଖ୍ରୀଷ୍ଟଚର୍ଚ୍ଚ,୨୮।୧୧: ଇଂଲଣ୍ଡ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ଟେଷ୍ଟ ଖ୍ରୀଷ୍ଟଚର୍ଚ୍ଚର ହାଗଲି ଓଭାଲରେ ଖେଳାଯାଉଛି। ମ୍ୟାଚର ଗୋଟିଏ ଦିନ ସମାପ୍ତ ହୋଇଛି, ଏହା…

ମାତ୍ର ୧୮ ବଲ୍‌ରେ ଜିତିଗଲେ T20 ମ୍ୟାଚ୍‌, ୧୦ ରନ୍‌ ବି ଛୁଇଁ ପାରିଲେ ନାହିଁ କୌଣସି ଖେଳାଳି

ନୂଆଦିଲ୍ଲୀ,୨୭।୧୧: ଭାରତର ଘରୋଇ କ୍ରିକେଟରେ ଏବେ ସୈୟଦ ମୁସ୍ତାକ ଅଲୀ ଟୁର୍ନାମେଣ୍ଟ ୨୦୨୪ ଖେଳାଯାଉଛି। ୩୮ ଟିମ୍‌ ମଧ୍ୟରେ ଖେଳାଯାଉଥିବା ଏହି ଟୁର୍ନାମେଣ୍ଟରେ ଅଜବ କ୍ରିକେଟ ଦେଖିବାକୁ ମିଳିଛି। ଅରୁଣାଚଳ ପ୍ରଦେଶ ଏବଂ ଜମ୍ମୁ କଶ୍ମୀର ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌୍‌ରେ ଉଭୟ…

ଆଡିଲେଡ୍‌ରେ ଡେବ୍ୟୁ କରିବେ ଟିମ୍‌ ଇଣ୍ଡିଆର ୫ ଖେଳାଳି! ରୋହିତଙ୍କ ଅଧିନାୟକତ୍ୱରେ ଦେଖିବାକୁ ମିଳିବ ନିଆରା ଦୃଶ୍ୟ…

ନୂଆଦିଲ୍ଲୀ,୨୭।୧୧: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ ଆଡିଲେଡ୍‌ରେ ଖେଳାଯିବ। ଏହା ଏକ ଦିବାରାତ୍ର ମ୍ୟାଚ୍‌ ରହିବ। ଡିସେମ୍ବର ୬ରୁ ଏହି ମୁକାବିଲା ଆରମ୍ଭ ହେବ। ଏମିତିରେ ଦଳର ଏକାଦଶରେ ସେତେଟା ପରିବର୍ତ୍ତନ ଦେଖାଯାଇ ନ ପାରେ ବୋଲି କୁହାଯାଉଛି। ହେଲେ ଅତି…

ବିଶ୍ୱର ନମ୍ବର-୧ ବୋଲର୍‌ ହେଲେ ଜଶପ୍ରୀତ ବୁମ୍‌ରା

ନୂଆଦିଲ୍ଲୀ,୨୭।୧୧: ଅଷ୍ଟ୍ରେଲିଆ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ହଇଚଇ ସୃଷ୍ଟି କରିଥିବା ଭାରତର ତାରକା ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଟେଷ୍ଟ କ୍ରିକେଟରେ ବିଶ୍ୱର ୧ ନମ୍ବର ବୋଲର ହୋଇଛନ୍ତି। ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ…

ଟ୍ରୋଲିଂ ହେବା ଦେଖି ଦୁଃଖ ଲାଗୁଛି: ଭାବପ୍ରବଣ ହୋଇ ଏମିତି କହିଦେଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ,୨୭।୧୧: ଆଇପିଏଲ ୨୦୨୫ ମେଗା ନିଲାମ ପାଇଁ ପୃଥ୍ବୀ ଶ’ତାଙ୍କର ମୂଳ ମୂଲ୍ୟ ୭୫ ଲକ୍ଷ ଟଙ୍କା ରଖିଥିଲେ। କିନ୍ତୁ ସେ ମେଗା ନିଲାମରେ ବିକ୍ରି ହୋଇ ନ ଥିଲେ। ବିକ୍ରି ହୋଇ ନ ଥିବାରୁ ସେ ଭାବପ୍ରବର ହୋଇପଡ଼ିଛନ୍ତି। ସେ…

ବଜରଙ୍ଗ ପୁନିଆ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୨୭ା୧୧ (ପି.ଟି.): ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ୍‌ ଏଜେନ୍ସି (ନାଡା) ରେସଲର ବଜରଙ୍ଗ ପୁନିଆଙ୍କୁ ୪ବର୍ଷ ବାସନ୍ଦ କରିଛି। ମାର୍ଚ୍ଚ ୧୦ରେ ଜାତୀୟ ଦଳ ପାଇଁ ଚୟନ ବେଳେ ହୋଇଥିବା ଡୋପ୍‌ ଟେଷ୍ଟ ପାଇଁ ସେ ନମୁନା ଦେବାକୁ ମନା କରିଦେଇଥିଲେ।…

ହଠାତ୍‌ ଦଳକୁ ଛାଡି ଭାରତ ଫେରିଆସିଲେ ଗୌତମ ଗମ୍ଭୀର: ଜାଣନ୍ତୁ କାହିଁକି

ପର୍ଥ,୨୬ା୧୧(ପି.ଟି.): ବର୍ଡର-ଗାଭାସ୍କର ସିରିଜର ପ୍ରଥମ ମ୍ୟାଚରେ ବିଜୟୀ ଭାରତୀୟ ଦଳର କୋଚ୍‌ ଗୌତମ ଗମ୍ଭୀର ଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଘରେ ଜରୁରୀ ପରସ୍ଥିତି କାରଣରୁ ଗମ୍ଭୀର ଭାରତ ଫେରିଥିବା ବେଳେ ଆଡିଲେଡ୍‌ରେ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ସେ ଅଷ୍ଟ୍ରେଲିଆ ପ୍ରତ୍ୟାବର୍ତ୍ତନ କରିବେ…

ପ୍ରଥମ ଟେଷ୍ଟ ଜିତିବା ସତ୍ତ୍ୱେ ଚିନ୍ତାରେ ଭାରତ: ରୋହିତ ଫେରିବା ପରେ…

ନୂଆଦିଲ୍ଲୀ,୨୭ା୧୧(ପି.ଟି.): ଭାରତୀୟ ଟେଷ୍ଟ ଦଳର ଅଧିନାୟକ ରୋହିତ ଶର୍ମା ଆଡିଲେଡରେ ଖେଳାଯିବାକୁ ଥିବା ବର୍ଡର ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ ପାଇଁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଭାରତୀୟ ଦଳର ବ୍ୟାଟିଂ କ୍ରମକୁ ନେଇ ଚିନ୍ତା ବଢିଛି। ଚୂଡାନ୍ତ ଏକାଦଶରେ ଯୁବ ଦେବଦତ୍ତ…

ଆଇପିଏଲ୍‌ ୨୦୨୫ ଖେଳିପାରିବେ ପୃଥ୍ବୀ? କରିବାକୁ ହେବ ଏହି କାମ…

ନୂଆଦିଲ୍ଲୀ,୨୬।୧୧: ଦିନ ଥିଲା କ୍ରିକେଟର ପୃଥ୍ବୀ ଶ’ଙ୍କ ତୁଳନା ସଚିନ ତେନ୍ଦୁଲକର-ବିରେନ୍ଦ୍ର ସେହ୍ବାଗଙ୍କ ସହ କରାଯାଉଥିଲା। ଲୋକେ ତାଙ୍କ ଖେଳରେ ବ୍ରାଏନ ଲାରାଙ୍କୁ ଦେଖୁଥିଲେ। ହେଲେ ଏବେ କ୍ରିକେଟରେ ତାଙ୍କ ଅବସ୍ଥା ନ କହିବା ଭଲ। ଆଇପିଏଲ୍‌ ୨୦୨୫ ଅକ୍ସନରେ ତାଙ୍କୁ…

ଗୁଳି ମାରିବାକୁ ନିର୍ଦ୍ଦେଶ ଦେଲେ PCB ଅଧ୍ୟକ୍ଷ, ପାକିସ୍ତାନରେ ବଢ଼ିଲା ଉତ୍ତେଜନା; ଚାମ୍ପିଅନ୍ସ ଟ୍ରଫି ଉପରେ କଳା ବାଦଲ

ଇସଲାମାବାଦ,୨୬।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବ। ଏହାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାରତ ସରକାର ପାକିସ୍ତାନରେ ସୁରକ୍ଷାକୁ ନେଇ ବିପଦ ଦର୍ଶାଇ ଟିମ୍‌ ଇଣ୍ଡିଆକୁ ପଠାଇବାକୁ ମନା କରିଦେଇଛନ୍ତି। ଅପରପକ୍ଷେ ପାକିସ୍ତାନୀ ବୋର୍ଡ ଟୁର୍ନାମେଣ୍ଟର ହାଇବ୍ରିଡ…

ଆଇପିଏଲ୍‌ ଅକ୍ସନରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ଟିମ୍‌ କିଭଳି ହୁଅନ୍ତି ମାଲାମାଲ୍‌, ବିସିସିଆଇକୁ କେତେ ମିଳେ? ଜାଣନ୍ତୁ… 

ନୂଆଦିଲ୍ଲୀ,୨୬।୧୧: ଦୁନିଆର ସବୁଠୁ ଦାମୀ କ୍ରିକେଟ ଲିଗ୍‌ ଆଇପିଏଲ୍‌ ୨୦୨୫ ମାର୍ଚ୍ଚ ୧୪ରୁ ଆରମ୍ଭ ହେବ । ନିକଟରେ ଏହାର ମେଗା ଅକ୍ସନ ସମାପ୍ତ ହୋଇଛି। ଆଇପିଏଲ୍‌ ଇତିହାସରେ ସବୁଠାରୁ ମହଙ୍ଗା ନିଲାମରେ ୧୦ ଟିମ୍‌ ମୋଟ ୬୩୯.୧୫ କୋଟି ଟଙ୍କା…

୧୮ ବର୍ଷୀୟ ନେଟ୍‌ ବୋଲର୍‌ଙ୍କ ଉପରେ କୋଟି କୋଟି ଟଙ୍କା ବର୍ଷା କଲା ମୁମ୍ବାଇ ଇଣ୍ଡିଆନ୍ସ

ନୂଆଦିଲ୍ଲୀ,୨୬।୧୧: ଆଇପିଏଲ ୨୦୨୫ ମେଗା ନିଲାମରେ ମୁମ୍ବାଇ ଇଣ୍ଡିଆନ୍ସ ଏକ ବଡ ନିଷ୍ପତ୍ତି ନେଇଛି। ମୁମ୍ବାଇ ଆଫଗାନିସ୍ତାନର ଆଲ୍ଲା ଗଜାନଫର କିଣିଛି। ତାଙ୍କୁ ମାତ୍ର ୧୮ ବର୍ଷ ବୟସ। ଗଜାନଫରକୁ ମୁମ୍ବାଇ ୪.୮୦ କୋଟିରେ କିଣିଛି। ତାଙ୍କର ମୂଳ ମୂଲ୍ୟ ୭୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri