ଖେଳ

ହିଟ୍‌ଲରଙ୍କୁ ବି ମୁହଁତୋଡ ଜବାବ ଦେଇଥିଲେ ଧ୍ୟାନଚାନ୍ଦ

ଆଜି ହେଉଛି ଜାତୀୟ କ୍ରୀଡା ଦିବସ। ୧୯୦୫ ମସିହା, ଅଗଷ୍ଟ ୨୯ରେ ଆହ୍ଲାବାଦର ପ୍ରୟାଗଠାରେ ହକିର ଯାଦୁଗର ଓ କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଜନ୍ମ ଦିନକୁ ପ୍ରତିବର୍ଷ ଜାତୀୟ କ୍ରୀଡା ଦିବସ…

ଭାରତୀୟ କ୍ରୀଡ଼ାର ଅଲିମ୍ପିକ୍ସ ଯାତ୍ରା

ଗତ ଅଗଷ୍ଟ ୧୧ରେ ସମାପ୍ତ ହୋଇଛି ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ସମାରୋହ ୩୩ତମ ଅଲିମ୍ପିକ କ୍ରୀଡ଼ା। ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ ସହରରେ ତୃତୀୟ ଥର ପାଇଁ ଆୟୋଜିତ ହୋଇଥିବା ଏହି ଅଲିମ୍ପିକ୍ସରେ ଭାରତର ୧୧୭ଜଣ କ୍ରୀଡ଼ାବିତ୍‌ ୧୬ଟି କ୍ରୀଡ଼ା ଶୃଙ୍ଖଳାର ୬୯ଟି…

କ୍ରୀଡ଼ା ଓ ଜାତୀୟତା

କ୍ରୀଡ଼ାର ମହାକୁମ୍ଭ ଆଧୁନିକ ଅଲିମ୍ପିକ୍‌ କ୍ରୀଡ଼ା ଗତ ଜୁଲାଇ ୨୬ରୁ ଆରମ୍ଭ ହୋଇ ଅଗଷ୍ଟ ୧୧ରେ ଉଦ୍‌ଯାପିତ ହୋଇଯାଇଛି। ଦୀର୍ଘ ୧୦୦ ବର୍ଷ ପରେ ପ୍ୟାରିସ୍‌ରେ ଆୟୋଜିତ ହୋଇଛି ଏହି ଅଲିମ୍ପିକ୍ସ। ଫ୍ରାନ୍ସବାସୀ ତୃତୀୟ ଥର ବିଶ୍ୱର ପ୍ରମୁଖ କ୍ରୀଡ଼ାବିତ୍‌ମାନଙ୍କୁ ଆତିଥ୍ୟ…

ଆଇସିସିର ଚେୟାରମ୍ୟାନ ଭାବେ କୋଟି କୋଟି ଟଙ୍କା ଦରମା ପାଇବେ ପାଇବେ ଜୟ ଶାହା, ନିଜ ନାଁରେ କରିବେ ଏହି ରେକର୍ଡ

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ ବୋର୍ଡର ସଚିବ ଜୟ ଶାହାଙ୍କ ଆନ୍ତର୍ଜାତୀୟ କ୍ରିକେଟ ଜଗତରେ ଦବ୍‌ ଦବା ବୃଦ୍ଧି ପାଇଛି। ଦେଶର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପୁଅ ଜୟ ଶାହା ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ବା ଆଇସିସିରେ ତାଙ୍କୁ ବଡ଼ ଦାୟିତ୍ୱ ମିଳିଛି।…

ବଡ଼ ରେକର୍ଡ କଲେ ଅମିତ ଶାହାଙ୍କ ପୁଅ: ସର୍ବକନିଷ୍ଠ ଭାବେ…

ନୂଆଦିଲ୍ଲୀ,୨୮ା୮(ପି.ଟି.):ଖେଳପ୍ରତି ଅବଦାନକୁ ନେଇ ଭାରତୀୟ କ୍ରିକେଟ ପ୍ରଶାସକଙ୍କ ମୂଲ୍ୟାଙ୍କନ କରାଯାଇଥାଏ। ମାତ୍ର ଏ ସବୁର ଅଭାବ ସତ୍ତ୍ୱେ ଜୟ ଶାହା ପ୍ରଥମେ ଜାତୀୟ ଓ ଏବେ ଅନ୍ତର୍ଜାତୀୟ ପାଓ୍ବାର କରିଡରରେ ନିଜପାଇଁ ସୁଯୋଗ ସୃଷ୍ଟି କରିଛନ୍ତି। ମାତ୍ର ୩୫ ବର୍ଷ ବୟସରେ…

ବିଗ୍‌ବାସ୍‌ ଖେଳିବେ ମନ୍ଧାନା

ଆଡିଲେଡ୍‌,୨୮ା୮(ପି.ଟି.): ଭାରତୀୟ ମହିଳା କ୍ରିକେଟ ଦଳର ତାରକା ଓପନର ସ୍ମୃତି ମନ୍ଧାନା ଶେଷରେ ମହିଳା ବିଗ୍‌ବାସ ଟି୨୦ ଲିଗ୍‌ ଖେଳିବାକୁ ଯାଉଛନ୍ତି। ମଙ୍ଗଳବାର ଆଡିଲେଡ ଷ୍ଟ୍ରାଇକର୍ସ ସହିତ ମନ୍ଧାନା ଚୁକ୍ତି କରିଥିବା ଜଣାପଡିଛି। ଦୀର୍ଘ ବର୍ଷ ଧରି ମନ୍ଧାନାଙ୍କୁ ସାଇନ୍‌ କରିବା…

କିଶୋର, ଲାଜରୁସ୍‌ ପାଇବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୨୮।୮ (ତପନ ସ୍ବାଇଁ): ଓଡ଼ିଶାର ଜାଭେଲିନ୍‌ ଥ୍ରୋ ତାରକା କିଶୋର ଜେନା ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ‘ଆଥଲେଟ୍‌ ଅଫ୍‌ ଦି ଇୟର’ ବର୍ଗରେ ସେ ଏହି ପୁରସ୍କାର ପାଇବେ। ସେହିପରି…

ଆଜିଠୁ ପାରାଲିମ୍ପିକ୍ସ:୫୪୯ ପଦକ, ୪୪୦୦ ଆଥଲେଟ୍‌

ପ୍ୟାରିସ୍‌,୨୮ା୮(ପି.ଟି.):ପ୍ୟାରିସ୍‌ ୨୦୨୪ ପାରାଲିମ୍ପିକ୍ସ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୨୮ରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ଏହି କ୍ରୀଡା ମହାକୁମ୍ଭ ଆୟୋଜିତ ହେବ। ପ୍ୟାରିସ୍‌ରେ ୧୧ଦିନ ବ୍ୟାପୀ ହେବାକୁ ଥିବା ଏହି ଇଭେଣ୍ଟରେ ୨୨ଟି କ୍ରୀଡ଼ା ବର୍ଗର ସମୁଦାୟ ୫୪୯ ପଦକ…

ନିର୍ଦ୍ବନ୍ଦରେ ଆଇସିସି ଅଧ୍ୟକ୍ଷ ନିର୍ବାଚିତ ହେଲେ ଜୟ ଶାହା

ନୂଆଦିଲ୍ଲୀ,୨୭।୮: ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ୩୫ ବର୍ଷ ବୟସରେ ଆଇସିସିର ସର୍ବକନିଷ୍ଠ ଚେୟରମ୍ୟାନ୍‌ ହେବାର ରେକର୍ଡ କରିଛନ୍ତି। କ୍ରିକେଟର ଏହି…

ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ରିଙ୍କୁ ସିଂ: ଜାଣନ୍ତୁ କାହିଁକି

ଲକ୍ଷ୍ନୌ,୨୭।୮: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ରିଙ୍କୁ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କୁ ଲକ୍ଷ୍ନୌରେ ଥିବା ତାଙ୍କ ସରକାରୀ ବାସଭବନରେ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ। ଏହି ସମୟରେ ତାଙ୍କୁ ଧଳା ଟି-ଶର୍ଟ ଏବଂ କଳା…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୭।୮: ମହିଳା ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଭାରତ ଦଳ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଦ୍ୱାରା ଅଧିନାୟକ ହୋଇଥିବା ଟିମ ଇଣ୍ଡିଆ ଅଭିଜ୍ଞ ଖେଳାଳି ତଥା ଯୁବ ଖେଳାଳିଙ୍କ ପାଇଁ ସୁଯୋଗ ପାଇଛି। ସ୍ମୃତି ଭାରତ ଏବଂ ଶେଫାଲି ବର୍ମା…

ମାଲିକଙ୍କୁ ଭେଟିଲେ କେ.ଏଲ୍‌ ରାହୁଲ: ଆଇପିଏଲ୍‌ ଖେଳିବା ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କୋଲକାତା,୨୭।୮: ବରିଷ୍ଠ ଭାରତୀୟ ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଲକ୍ଷ୍ନୌ ସୁପର ଜିଆଣ୍ଟସ ଦଳରେ ଆଇପିଏଲର ପରବର୍ତ୍ତୀ ସିଜିନ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ନିକଟରେ ସେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମାଲିକ ସଞ୍ଜୀବ ଗୋଏଙ୍କାଙ୍କୁ ଭେଟି ତାଙ୍କୁ ବଜାୟ ରଖିବାକୁ ଇଚ୍ଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri