ଖେଳ

ରବିବାର ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ,୮।୩: ଟିମ ଇଣ୍ଡିଆ ରବିବାର ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ ଖେଳିବ। ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡ ସହିତ ମୁକାବିଲା କରିବ। ପ୍ରଶଂସକମାନେ ଘରେ ବସି ଏହି ମ୍ୟାଚ ଦେଖିପାରିବେ। ସେମାନେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମ୍ୟାଚ…

ରବିବାର ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ : ଫାଇନାଲ ମ୍ୟାଚରେ କେମିତି ରହିବ ପାଗ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ୨୦୨୫ ଚାମ୍ପିୟନ୍ସ ଟ୍ରଫି ଫାଇନାଲ ପାଇଁ ପ୍ରସ୍ତୁତ। ଏହି ମ୍ୟାଚ ରବିବାର ଦୁବାଇରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ସମୟରେ ପାଗ ସଫା ରହିବ ବୋଲି ଆଶା କରାଯାଉଛି। ବର୍ଷା ହେବାର କୌଣସି ସମ୍ଭାବନା…

Champions Trophy 2025: ଏହି ପାକିସ୍ତାନୀ ବୋଲର ଖୋଲାଖୋଲି ମାଗିଲେ କ୍ଷମା, ଭାରତ ବିପକ୍ଷରେ ଖେଳିଥିବା ମ୍ୟାଚରେ କରିଥିଲେ ଏମିତି…

ଦୁବାଇ,୮।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୨୩ ଫେବୃଆରୀରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତୀୟ ଦଳ ଏକପାଖିଆ ଭାବରେ ବିଜୟୀ ହୋଇଥିଲା। କିନ୍ତୁ ଏହି ମ୍ୟାଚ ସମୟରେ, ଜଣେ ପାକିସ୍ତାନୀ ଖେଳାଳି ଏକ ଅଜବ ଉପାୟରେ…

IPL 2025ରେ ବୁମ୍‌ରାଙ୍କ ଖେଳିବା ଉପରେ ଆସିଲା ବଡ଼ ଅପଡେଟ୍‌, ବଢିଲା ଚିନ୍ତା

ନୂଆଦିଲ୍ଲୀ,୮।୩: ଜସପ୍ରିତ ବୁମ୍‌ରାଙ୍କୁ କ୍ରିକେଟ ମଇଦାନକୁ ଫେରିବା ପାଇଁ ଆହୁରି ଅପେକ୍ଷା କରିବାକୁ ପଡ଼ିପାରେ। ଆଘାତ ଯୋଗୁ ବୁମ୍‌ରା ଚାମ୍ପିୟନ୍ସ ଟ୍ରଫି ୨୦୨୫ରେ ଖେଳିପାରିନଥିଲେ, ଏବେ ଏକ ନୂତନ ଅପଡେଟ ଆସିଛି ଯେ ସେ ଆଇପିଏଲ ୨୦୨୫ର ପ୍ରଥମ ଦୁଇ ସପ୍ତାହରେ…

IND vs NZ Final: ଚାମ୍ପିଅନ୍ସ ଟ୍ରଫିରେ ଇତିହାସ ରଚିବାକୁ ଆଉ ଗୋଟିଏ ପାଦ ଦୂରରେ ବିରାଟ କୋହଲି: କରିପାରନ୍ତି ଏହି ବଡ଼ ରେକର୍ଡ

ଦୁବାଇ,୮।୩: ବିରାଟ କୋହଲିଙ୍କ ପାଖରେ ଇତିହାସ ସୃଷ୍ଟି କରିବାର ସୁଯୋଗ ଅଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍‌ରେ କୋହଲି କ୍ରିସ ଗେଲଙ୍କ ଗୋଟିଏ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। ରବିର ଦୁବାଇରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫିର…

ଚାମ୍ପିୟନ୍ସ ଟ୍ରଫି ପରେ ଅଧିନାୟକ ପଦ ହରାଇବେ ରୋହିତ! ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୩: ଅଧିନାୟକ ଭାବରେ ରୋହିତ ଶର୍ମାଙ୍କର ଏକ ଉତ୍କୃଷ୍ଟ ରେକର୍ଡ ଅଛି। ସେ ଟେଷ୍ଟ, ଦିନିକିଆ ଏବଂ ଟି-୨୦ ଆନ୍ତର୍ଜାତୀୟରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ରୋହିତଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ମଧ୍ୟ ଭଲ ପ୍ରଦର୍ଶନ କରିଥିଲା। ରୋହିତଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ…

IND vs NZ Final: ପିଚ୍‌କୁ ନେଇ ଆସିଲା ବଡ଼ ଖବର, ହୋଇଗଲା ବଡ଼ ଓଲଟପାଲଟ…

ଦୁବାଇ,୭।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ, ଖେଳାଳି ଏବଂ ଦଳଗୁଡ଼ିକର ପ୍ରଦର୍ଶନ ଅପେକ୍ଷା, ଭାରତକୁ କେବଳ ଦୁବାଇରେ ସମସ୍ତ ମ୍ୟାଚ ଖେଳିବାର ସୁବିଧା ମିଳିଥିବା ବିଷୟରେ ଅଧିକ ଆଲୋଚନା ହେଉଛି। ସମସ୍ତେ କହୁଛନ୍ତି ଯେ ସମାନ ଗ୍ରାଉଣ୍ଡ ଏବଂ ସମାନ ପ୍ରକାରର ପିଚରେ…

ବରୁଣ ଆମ ପାଇଁ ବଡ଼ ବିପଦ ସାଜିପାରନ୍ତି: ନ୍ୟୁଜିଲାଣ୍ଡ କୋଚ

ଦୁବାଇ, ୭ା୩: ନ୍ୟୁଜିଲାଣ୍ଡ ଦଳର ମୁଖ୍ୟ କୋଚ ଗ୍ୟାରୀ ଷ୍ଟିଡଙ୍କ ମତରେ ଆସନ୍ତା ରବିବାର ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ବଡ଼ ବିପଦ ହୋଇପାରନ୍ତି। ଏଥିଯୋଗୁ ନ୍ୟୁଜିଲାଣ୍ଡ ଦଳ ଭାରତୀୟ ମିଷ୍ଟ୍ରୀ ସ୍ପିନରଙ୍କ ମୁକାବିଲା…

Champions Trophy 2025 : ଟସ୍‌ ଜିତିଲେ ମ୍ୟାଚ୍‌ ହାରିବ ଟିମ୍‌ ଇଣ୍ଡିଆ! ସାଂଘାତିକ କଥା କହିଦେଲେ ଖେଳ ବିଶେଷଜ୍ଞ

ଦୁବାଇ,୭।୩: ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚରେ ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ଫାଇଟ ଖେଳାଯିବ । ଦୁବାଇ ଇଣ୍ଟରନାଶନଲ କ୍ରିକେଟ ଷ୍ଟାଡିୟମରେ ଏହି ଫାଇନାଲ ମୁକାବିଲା ଅନୁଷ୍ଠିତ ହେବାକୁ ଯାଉଛି । ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ମୁହାଁମୁହିଁ ହେବେ। ପ୍ରଥମ…

ଫାଇନାଲ ରାଉଣ୍ଡରେ ଅରବିନ୍ଦ

ପ୍ରାଗ୍‌(ଚେକ୍‌ ରିପବ୍ଲିକ), ୭ା୩: ଭାରତୀୟ ଗ୍ରାଣ୍ଡମାଷ୍ଟର ଅରବିନ୍ଦ ଚିଦାମ୍ବରମ ପ୍ରାଗ୍‌ ମାଷ୍ଟର୍ସ ଚେସ୍‌ ଟୁର୍ନାମେଣ୍ଟର ରାଉଣ୍ଡରେ ଚେକ୍‌ ରିପବ୍ଲିକର ଡେଭିଡ ନାଭାରାଙ୍କ ସହ ତାଙ୍କ ଗେମ୍‌ ଡ୍ର ରଖିଛନ୍ତି। ଏଥିସହିତ ସେ ତାଙ୍କର ପ୍ରଥମ ପ୍ରମୁଖ ଟାଇଟଲର ନିକଟତର ହୋଇଛନ୍ତି। ଏହି…

ହରମନପ୍ରୀତ୍‌ଙ୍କୁ ଜରିମାନା, ଜାଣନ୍ତୁ କାହିଁକି…

ଲକ୍ଷ୍ନୌ,୭ା୩: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହରମନପ୍ରୀତ୍‌ କୌରଙ୍କୁ ଶୁକ୍ରବାର ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା ହୋଇଛି। ଗୁରୁବାର ସ୍ଥାନୀୟ ଏକ୍‌ନା କ୍ରିକେଟ ଷ୍ଟାଡିୟମରେ ୟୁପି ଓ୍ବାରିଅର୍ଜ ବିପକ୍ଷ ଓମେନ୍ସ ପ୍ରମିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ମ୍ୟାଚରେ ସେ ଅମ୍ପାୟରଙ୍କ ନିଷ୍ପତ୍ତିର…

କ୍ରିକେଟ ଟୁର୍ନାମେଣ୍ଟ: ଅମଲାପାଲି ଚାମ୍ପିୟନ

ଖଡ଼ିଆଳ,୭ା୩ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଅମଲାପାଲିଠାରେ ଚାଲିଥିବା ମା’ ମାଉଲି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୬ଟି ଦଳ ଭାଗ ନେଇଥିଲେ। ଫାଇନାଲ ମ୍ୟାଚ ଅମଲାପାଲି ଓ ଭୋଜପୁର ଦଳ ମଧ୍ୟରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?