ଖେଳ

ଜିଦ୍‌ରେ ଅଟଳ ପାକିସ୍ତାନ: ଚାମ୍ପିଅନ୍ସ ଟ୍ରଫିକୁ ନେଇ ଘନଉଛି ବିବାଦ, ଆସିଲା ବଡ଼ ଅପ୍‌ଡେଟ୍‌

ନୂଆଦିଲ୍ଲୀ,୧୨।୧୧: ୨୦୨୫ ଚାମ୍ପିଅନ୍ସ ଟ୍ରଫିକୁ ନେଇ ବିବାଦ ଲାଗିରହିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ। ତଥାପି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିବାକୁ ଜିଦ ଧରିଛି।…

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ବିଶ୍ୱର ନମ୍ବର-୧ ଖେଳାଳି

କାବୁଲ,୧୨।୧୧: ଆଫଗାନିସ୍ତାନ କ୍ରିକେଟ ଦଳକୁ ଉଚ୍ଚ ସ୍ଥାନକୁ ନେବାରେ ମହମ୍ମଦ ନବି ଏକ ମହତ୍ୱପୂର୍ଣ ଅବଦାନ ରଖିଛି। କିନ୍ତୁ ହଠାତ୍‌ ସେ କ୍ରିକେଟ୍‌କୁ ଅଲବିଦା କହିଛନ୍ତି। ସେ କହିଛନ୍ତି,ଚାମ୍ପିଅନ୍ସ ଟ୍ରଫି ୨୦୨୫ ପରେ ସେ ଦିନିକିଆ କ୍ରିକେଟରୁ ଅବସର ନେବାକୁ ଯାଉଛନ୍ତି।…

ଫିଟ୍‌ ହେଲେଣି ଶାମି, ବର୍ଷେ ପରେ ଏହିଦିନ ଖେଳିବେ ତାଙ୍କର ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୧୨।୧୧: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମି ସମ୍ପୂର୍ଣ୍ଣ ଫିଟ ହୋଇଛନ୍ତି। ଏବେ ସେ ଫିଲ୍ଡକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ବୁଧବାରଠାରୁ ମଧ୍ୟପ୍ରଦେଶ ଏବଂ ବଙ୍ଗଳା ଦଳ ରଣଜୀ ଟ୍ରଫିରେ…

ରେଫରିଙ୍କୁ ମୁଥ ମାରି ଜେଲ୍‌ ଗଲେ ଫୁଟ୍‌ବଲ କ୍ଲବ ସଭାପତି

ଆଙ୍କାରା (ତୁର୍କୀ), ୧୨ା୧୧: ରେଫରିଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ତୁର୍କୀର ଏକ କୋର୍ଟ ଦେଶର ଜଣେ ଆଗାଧାଡ଼ିର ଫୁଟ୍‌ବଲ କ୍ଲବ ସଭାପତିଙ୍କୁ ୩ ବର୍ଷ ଓ ୭ ମାସରୁ ଊର୍ଦ୍ଧ୍ୱ ଜେଲଦଣ୍ଡ ଦେଇଛନ୍ତି। ଗତବର୍ଷ କେକୁର ରିଜେସପୋର୍‌ ବିପକ୍ଷ ଏକ ସୁପର…

କେକେଆରର ନୂଆ ଅଧିନାୟକଙ୍କ ନାଁ ଶୁଣି କରିପାରିବେନି ବିଶ୍ୱାସ, ଜାଣନ୍ତୁ ଆୟରଙ୍କ ସ୍ଥାନରେ କାହାକୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୧୨।୧୧: ଆଇପିଏଲ ୨୦୨୫ ସମ୍ବନ୍ଧରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁୁ ଆସୁଛି । ଏବେ କୋଲକାତା ନାଇଟ ରାଇଡର୍ସ କ୍ୟାମ୍ପରୁ ଏକ ବଡ଼ ଖବର ଆସିଛି । ବାସ୍ତବରେ ଗତ ସିଜନରେ ଅର୍ଥାତ୍‌ ଆଇପିଏଲ ୨୦୨୪ରେ ଟାଇଟଲ ଜିତିଥିବା କୋଲକାତା…

ବୁମ୍‌ରାଙ୍କୁ ଡରିଗଲେ ଏହି ଅଷ୍ଟ୍ରେଲିଆ କ୍ରିକେଟର୍‌: କହିଦେଲେ ଏମିତି କଥା

ସିଡନୀ,୧୨।୧୧: ଅଷ୍ଟ୍ରେଲିଆ ନାଥନ ମ୍ୟାକସ୍ବେନି ଭାରତ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିରେ ଡେବ୍ୟୁ କରିବାର ସମ୍ଭାବନା ରହିଛି। କଙ୍ଗାରୁକୁ ଭଲ ଆରମ୍ଭ କରିବାର ଦାୟିତ୍ୱ ନାଥାନ ମ୍ୟାକସ୍ବେନିଙ୍କ ଉପରେ ରହିବ, କିନ୍ତୁ ଏହି ସମୟରେ ସେ ବହୁତ ନର୍ଭସ ନଜର ଆସିଛନ୍ତି। ନାଥନ…

ଗାଭାସ୍କରଙ୍କ ଚେତାବନୀ: ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆରେ ଦୋହରାଇବାକୁ ଯାଉଛି ନ୍ୟୁଜିଲ୍ୟାଣ୍ଡ ଭଳି ଭୁଲ!

ନୂଆଦିଲ୍ଲୀ,୧୨।୧୧: ଅଷ୍ଟ୍ରେଲିଆ ଗସ୍ତରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ କରିଥିବା ସମାନ ଭୁଲକୁ ଭାରତୀୟ କ୍ରିକେଟ ଟିମ୍‌ ପୁଣିଥରେ ଦୋହରାଇବାକୁ ଯାଉଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଭାରତ ପ୍ରଥମ ଥର ପାଇଁ ନିଜ ମାଟିରେ କ୍ଲିନ ସ୍ବିପର ସମ୍ମୁଖୀନ ହେବାକୁ ପଡିଥିଲା। ଏହାର କାରଣ ବିରାଟ…

ଭାରତ ଚାମ୍ପିୟନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ନ ଗଲେ ପରିଣାମ କ’ଣ ହେବ: ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୧:ଆଇସିସି ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ ନାହିଁ। ସୁରକ୍ଷା ଦୃଷ୍ଟିରୁ ଟିମ ଇଣ୍ଡିଆ ପାକିସ୍ତାନ ଯିବା ଉଚିତ ନୁହେଁ ବୋଲି ବିସିସିଆଇ ଦାବି କରିଛି। ଦୁବାଇ କିମ୍ବା ଅନ୍ୟ କୌଣସି ସ୍ଥାନରେ ହାଇବ୍ରିଡ ମଡେଲ…

ବେଦାନ୍ତ ଲାଞ୍ଜିଗଡ଼ ଜୋନାଲ ସ୍ପୋଟର୍‌ସ ମିଟ୍‌

ଭୁବନେଶ୍ୱର, ୧୨ା୧୧ (ବିଜୟ ରଣା): ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ ଲାଞ୍ଜିଗଡ଼ ଆନୁକୂଲ୍ୟରେ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟ ପରିସରରେ ଜୋନାଲ ସ୍ପୋଟର୍‌ସ ମିଟ୍‌ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୮ଟି ଜିଲାର ୧୯୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବେଦାନ୍ତ ଆଲୁମିନା ବିଜ୍‌ନେସ୍‌ର…

ଚାମ୍ପିୟନ୍ସ ଟ୍ରଫିରୁ ଓହରିଯିବ ପାକିସ୍ତାନ! ଭାରତ ଯିବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୧।୧୧: ଆଗାମୀ ଚାମ୍ପିୟନ୍ସ ଟ୍ରଫିରୁ ଓହରିପାରେ ପାକିସ୍ତାନ। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଭାରତ ଆସିବାକୁ ମନା କରିବାରୁ ପରେ ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରି କୌଣସି ଲାଭ ପାଇବ ନାହିଁ। ପ୍ରୟୋଜକମାନେ ମଧ୍ୟ ଏଥିରୁ ଓହରି ଯାଇପାରନ୍ତି। ଏହି…

ଆଇପିଏଲର ଏହି ଦଳରେ ଅଛନ୍ତି ୪ ଅଧିନାୟକ

ନୂଆଦିଲ୍ଲୀ,୧୧।୧୧: ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଥର ଆଇପିଏଲ ଚାମ୍ପିୟନ ହୋଇଛି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଏମଆଇ ପ୍ରତ୍ୟେକ ଥର ଟାଇଟଲ ଜିତିଛି। କିନ୍ତୁ ବର୍ତ୍ତମାନ ମୁମ୍ବାଇ ଦଳ ମଧ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି କାରଣ…

ଆଇପିଏଲ ୨୦୨୫ ଖେଳିପାରିବେନି ହାର୍ଦ୍ଦିକ ପାଣ୍ଡ୍ୟା, ଆସିଲା ଏହି ବଡ଼ କାରଣ

ନୂଆଦିଲ୍ଲୀ,୧୧।୧୧: ଆଇପିଏଲ ୨୦୨୫ର ୧୮ତମ ସିଜନ ପାଇଁ ବିଗୁଲ ବାଜିସାରିଛି। ଚଳିତ ମାସରେ ଆଗାମୀ ସିଜନ ପାଇଁ ଏକ ମେଗା ନିଲାମ ହେବ। ସମସ୍ତ ୧୦ଟି ଦଳ ନିଜର ରିଟେନ ଖେଳାଳିଙ୍କ ତାଲିକା ପ୍ରକାଶ କରି ସାରିଛନ୍ତି। ମୁମ୍ବାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri