ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅନୁଭୂତି ବାଣ୍ଟିଲେ ଭାରତୀୟ ଖେଳାଳି: ପିଚ୍ ମାଟି ଖାଇବାର ରହସ୍ୟ କହିଲେ ହିଟ୍ମ୍ୟାନ
ନୂଆଦିଲ୍ଲୀ,୫ା୭: ଟି୨୦ କ୍ରିକେଟ ବିଶ୍ୱକପ୍ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା। ମୁମ୍ବାଇରେ...
ତୁମେ ମୋ ପାଇଁ ପୁରା ଦୁନିଆ, କେବେ ବି ଭୁଲି ପାରିବି ନାହିଁ…କାହା ପାଇଁ ହାର୍ଦ୍ଦିକଙ୍କ ସ୍ପେଶାଲ ପୋଷ୍ଟ
ନୂଆଦିଲ୍ଲୀ,୫।୭:ଟି -୨୦ ବିଶ୍ୱକପର ବିଶ୍ୱ ବିଜେତା ଦଳ ଟିମ୍ ଇଣ୍ଡିଆ ସ୍ବଦେଶକୁ ପେରିଛନ୍ତି। ତେବେ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ରାତିରେ ଟିମ୍ ମୁମ୍ବାଇରେ ପହଞ୍ଚିଥିଲା। ଯେଉଁଠି ଲକ୍ଷ ଲକ୍ଷ ଲୋକଙ୍କ ଭିଡ଼ ମଧ୍ୟରେ ଟିମ ଇଣ୍ଡିଆ ଖେଳାଳିମାନେ...
ନୀରଜ ଚୋପ୍ରାଙ୍କୁ କ’ଣ ମାଗିଲେ ମୋଦି, କଥା ଦେଲେ ଖେଳାଳି
ନୂଆଦିଲ୍ଲୀ,୫।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଅଂଶଗ୍ରହଣ କରୁଥିବା ଭାରତୀୟ ଦଳର ଖେଳାଳିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଥାବାର୍ତ୍ତା କରିଥିଲେ। ପିଏମ ମୋଦି ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରିବାକୁ ଭାରତୀୟ ଆଥଲେଟମାନଙ୍କୁ ପ୍ରେରଣା ଦେଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ...
ଖୁବ୍ଶୀଘ୍ର ବ୍ଲୁ-ଜର୍ସିରେ ନଜର ଆସିବେ ଜୁନିଅର୍ ଦ୍ରାବିଡ
ନୂଆଦିଲ୍ଲୀ,୫।୭: ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ ଜିତିଛି। ଏହି ବିଜୟ ପାଇଁ ପୁରା ଦଳ ଚମତ୍କାର ପ୍ରଦର୍ଶନ କରିଥିଲା। ଟିମ ଇଣ୍ଡିଆର ଏହି ବିଜୟର ହିରୋ ମଧ୍ୟ ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଥିଲେ, ଯିଏ ଦଳର ଖେଳାଳିଙ୍କୁ...
ପ୍ୟାରିସ ଅଲିମ୍ପିକ୍ସକୁ ଆଉ ୨୧ ଦିନ: ଆସିଲା ଆଥ୍ଲେଟ ତାଲିକା, ଜାଣନ୍ତୁ କାହାକୁ ମିଳିଛି ସ୍ଥାନ…
ନୂଆଦିଲ୍ଲୀ, ୫।୭: ଚଳିତ ମାସ ୨୬ ତାରିଖରୁ ପ୍ୟାରିସରେ ଆରମ୍ଭ ହେବାକୁ ଯାଉଥିବା ଅଲିମ୍ପିକ୍ସ। ଭାରତର ୨୮ ଜଣିଆ ଆଥ୍ଲେଟିକ୍ସ ପ୍ରତିନିଧି ଦଳ ଏଥିରେ ଅଂଶଗ୍ରହଣ କରିବ। ଡିଫେଣ୍ଡିଂ ଚାମ୍ପିୟନ ଜାଭେଲିନ୍ ତାରକା ନୀରଜ ଚୋପ୍ରା ଏହି ଦଳର ନେତୃତ୍ୱ...
ଅଚାନକ ଲଣ୍ଡନ ପଳାଇଲେ କୋହଲି: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୫।୭: ଟି-୨୦ ବିଶ୍ୱକପ ୨୦୨୪ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆଙ୍କୁ ଭାରତରେ ଜୋରଦାର ସ୍ବାଗତ କରାଯାଇଛି। ପୁରା ଦଳ ମୁମ୍ବାଇରେ ବିଜୟ ପରେଡରେ ଯୋଗ ଦେଇଥିଲେ। ଏହି ବିଶାଳ ଉତ୍ସବ ପରେ ବିରାଟ କୋହଲିଙ୍କୁ ବିଳମ୍ବିତ ରାତିରେ ମୁମ୍ବାଇ...
ରୋହିତ, ବିରାଟ, ଜାଡେଜାଙ୍କ ପରେ ବୁମ୍ରା ନେବେ ଅବସର! ସନ୍ୟାସ ନେବା ଉପରେ ଜାଣନ୍ତୁ କ’ଣ କହିଲେ
ନୂଆଦିଲ୍ଲୀ,୫।୭: ଜସପ୍ରୀତ ବୁମ୍ରା ଟି -୨୦ ବିଶ୍ୱକପ୍ ୨୦୨୪ ଟାଇଟଲ ଜିତିବାରେ ଭାରତୀୟ ଦଳ ପାଇଁ ଏକ ବଡ଼ ଅବଦାନ ଦେଇଛନ୍ତି। ସେ ଟର୍ନାମେଣ୍ଟରେ ହାରାହାରି ୮.୨୭ରେ ୧୫ ଉଇକେଟ୍ ନେଇଛନ୍ତି। ଏହି ଉଜ୍ଜ୍ୱଳ ପ୍ରଦର୍ଶନ ପାଇଁ ବୁମ୍ରାଙ୍କୁ ପ୍ଲେୟର...
ମୋଦିଙ୍କୁ କଥା ଦେଲେ ପିଭି ସିନ୍ଧୁ
ନୂଆଦିଲ୍ଲୀ,୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାର୍ତ୍ତାଳାପ ସମୟରେ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପି.ଭି ସିନ୍ଧୁ କହିଛନ୍ତି ଯେ ମୁଁ ଆଶା କରୁଛି ଯେ ଜୁଲାଇ ୨୬ରେ ପ୍ୟାରିସ ଅଲିମ୍ପିକରେ ମୁଁ ସ୍ବର୍ଣ୍ଣ ପଦକ...
ଆଣି ପୁଣି ଏକ ବିଜୟ ରାଲି: ସମୟ ଘୋଷଣା କଲେ ଟିମ୍ ଇଣ୍ଡିଆର ଏହି ଖେଳାଳି
ନୂଆଦିଲ୍ଲୀ,୫।୭: ୧୭ ବର୍ଷ ଧରି ଅପେକ୍ଷା କରି ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିଥିଲା। ଫାଇନାଲ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା। ଏହାପୂର୍ବରୁ ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଟ୍ରଫି ଜିତିଥିଲା। ବିଶ୍ୱକପ ଜିତିବା...
ଭାରତୀୟ ଦଳ ମଧ୍ୟରେ କିପରି ବଣ୍ଟାଯିବ ୧୨୫ କୋଟିର ପୁରସ୍କାର ରାଶି, ଜାଣନ୍ତୁ କାହାକୁ ମିଳିବ କେତେ ଟଙ୍କା
ନୂଆଦିଲ୍ଲୀ,୫।୭: ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଭାରତୀୟ ଦଳ ଟି -୨୦ ବିଶ୍ୱକପ୍ ୨୦୨୪ ଟାଇଟଲ ଜିତିଛି। ଏହି ବିଜୟ ପରେ ବିସିସିଆଇ ଦଳ ପାଇଁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି। ଏହି ପୁରସ୍କାର ରାଶି...
ପ୍ୟାରିସ ଅଲିମ୍ପିକ୍ସ ୨୦୨୪କୁ ନେଇ ଭାରତୀୟ ଦଳ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ,୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ୟାରିସ ଅଲିମ୍ପିକ ୨୦୨୪କୁ ନେଇ ଭାରତୀୟ ଦଳ ସହ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାତୀୟ ରାଜଧାନୀ ଦିଲ୍ଲୀରେ ଅଲିମ୍ପିକ୍ସ ୨୦୨୪ପାଇଁ ଭାରତୀୟ କଣ୍ଟିଜେଣ୍ଟ ସହ ଯୋଗାଯୋଗ କରିଛନ୍ତି। ଏହି...
୧୯୮୩ରେ ଭାରତୀୟ କ୍ରିକେଟ ଟିମ୍କୁ ମିଳିଥିଲା ଏତିକି ଟଙ୍କାର ପୁରସ୍କାର, ଲତା ମଙ୍ଗେସକର ଶୋ’ କରି ଦେଇଥିଲେ ଟଙ୍କା
ନୂଆଦିଲ୍ଲୀ,୫ା୭: ଭାରତୀୟ କ୍ରିକେଟ ଦିନକୁ ଦିନ ସଫଳତାର ଶିଡ଼ି ଚଢ଼ିଚାଲିଛି। ବୋର୍ଡ ଅଫ୍ କଣ୍ଟ୍ରୋଲ ଫର୍ କ୍ରିକେଟ୍ ଇନ୍ ଇଣ୍ଡିଆ (ବିସିସିଆଇ) ୨୦୨୪ ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିଥିବା ଟିମ୍ ଇଣ୍ଡିଆକୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ...
Archives


