ଖେଳ

ମଙ୍ଗଳବାର ଦୁବାଇରେ ବର୍ଷା ସମ୍ଭାବନା: ଏମିତି ହେଲେ କିଏ ଜିତିବ ମ୍ୟାଚ, ଜାଣନ୍ତୁ…

ନୂଆଦିଲ୍ଲୀ,୩।୩: ମଙ୍ଗଳବାର ଦୁବାଇର ପାଗ ଖରାପ ହେବାକୁ ଯାଉଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲ ମ୍ୟାଚ ଖେଳାଯିବାକୁ ଥିବାରୁ ଆମେ ଭାରତୀୟମାନେ ଦୁବାଇର ପାଗକୁ ନେଇ ଚିନ୍ତିତ। ଯଦି ରୋହିତ ଶର୍ମା ଏବଂ ଦଳ ଦୁବାଇ…

ପାକିସ୍ତାନରେ ହେବ ମହିଳା ଦିନିକିଆ ବିଶ୍ୱକପ୍‌ କ୍ୱାଲିଫାୟର୍ସ

କରାଚୀ,୩ା୩: ପାକିସ୍ତାନ ଚଳିତ ମାସରେ ଆଉ ଏକ ଅନ୍ତଜର୍ର୍ାତୀୟ କ୍ରିକେଟ ପରିଷଦ (ଆଇସିସି) ଟୁର୍ନାମେଣ୍ଟ ଆୟୋଜନ କରିବାକୁ ଯାଉଛି। ଦେଶ ଚଳିତମାସ ପରବର୍ତ୍ତୀ ଭାଗରେ ମହିଳା ୫୦ଓଭର ବିଶ୍ୱକପ୍‌ କ୍ୱାଲିଫାୟର ଆୟୋଜନ କରିବାକୁ ଯାଉଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଜଣେ…

India Vs Australia: ସେମିଫାଇନାଲ ମ୍ୟାଚ୍‌ ପରିଚାଳନା କରିବେ ଗାଫାନେ, ଇଲିଙ୍ଗଓ୍ବର୍ଥ

ଦୁବାଇ,୩ା୩: ନ୍ୟୁଜିଲାଣ୍ଡର କ୍ରିସ ଗାଫାନେ ଓ ଇଂଲଣ୍ଡର ରିଚାର୍ଡ ଇଲିଙ୍ଗଓ୍ବର୍ଥ ଫିଲ୍ଡ ଅମ୍ପାୟାର ଭାବେ ମଙ୍ଗଳବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ପ୍ରଥମ ସେମିଫାଇନାଲ ପରିଚାଳନା କରିବେ। ଇଂଲଣ୍ଡର ମାଇକେଲ ଗଫ ତୃତୀୟ ଅମ୍ପାୟାର ଓ ଜିମ୍ବାଓ୍ବେର ଆଣ୍ଡି…

ପାକିସ୍ତାନ ଉପରୁ ହଟିଲା ବାସନ୍ଦ

ଲାହୋର,୩ା୩: ପାକିସ୍ତାନ ଫୁଟବଲ ଫେଡେରେଶନ (ପିଏଫଏଫ) ତା’ର ସମ୍ବିଧାନରେ ଆବଶ୍ୟକୀୟ ପରିବର୍ତ୍ତନ କରିବା ପରେ ଏହା ଉପରୁ ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ଫିଫା ବାସନ୍ଦ ହଟାଇଛି। ଫେଡେରେଶନ ପରିଚାଳନାରେ ସ୍ବଚ୍ଛତା ଲାଗି ସମ୍ବିଧାନରେ ଆବଶ୍ୟକ ଥିବା ପରିବର୍ତ୍ତନ ନ କରିବାରୁ…

ଭାରତ ସହ ସେମିଫାଇନାଲ ମ୍ୟାଚ ଖେଳିବା ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା, ଦଳରୁ ବାହାରିଲେ ଏହି ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୩।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ ମାର୍ଚ୍ଚ, ମଙ୍ଗଳବାର ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଅଷ୍ଟ୍ରେଲିଆ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳର ଷ୍ଟାର ଓପନର ମାଥ୍ୟୁ ସର୍ଟ…

IPL 2025 ପାଇଁ ଅଧିନାୟକ ଘୋଷଣା କଲା କେକେଆର, ଏହି ଖେଳାଳିଙ୍କୁ ଦେଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ସବୁଠାରୁ ପ୍ରିୟ ଦଳ ମଧ୍ୟରୁ ଗୋଟିଏ ହେଉଛି କୋଲକାତା ନାଇଟ ରାଇଡର୍ସ (KKR)। କେକେଆର ଆଇପିଏଲ ୨୦୨୫ ପାଇଁ ଏହାର ନୂତନ ଅଧିନାୟକ ଘୋଷଣା କରିଛି। ଭାରତୀୟ କ୍ରିକେଟ ଦଳରୁ ବାହାରେ ଥିବା ଅଜିଙ୍କ୍ୟ…

ରୋହିତ ଶର୍ମା ଦଳରେ ରହିବା ଉଚିତ୍‌ ନୁହେଁ, ଶମାଙ୍କ ସମର୍ଥନରେ ବାହାରିଲେ TMC ଏମ୍‌ପି

ନୂଆଦିଲ୍ଲୀ,୩।୩: କ୍ରିକେଟ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ମନ୍ତବ୍ୟ ଦେବା ପରେ କଂଗ୍ରେସର ଜାତୀୟ ମୁଖପାତ୍ର ଶମା ମହମ୍ମଦଙ୍କୁ ପ୍ରବଳ ଟ୍ରୋଲ କରାଯାଉଛି। କିନ୍ତୁ ଏବେ ତୃଣମୂଳ କଂଗ୍ରେସ(TMC) ଏମ୍‌ପି ସୌଗତ ରୟ ତାଙ୍କ ସମର୍ଥନରେ ଆସିଛନ୍ତି। ରୋହିତ ଶର୍ମା ଦଳରେ…

ଦିନିକିଆ କ୍ରିକେଟ୍‌ରେ ପ୍ରଥମଥର ଘଟିଲା ଏମିତି…୨ ବୋଲର୍‌ କଲେ ବଡ଼ କୀର୍ତ୍ତିମାନ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ୨ ମାର୍ଚ୍ଚରେ ଦୁବାଇରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ମୁହାଁମୁହିଁ ହେବେ। ଯଦିଓ ଉଭୟ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିସାରିଥିଲେ, କିନ୍ତୁ ଏହି ମ୍ୟାଚ୍‌ରେ ଫଳାଫଳ ସ୍ପଷ୍ଟ କରିଦେଇଛି ସେମିଫାଇନାଲରେ କେଉଁ ଦଳ କାହା…

ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ: ସଫେଇ ଦେଇ କହିଲେ…

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତ୍ରୀ ଡକ୍ଟର ଶମା ମହମ୍ମଦ ତାଙ୍କର ଏକ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଫସିଯାଇଛନ୍ତି। ରୋହିତ ଶର୍ମାଙ୍କ ଉପରେ ତାଙ୍କର ମନ୍ତବ୍ୟ ପାଇଁ କ୍ରିକେଟ ପ୍ରଶଂସକଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳ ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ସମାଲୋଚନା କରୁଛନ୍ତି।…

ଟିମ ଇଣ୍ଡିଆର ଏହି ସଦସ୍ୟଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଚାମ୍ପିଅନ୍ସ ଟ୍ରଫି ଅଧାରୁ ଛାଡି ପଳାଇଲେ

ଦୁବାଇ,୩।୩: ଚାମ୍ପିଅନ୍ସ ଟ୍ରଫି ୨୦୨୫ ଚାଲିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ସେମିଫାଇନାଲରେ ନିଜର ସ୍ଥାନ ନିଶ୍ଚିତ କରିଛି। ଭାରତର ସେମିଫାଇନାଲ ମ୍ୟାଚ ମାର୍ଚ୍ଚ ୪ ରେ ହେବ। ଟିମ ଇଣ୍ଡିଆର ଜଣେ ସଦସ୍ୟଙ୍କ ଉପରେ ଦୁଃଖର ପାହାଡ଼ ଖସି…

IND vs NZ: ପଡ଼ିଆରେ ଏମିତି କାମ କରିଦେଲେ ବିରାଟ କୋହଲି, ମୁଣ୍ଡରେ ହାତ ଦେଇଦେଲେ ଅନୁଷ୍କା

ଦୁବାଇ,୩।୩: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାମ୍ପିଅନ୍ସ ଟ୍ରଫି ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ବିରାଟ କୋହଲି ୧୧ ରନ କରି ଆଉଟ ହୋଇଥିଲେ। ଏହା କୋହଲିଙ୍କ ୩୦୦ତମ ଦିନିକିଆ ମ୍ୟାଚ ଥିଲା ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ମଧ୍ୟ ଏହାକୁ ଦେଖିବା…

Video: ଅକ୍ଷର ପଟେଲଙ୍କ ପାଦ ଛୁଇଁଲେ ବିରାଟ କୋହଲି: ଜାଣନ୍ତୁ କାହିଁକି

ଦୁବାଇ,୩।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୪୪ ରନରେ ପରାସ୍ତ କରିଥିଲା। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୫୦ ଓଭରରେ ୯ ଉଇକେଟ ହରାଇ ୨୪୯ ରନ କରିଥିଲା। ଜବାବରେ ମିଚେଲ ସାଣ୍ଟନରଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?