ମୋଦିଙ୍କୁ ବଡ଼ ଉପହାର ଦେଲେ ଜୟ ଶାହା: ଏଥିରେ ଲେଖାଅଛି…
ନୂଆଦିଲ୍ଲୀ,୪।୭: ବାର୍ବାଡୋସ୍ରୁ ଟି-୨୦ ବିଶ୍ୱକପ ଜିତିବା ପରେ ଭାରତ ଫେରିଥିବା ଟିମ ଇଣ୍ଡିଆ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛି। ଏହି ସମୟରେ ତାଙ୍କୁ ଟିମ ଇଣ୍ଡିଆର ଏକ ସ୍ବତନ୍ତ୍ର ଜର୍ସି ପ୍ରଦାନ କରାଯାଇଥିଲା। ଜର୍ସିରେ ନମୋ ଏବଂ ନମ୍ବର...
ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…
ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍ ଟାଇଟଲ ଜିତିଛି। ଟିମ୍ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା। ଟି-୨୦ ବିଶ୍ୱକପ୍ ଜିତିଥିବା ଭାରତୀୟ...
ଟିମ୍ ଇଣ୍ଡିଆ ପାଇଁ ହଇରାଣ ହେଲେ ସାଧାରଣ ଲୋକେ; ରିପୋର୍ଟ ମାଗିଲା ଡିଜିସିଏ
ନୂଆଦିଲ୍ଲୀ,୪।୭: ଟି୨୦ ବିଶ୍ୱକପ ଜିତିବା ପରେ ବାରବାଡୋସରେ ବାତ୍ୟା ଆସିବା କରଣରୁ ଭାରତୀୟ ଟିମ୍ ସେଠାରେ ତିନିଦିନ ପାଇଁ ଫସି ରହିଥିଲେ। ଏୟାର ଇଣ୍ଡିଆର ଏକ ସ୍ୱତନ୍ତ୍ର ଚାର୍ଟାର୍ଡ ବିମାନ ଯୋଗେ ଭାରତୀୟ ଖେଳାଳିମାନେ ଗୁରୁବାର ଆସି ଦିଲ୍ଲୀରେ ପହଞ୍ଚିଛନ୍ତି।...
ମା’-ଭଉଣୀଙ୍କୁ ଦେଖି ଭାବପ୍ରବଣ ହୋଇପଡିଲେ କୋହଲି: ସଙ୍ଗେ ସଙ୍ଗେ କଲେ ଏମିତି କାମ
ନୂଆଦିଲ୍ଲୀ,୪।୭: ଟି-୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିବା ପରେ ଟିମ ଇଣ୍ଡିଆ ଗୁରୁବାର ଭାରତ ଫେରିଛି। ରୋହିତ ଶର୍ମାଙ୍କ ସେନା ପ୍ରତ୍ୟାବର୍ତ୍ତନ ହେତୁ ସମଗ୍ର ଦେଶରେ ଉତ୍ସବର ପରିବେଶ ରହିଛି। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ଦିଲ୍ଲୀ ବିମାନବନ୍ଦରରେ...
ଟିମ୍ ଇଣ୍ଡିଆକୁ ମିଳିଲା ବଡ଼ ସରପ୍ରାଇଜ୍: ଖୁସିରେ ଗଦ୍ଗଦ୍ ହେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ବାର୍ବାଡୋସ୍ରୁ ଦିଲ୍ଲୀ ଫେରିଥିଲେ। ଘରକୁ ଫେରିବା ପରେ ଟିମ ଇଣ୍ଡିଆ ନିଜେ ବିମାନବନ୍ଦରରେ ସୱାଗତ ଭାଷଣ ଦେଇଥିଲା। ଟିମ ଇଣ୍ଡିଆକୁ ସ୍ବାଗତ କରିବା ପାଇଁ ସକାଳ ୬ଟାରୁ...
କୋହଲିଙ୍କୁ ପରଷା ଯିବ ପସନ୍ଦର ଖାଦ୍ୟ, ମେନ୍ୟୁରେ ରହିଛି ଏହିସବୁ ଖାଦ୍ୟ
ନୂଆଦିଲ୍ଲୀ,୪।୭: ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ଜିତିବା ପରେ ଗୁରୁବାର ଭାରତ ଫେରିଛି। ଏଠାରୁ ରୋହିତ ବ୍ରିଗେଡ ଆଇଟିସି ମୌର୍ଯ୍ୟ (ITC Maurya) ହୋଟେଲରେ ପହଞ୍ଚିଥିଲେ। ଟିମ ଇଣ୍ଡିଆ ପାଇଁ ଏଠାରେ ଏକ ସ୍ବତନ୍ତ୍ର ଜଳଖିଆ ପ୍ରସ୍ତୁତ କରାଯାଇଛି। ଭାରତୀୟ...
ପାଣ୍ଡ୍ୟାଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ମନର କଥା କହିଦେଲେ ନତାଶା
ଅଭିନେତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଧ୍ୟରେ ଛାଡପତ୍ରର ଗୁଜବ ଅନେକ ଦିନ ହେବ ଚର୍ଚ୍ଚାରେ ରହିଛି। ଏସବୁ ଭିତରେ ନତାଶା ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ତାଙ୍କର ଏହି ପୋଷ୍ଟ ପୁଣିଥରେ...
ରାସ୍ତା ମଝିରେ ଭାଙ୍ଗଡା ଡ୍ୟାନ୍ସ କଲେ ସୂର୍ଯ୍ୟକୁମାର, ଆଶ୍ଚର୍ଯ୍ୟ ହୋଇଗଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୪।୭: ଆଜି ସାରା ଭାରତ ଉତ୍ସବମୁଖର। କାରଣ ଟି୨୦ ବିଶ୍ୱକପ ଧରି ଭାରତ ପହଞ୍ଚିଛି ଟିମ୍ ଇଣ୍ଡିଆ। ଦିଲ୍ଲୀରୁ ମୁମ୍ବାଇ ପର୍ଯ୍ୟନ୍ତ ସେଲିବ୍ରେଶନ ହେବାକୁ ଯାଉଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି।...
ଆଜି ଭାରତୀୟ ଦଳର ବିଜୟ ପରେଡ; ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ, ଓ୍ବାଙ୍ଖଡେରେ ସମ୍ବର୍ଦ୍ଧନା
ମୁମ୍ବାଇ,୪ା୭: ଟି୨୦ ବିଶ୍ୱକପ୍ ବିଜେତା ଭାରତୀୟ ଦଳ ଶେଷରେ ବାର୍ବାଡୋସ୍ ଛାଡିଛି। ବାତ୍ୟା ହରିକେନ୍ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ ଦଳର ସମସ୍ତ ଖେଳାଳି ଓ...
ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ...
ଭିଏତନାମରେ ତ୍ରିରାଷ୍ଟ୍ରୀୟ ଖେଳିବ ଭାରତ
ନୂଆଦିଲ୍ଲୀ, ୩।୭: ଭାରତୀୟ ଫୁଟବଲ ଦଳ ଭିଏତନାମ ଯାଇ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଏଥିରେ ତୃତୀୟ ଦଳଭାବେ ଲେବାନନ ଅଂଶଗ୍ରହଣ କରିବ। ଫିଫା ଓ୍ବିଣ୍ଡୋକୁ ଦୃଷ୍ଟିରେ ରଖି ଆସନ୍ତା ଅକ୍ଟୋବରରେ ଏହି ତ୍ରିରାଷ୍ଟ୍ରୀୟ ରଖା ଯାଇଥିବା ସର୍ବଭାରତୀୟ ଫୁଟବଲ...
ବିଶ୍ୱଚାମ୍ପିୟନ୍ ଖେଳାଳିଙ୍କୁ କରାଯିବ ଜୋରଦାର ସ୍ବାଗତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଲାଇଭ୍ ଶୋ’
ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୭ ବର୍ଷ ପରେ ଟିମ ଇଣ୍ଡିଆ ଟାଇଟଲ ହାସଲ କରିଛି। ଚାମ୍ପିୟନ୍ ହେବାପେରେ ଟିମ ଇଣ୍ଡିଆ ଜୁଲାଇ ୪ରେ ଭାରତରେ ପହଞ୍ଚିବ। ଟିମ...
Archives


