ଖେଳ

‘ଭାରତ ତୁମକୁ ଦରମା ଦେଉଛି…’, କାହା ଉପରେ ଏମିତି ହଠାତ୍‌ ରାଗିଗଲେ ଗାଭାସ୍କର

ନୂଆଦିଲ୍ଲୀ,୧।୩: ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ପୂର୍ବତନ ଇଂଲଣ୍ଡ କ୍ରିକେଟରଙ୍କ ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ଭାରତ ୨୦୨୫ ଆଇସିସି ଚାମ୍ପିଅନ୍ସ ଟ୍ରଫିର ସମସ୍ତ ମ୍ୟାଚ ଦୁବାଇର ଗୋଟିଏ ସ୍ଥାନରେ ଖେଳୁଥିବା ନେଇ ଇଂଲଣ୍ଡର ବର୍ତ୍ତମାନର ଏବଂ ପୂର୍ବତନ କ୍ରିକେଟରମାନେ…

Champions Trophy 2025: ସେମିଫାଇନାଲ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟକା, ଆହତ ହେଲେ ଘାତକ ଖେଳାଳି

ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ପ୍ରବେଶ କରିଛି। ଲାହୋରରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ବର୍ଷା ଯୋଗୁ ସମାପ୍ତ ହୋଇପାରିଲା ନାହିଁ। ଏହା ପରେ, ଉଭୟ ଦଳକୁ ଗୋଟିଏ ଲେଖାଏ ପଏଣ୍ଟ ଦିଆଯାଇଥିଲା ଏବଂ ଅଷ୍ଟ୍ରେଲିଆ…

ରୋହିତ-ବିରାଟଙ୍କଠାରୁ ଅଧିକ ରନ୍‌, ଶାମିଙ୍କଠାରୁ ଅଧିକ ଉଇକେଟ; ଚାମ୍ପିଅନ୍ସ ଟ୍ରଫିରେ ବିପର୍ଯ୍ୟୟ ସୃଷ୍ଟି କରୁଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୮।୨: ଗୋଟିଏ ପଟେ ଚାମ୍ପିଅନ୍ସ ଟ୍ରଫିରେ ଇଂଲଣ୍ଡ ଏବଂ ପାକିସ୍ତାନ ଭଳି ବଡ଼ ଦଳ ପ୍ରଥମ ରାଉଣ୍ଡରେ ହିଁ ବାଦ ପଡ଼ିଥିବା ବେଳେ ବାଂଲାଦେଶ ମଧ୍ୟ ପୁଣି ଥରେ ପ୍ରଭାବିତ କରିବାରେ ବିଫଳ ହୋଇଛି। ହେଲେ ସେମାନଙ୍କ ତୁଳନାରେ ଅନଭିଜ୍ଞ ଆଫଗାନିସ୍ତାନ…

Champions Trophy: ପାକିସ୍ତାନରେ ଶେଷ ହୋଇଗଲା ଏହି ଭେଟେରାନଙ୍କ ଅଧିନାୟକ କ୍ୟାରିୟର, ଦଳ ହାରିବା ପରେ ଦେଲେ ଇସ୍ତଫା 

ନୂଆଦିଲ୍ଲୀ,୨୮।୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଟୁର୍ନାମେଣ୍ଟରେ ଖରାପ ପ୍ରଦର୍ଶନ ପରେ ଜଣେ ଅଧିନାୟକ ପଦ ଛାଡ଼ିଛନ୍ତି। ପୂର୍ବତନ ବିଶ୍ୱ ଚାମ୍ପିଅନ ଇଂଲଣ୍ଡର ଅଧିନାୟକ ଜୋସ ବଟଲର୍‌ ଇସ୍ତଫା ଦେଇଛନ୍ତି। ଚାମ୍ପିଅନ୍ସ ଟ୍ରଫିରେ ଇଂଲଣ୍ଡ…

ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରିପାରନ୍ତି ପାକିସ୍ତାନର ସିନିୟର ଖେଳାଳି

ଲାହୋର, ୨୮ା୨: ଆଇସିସି ଚାମ୍ପିୟନ୍ସ ଟ୍ରଫିରୁ ପାକିସ୍ତାନ ଦଳର ଲଜ୍ଜାଜନକ ପରାଜୟ ପରେ ଦଳର କେତେଜଣ ସିନିୟର ଖେଳାଳି ଆସନ୍ତା ମାସରେ ହେବାକୁଥିବା ନ୍ୟୁଜିଲାଣ୍ଡ ଟୁର୍‌ରୁ ଓହରି ଯାଇପାରନ୍ତି। ଆୟୋଜକ ପାକିସ୍ତାନ ଇଭେଣ୍ଟରେ ଗୋଟିଏ ହେଲେ ମ୍ୟାଚ ଜିତିପାରି ନାହିଁ। ଦଳ…

ମେ ୨୯ରୁ ଅଲ୍ଟିମେଟ ଟେବୁଲ ଟେନିସର ଷଷ୍ଠ ସିଜନ

ନୂଆଦିଲ୍ଲୀ,୨୮ା୨: ଅଲ୍ଟିମେଟ ଟେବୁଲ ଟେନିସ (ୟୁଟିଟି)ର ଷଷ୍ଠ ସଂସ୍କରଣ ଅହମ୍ମଦାବାଦରେ ଆସନ୍ତା ମେ ୨୯ରୁ ଜୁନ ୧୫ ପର୍ଯ୍ୟନ୍ତ ଖେଳାଯିବ। ଏ ନେଇ ଆୟୋଜକଙ୍କ ପକ୍ଷରୁ ଶୁକ୍ରବାର କୁହାଯାଇଛି। କବାଡି ବିଶ୍ୱକପ ଓ ୨୦୧୯ ଇଣ୍ଟରକଣ୍ଟିନେଣ୍ଟାଲ କପ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ…

ରଣଜୀ ଟ୍ରଫି ଫାଇନାଲ: ବିଦର୍ଭ ଇନିଂସ ଅଗ୍ରଣୀ

ନାଗପୁର,୨୮ା୨: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ କେରଳ ବିପକ୍ଷରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲରେ ବିଦର୍ଭ ଇନିଂସ ଅଗ୍ରଣୀ ହାସଲ କରିଛି। ପ୍ରଥମ ଇନିଂସରେ ବିଦର୍ଭ ୩୭୯ ରନ୍‌ କରିଥିବା ବେଳେ କେରଳ ତା’ର ଅସମାପ୍ତ ସ୍କୋର ୧୩୧/୩ରୁ ବ୍ୟାଟିଂ ଆରମ୍ଭ…

IND vs NZ: ପାକିସ୍ତାନକୁ ହରାଇବା ପରେ ଇତିହାସ ରଚିବେ Virat Kohli! ଟାର୍ଗେଟରେ ୧-୨ ନୁହେଁ ରହିଛି ଏତିକି ରେକର୍ଡ

ନୂଆଦିଲ୍ଲୀ,୨୮।୨: ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତୀୟ ଦଳର ସବୁଠାରୁ ବଡ଼ ଚିନ୍ତା ଥିଲା ବିରାଟ କୋହଲିଙ୍କ ଫର୍ମ। ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ଭେଟିଥିଲା। ଏହି ମ୍ୟାଚରେ ବିରାଟ କୋହଲିଙ୍କ ବ୍ୟାଟ କାମ କରିନଥିଲା। ବିରାଟ 3୩୮ଟି ବଲର ସମ୍ମୁଖୀନ…

ଚାମ୍ପିଅନ୍ସ ଟ୍ରଫିର ମୋର ଅନ୍ତିମ ICC ଟୁର୍ନାମେଣ୍ଟ, ଏଭଳି ଖୁଲାସା କରି ଚମକାଇଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୨୮।୨: ଚାମ୍ପିଅନ୍ସ ଟ୍ରଫି ମୋର ଅନ୍ତିମ ଆଇସିସି ଟୁର୍ନାମେଣ୍ଟ। ଏଭଳି କିଛି କହି ଚର୍ଚ୍ଚାରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍‌ ରାସି ଭାନ୍‌ ଡେର୍‌ ଡୁସେନ୍‌। ଇଂଲଣ୍ଡ ବିପକ୍ଷ ଚାମ୍ପିଅନ୍ସ ଟ୍ରଫିରେ ଅନ୍ତିମ ମୁକାବିଲା ପୂର୍ବରୁ ବ୍ୟାଟ୍ସମ୍ୟାନ୍‌ ବଡ଼ ଖୁଲାସା କରିଛନ୍ତି। ଏହା…

ଟିମ ଇଣ୍ଡିଆ ପ୍ରଶଂସକଙ୍କ ପାଇଁ ଖୁସି ଖବର! ଶୁବମନ ଗିଲଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୮।୨: ଶୁବମନ ଗିଲ ଟିମ ଇଣ୍ଡିଆର ଜଣେ ଶକ୍ତିଶାଳୀ ଖେଳାଳି। ସେ ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ବାଂଲାଦେଶ ବିପକ୍ଷରେ ଏକ ଶତକ ହାସଲ କରିଥିଲେ। ଗିଲ ଅସୁସ୍ଥ ଥିବାର ଖବର ଆସିଥିଲା। ଏହି କାରଣରୁ, ଶୁବମନ ଟ୍ରେନିଂ ସେସନରେ ମଧ୍ୟ ଯୋଗ…

‘ବାବର ଆଜମଙ୍କ ବାପା ହେଉଛନ୍ତି ବିରାଟ କୋହଲି’ , ଏମିତି କହି ଚର୍ଚ୍ଚାକୁ ଆସିଲେ…

  ନୂଆଦିଲ୍ଲୀ,୨୮।୨: ପ୍ରାୟ ୨୯ ବର୍ଷ ପରେ, ପାକିସ୍ତାନକୁ କୌଣସି ଆଇସିସି ଟୁର୍ନାମେଣ୍ଟର ଆୟୋଜନ ମିଳିଥିଲା। ପାକିସ୍ତାନ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରୁଛି। କିନ୍ତୁ ଟୁର୍ନାମେଣ୍ଟ ଆରମ୍ଭ ହେବାର ମାତ୍ର ୫ ଦିନ ପରେ ପାକିସ୍ତାନର ଯାତ୍ରା ଶେଷ ହୋଇଗଲା।…

IND vs PAK: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସି ଖବର, ଚାମ୍ପିଅନ୍ସ ଟ୍ରଫି ପରେ ୩ ଥର ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ, ୨୮।୨: ନିକଟରେ ଭାରତ ଏବଂ ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫିରେ ମୁହାଁମୁହିଁ ହୋଇଥିଲେ। ଭାରତୀୟ ପାକିସ୍ତାନକୁ ସହଜରେ ପରାସ୍ତ କରିଥିଲା। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଚାମ୍ପିଅନ୍ସ ଟ୍ରଫିର ସେମିଫାଇନାଲରେ ପହଞ୍ଚିଛି, କିନ୍ତୁ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନର ଯାତ୍ରା ଶେଷ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?