କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!
ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ରିପୋର୍ଟ ଅନୁଯାୟୀ, ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ…
ଗୋଲ୍ଡେନ ବୁଟ୍ ରେସ୍ରେ ଏହି ୩ ଖେଳାଳି, ଜାଣନ୍ତୁ…
ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍ରେ ଗୋଲ୍ଡେନ ବୁଟ୍ ରେସରେ ସାମିଲ ହୋଇଛନ୍ତି। ଏହି ଦୁଇ ଗୋଲ ସହ ଚଳିତ ବିଶ୍ୱକପ୍ରେ ତାଙ୍କ ଗୋଲ ସଂଖ୍ୟା ୭କୁ…
କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର
ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ ସଂଘର୍ଷ କରୁଥିଲେ ଏବଂ ଭାରତରେ ଚିକିତ୍ସାଧୀନ ଥିଲେ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ମଙ୍ଗଳବାର…
MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…
ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ ଜଗତରେ ତାଙ୍କ ଅନନ୍ୟ ପରିଚୟ ମାଧ୍ୟମରେ ଅର୍ଜନ କରିଥିବା ଧୋନୀଙ୍କ ଜନ୍ମ ୭…
Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ ମ୍ୟାଚ ପାଇଁ ପ୍ରସ୍ତୁତ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆଜି ଅର୍ଥାତ ମଙ୍ଗଳବାର…
କାହିଁକି ଫୋନ୍ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା
ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ। କ୍ରିକେଟ ପଡ଼ିଆରେ ଧୋନୀ ଯେଉଁ ଇତିହାସ ସୃଷ୍ଟି କରିଥିଲେ ତାହା ସମଗ୍ର ବିଶ୍ୱ…
ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର
ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ ୦-୧ ପଛରେ ଥିବା ଭାରତୀୟ ଦଳ ପାଇଁ ଏହା ଏକ କର ବା…
ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!
ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ ପ୍ରଶଂସକମାନେ ଆଶ୍ଚର୍ଯ୍ୟ ହୋଇଛନ୍ତି। ଗତ କିଛି ମ୍ୟାଚରେ ସଞ୍ଜୁ ଫର୍ମରେ ନଥିଲେ ସତ,…
ରୋନାଲ୍ଡୋଙ୍କ ବିଶ୍ୱକପ୍ ସ୍ବପ୍ନ ଶେଷ: ବିଶ୍ୱକପ୍ରୁ ବିଦା ହେଲା ପର୍ତ୍ତୁଗାଲ
ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୨୦୧୦ ପରେ ପୂର୍ବତନ ଚାମ୍ପିୟନ ସ୍ପେନ ପ୍ରଥମ…
ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍
ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ ବିଶ୍ୱକପ୍ ବିଜୟୀ ଉଇକେଟକିପର-ବ୍ୟାଟର ସଞ୍ଜୁ ସାମସନଙ୍କୁ ଏଥିରୁ ବାଦ୍ ଦେଇଥିବା ବେଳେ ଦଳରେ…
କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ
ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ ଚଳିତ ଫିଫା ବିଶ୍ୱକପ୍ରେ ପ୍ରି-କ୍ୱାର୍ଟରରେ ଶେଷ ହୋଇଛି। ସୋମବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ମ୍ୟାଚ୍ରେ…
W, W, W, W..ଡବଲ୍ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍
ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି ଖେଳାଳି ଏହି ସଫଳତା ହାସଲ କରିଥିଲେ। ଶାନାକା ସିଆଟେଲ ଅର୍କାସ ପାଇଁ ଖେଳୁଛନ୍ତି।…

