ଖେଳ

ଲଜ୍ଜାଜନକ ପରାଜୟ ପରେ ଆକ୍ସନ ମୋଡ୍‌ରେ ବିସିସିଆଇ: ଦୀପାବଳି ଦିନ ମଧ୍ୟ…

ନୂଆଦିଲ୍ଲୀ,୨୮।୧୦:ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ସିରିଜରେ ୨-୦ ଅଗ୍ରଣୀ ହାସଲ କରିଛି। ଟିମ ଇଣ୍ଡିଆର ପରାଜୟ ପରେ ଅନେକ ଲଜ୍ଜାଜନକ ଘଟଣା ଘଟିଛି। କ୍ୟାପଟେନ ରୋହିତ ଶର୍ମା ମଧ୍ୟ…

ନ୍ୟୁଜିଲାଣ୍ଡ ଟେଷ୍ଟ ଭିତରେ ଆସିଲା ବଡ଼ ଖବର, ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଲକ୍ଷ୍ମଣ କୋଚ୍

ମୁମ୍ବାଇ,୨୮ା୧୦: ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚକୁ ୧୧୩ ରନରେ ଜିତି ଐତିହାସିକ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଅନେକ ଦିନ ପରେ ଭାରତ ଘରୋଇ ମାଟିରେ ଟେଷ୍ଟ ସିରିଜ ପରାଜୟର ସାମ୍ନା କରିଛି। ଏହାରି ମଧ୍ୟରେ ଆଗକୁ ହେବାକୁ ଥିବା…

ଚମ୍ପିଆନ୍ସ ଟ୍ରଫି ପୂର୍ବରୁ ପାକିସ୍ତାନ ଦଳରେ ପରିବର୍ତନ; ମହମ୍ମଦ ରିଜୱାନଙ୍କୁ ମିଳିଲା ଅଧିନାୟକ ପଦ

ନୂଆଦିଲ୍ଲୀ,୨୭ା୧୦: ପାକିସ୍ତାନ କ୍ରିକେଟ ବୋର୍ଡ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଦଳରେ ବଡ ପରିବର୍ତନ କରିଛି। ବାବର ଦିନିକିଆ ଏବଂ ଟି୨୦ କ୍ରିକେଟରୁ ଅବସର ନେବା ପରେ ଏବେ ରିଜୱାନଙ୍କୁ ସୀମିତ ଓଭର ମୂଳବୀଲା ପାଇଁ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆ…

ବିନା ଅଧିନାୟକରେ ଟିମ୍ ଘୋଷଣା କଲା ପାକିସ୍ତାନ; ଜିମ୍ବାୱେ ଗସ୍ତରୁ ବାଦ ପଡ଼ିଲେ ବାବର-ଶାହୀନ

ନୂଆଦିଲ୍ଲୀ,୨୭ା୧୦: ଜିମ୍ବାୱେ ଏବଂ ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦଳ ଘୋଷଣା କରିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ପୂର୍ବତନ ଅଧିନାୟକ ବାବର ଆଜମଙ୍କୁ ଜିମ୍ବାୱେ ଗସ୍ତ ପାଇଁ ଦଳରେ ସାମିଲ କରାଯାଇନାହିଁ। ଦ୍ରୁତ ବୋଲର ଶାହୀନ ଆଫ୍ରିଦି ଏବଂ ନସିମ ଶାହାଙ୍କୁ ମଧ୍ୟ…

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ ନାହିଁ, ସେଥିରେ ଧନବାଦର ଟୁଣ୍ଡି ଏବଂ ସାହେବଗଞ୍ଜର ବରହେଟ୍‌ ଆସନ ରହିଛି। ଭାଜପା ଏଠାରେ…

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍‌ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ…

ଇତିହାସ ରଚିଦେଲା ନ୍ୟୁଜିଲାଣ୍ଡ, ୧୨ ବର୍ଷ ପରେ ଘରୋଇ ମାଟିରେ ହାରିଲା ଟିମ୍‌ ଇଣ୍ଡିଆ

ପୁଣେ,୨୬।୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର…

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି ସିରିଜ ପାଇଁ ଦ୍ରୁତ ବୋଲର ମହମ୍ମଦ ଶାମି ଟିମ ଇଣ୍ଡିଆରେ ସ୍ଥାନ ହରାଇଲେ। ଏବେ…

ସଙ୍କଟରେ ଟିମ୍‌ ଇଣ୍ଡିଆ: ସ୍ପିନ୍‌ ଖେଳିବାରେ ବିଫଳ

ପୁଣେ, ୨୬।୧୦:କ୍ୱାଲିଟି ସ୍ପିନ୍‌ ବୋଲିଂକୁ ମୁକାବିଲା କରିବାରେ ଭାରତୀୟ ବ୍ୟାଟରଙ୍କ ବିଫଳତା ପଦାରେ ପଡ଼ିଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ମାତ୍ର ୧୫୬ ରନରେ ଅଲ୍‌ଆଉଟ ହୋଇଛି ଟିମ୍‌ ଇଣ୍ଡିଆ। ଫଳରେ ଘରୋଇ ମାଟିରେ ନ୍ୟୁଜିଲାଣ୍ଡଠାରୁ ସର୍ବପ୍ରଥମ ଟେଷ୍ଟ…

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ, ୨୬।୧୦:ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦିଲ୍ଲୀ ସ୍ପିଡ୍‌ଷ୍ଟର ହର୍ଷିତ ରାଣା ଓ ଆନ୍ଧ୍ର ସିମ୍‌ ବୋଲିଂ ଅଲ୍‌ରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ପ୍ରଥମଥରପାଇଁ ୧୮ ଜଣିଆ ଦଳରେ ସାମିଲ କରାଯାଇଛି।…

ଖୋ ଖୋ ବିଶ୍ୱକପ୍‌ରେ ଭାଗ ନେବେ ୨୪ ଦେଶ

ନୂଆଦିଲ୍ଲୀ, ୨୬ା୧୦: ସ୍ଥାନୀୟ ଇନ୍ଦିରାଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଆସନ୍ତାବର୍ଷ ଜାନୁଆରୀ ୧୩ରୁ ୧୯ ତାରିଖ ପର୍ଯ୍ୟନ୍ତ ଖୋଖୋ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିରେ ଇଂଲଣ୍ଡ, ଜର୍ମାନୀ, ନେଦରଲାଣ୍ଡ୍ସ ଓ ଆମେରିକା ସମେତ ୨୪ଟି ଦେଶର ଦଳ ଭାଗ ନେବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri