ଖେଳ

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗ ନେବ ଭାରତ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଭାରତୀୟ କୁସ୍ତି ଦଳ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ। ସରକାର ଶୁକ୍ରବାର ଏହା ସ୍ପଷ୍ଟ କରିଛନ୍ତି। ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ(ଡବ୍ଲ୍ୟୁଏଫ୍‌ଆଇ) ବୁଧବାର ଆଗାମୀ ବିଶ୍ୱ ଚାମ୍ପିୟନଶିପ୍‌ରୁ ଭାରତୀୟ ଦଳକୁ ପ୍ରତ୍ୟାହାର କରିନେଇଥିଲା। ଫଳତଃ ଏହାଦ୍ୱାରା ପ୍ରଭାବିତ ସମସ୍ତ ୧୨…

ଟେଷ୍ଟ ଖେଳିବାକୁ ଆଶା ରଖିଥିବା ଓ୍ବାର୍ନରଙ୍କୁ ନେଇ କ୍ରିକେଟ ଅଷ୍ଟ୍ରେଲିଆର ବଡ଼ ନିଷ୍ପତ୍ତି

ସିଡନୀ,୨୫।୧୦: କ୍ରିକେଟ ଅଷ୍ଟ୍ରେଲିଆ ଭେଟେରାନ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନରଙ୍କ ଉପରେ ଲଗାଯାଇଥିବା ଆଜୀବନ ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିଲାଗି ଟେଷ୍ଟ କ୍ରିକେଟରୁ ଅବସର ନେଇଥିବା ଏହି ବ୍ୟାଟ୍ସମ୍ୟାନ୍‌ ଟି୨୦ ବିଗ୍‌ ବ୍ୟାଶ୍‌ ଲିଗ୍‌ରେ ସିଡନୀ ଥଣ୍ଡର୍ସର ଅଧିନାୟକ ହୋଇପାରିବେ। ୨୦୧୮ରେ ଦକ୍ଷିଣ…

ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ପ୍ରଥମ ଭାରତୀୟ ଭାବେ…

ପୁଣେ,୨୫।୧୦: ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜୟସ୍ବାଲ ୨୦୨୪ରେ ଟେଷ୍ଟ କ୍ରିକେଟରେ ୧୦୦୦ ରନ୍‌ ପୂରଣ କରିଥିବା ଦ୍ୱିତୀୟ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ବାମହାତୀ ଏହି ବ୍ୟାଟ୍ସମ୍ୟାନ୍‌ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟର ଦ୍ୱିତୀୟ ଦିନରେ ଏହି ଉପଲବ୍ଧି ହାସଲ କରିଛନ୍ତି। ତେବେ ସେ…

ସାଣ୍ଟନର୍‌ଙ୍କ ଆଗରେ ମୁଣ୍ଡ ନୁଆଁଇଲା ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡର ଦବ୍‌ଦବା ଜାରି

ପୁଣେ,୨୫।୧୦: ଭାରତ-ନ୍ୟୁଜିଲାଣ୍ଡ ପୁଣେ ଟେଷ୍ଟରେ ଦ୍ୱିତୀୟ ଦିନର ଖେଳ ଶେଷ ହେବା ବେଳକୁ ନ୍ୟୁଜିଲାଣ୍ଡ ୫ ଉଇକେଟ ହରାଇ ୧୯୮ ରନ ସଂଗ୍ରହ କରିଥିଲା। ଦ୍ୱିତୀୟ ଇନିଂସରେ ନ୍ୟୁଜିଲାଣ୍ଡର ମୋଟ ଅଗ୍ରଣୀ ବର୍ତ୍ତମାନ ୩୦୧ ରନ୍‌ରେ ପହଞ୍ଚିଛି। ଏହି କାରଣରୁ କିୱି…

ମୁଁ ଖୁବ୍‌ଶୀଘ୍ର କରିବି ବଡ଼ ଘୋଷଣା:ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପୋଷ୍ଟକୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ଦଳର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବ୍ରେକ୍‌ରେ ଅଛନ୍ତି। କିନ୍ତୁ ଶୁକ୍ରବାର ସେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଚଳିତ ବର୍ଷ ପାଣ୍ଡ୍ୟାଙ୍କ ପାଇଁ ଅତ୍ୟନ୍ତ ଖରାପ ଥିଲା। ଆଇପିଏଲରେ…

କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌

ପୁଣେ,୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷରେ ପୁଣେ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ କୋହଲି କିଛି ବିଶେଷ କରିପାରି ନ ଥିଲେ। ସେ ମାତ୍ର ଏକ ରନ ସ୍କୋର କରି ଆଉଟ ହୋଇଥିଲେ। ୧୫୬ ରନ ସ୍କୋରରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ଅଲଆଉଟ…

ଦ୍ୱିତୀୟ ଟେଷ୍ଟରେ ପୁଣି ଭାରତର ବ୍ୟାଟିଂ ବିପର୍ଯ୍ୟୟ; ୧୫୬ ରେ ଅଲଆଉଟ

ପୁଣେ,୨୫ା୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ (ଏମସିଏ) ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଖେଳାଯାଉଛି। ଶୁକ୍ରବାର ମ୍ୟାଚର ଦ୍ୱିତୀୟ ଦିନ। ବର୍ତ୍ତମାନ ନ୍ୟୁଜିଲାଣ୍ଡ ଦଳ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଛି। ଟମ୍ ଲାଥାମ୍ ଏବଂ ରାଚିନ୍…

ଷ୍ଟାଡିୟମ୍‌ରେ ପାଣି ପାଇଁ ହାହାକାର: ୨୦ ଦର୍ଶକ ମେଡିକାଲ୍‌ରେ ଆଡମିଟ୍‌

ପୁଣେ,୨୫ା୧୦: ପାଣି ବୋତଲ ପହଞ୍ଚିବାରେ ବିଳମ୍ବ କାରଣରୁ ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟେଷ୍ଟରେ ଦର୍ଶକଙ୍କୁ ହଇରାଣ ହେବାକୁ ପଡିଛି। ଷ୍ଟାଡିୟମରେ ପାଣି ଅଭାବ ଯୋଗୁ ପରିସ୍ଥିତି ବିଗିଡି ଚାଲିଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ପାଣି ଅଭାବରୁ ପ୍ରାୟ ୨୦ ଜଣଙ୍କୁ ଡାକ୍ତରଖାନାରେ…

ବଡ଼ ଅଫର୍‌କୁ ନା କହିଲେ କେଏଲ୍‌ ରାହୁଲ: ଆଇପିଏଲ କ୍ୟାରିୟର୍‌କୁ ନେଇ ଉଠିଲା ପ୍ରଶ୍ନ

ନୂ୍‌ଆଦିଲ୍ଲୀ,୨୫।୧୦: ଆଇପିଏଲ ମେଗା ନିଲାମ ୨୦୨୫ ପୂର୍ବରୁ ଲକ୍ଷୌ ସୁପର ଜିଆଣ୍ଟସ(ଏଲ୍‌ଏସ୍‌ଜି)ରେ କେ.ଏଲ ରାହୁଲଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏଲ୍‌ଏସ୍‌ଜି ଅଧିନାୟକ କେ.ଏଲ ରାହୁଲଙ୍କୁ ବଜାୟ ରଖି ନା ଛାଡିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। କୁହାଯାଉଛି, କେ.ଏଲ…

ସ୍ତନ କର୍କଟ ବିଜ୍ଞାପନ ଦେଇ ଫସିଲା ଯୁବରାଜ ସିଂଙ୍କ ଏନ୍‌ଜିଓ

ନୂଆଦିଲ୍ଲୀ,୨୫ା୧୦:ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ଏନ୍‌ଜିଓ ‘ୟୁଓ୍ବିକ୍ୟାନ୍‌’ ପକ୍ଷରୁ ସ୍ତନ କର୍କଟ ସଚେତନତା ପାଇଁ ଦିଲ୍ଲୀ ମେଟ୍ରୋରେ ଦିଆଯାଇଥିବା ବିବାଦୀୟ ବିଜ୍ଞାପନ ସମାଲୋଚିତ ହୋଇଛି। ଉକ୍ତ ବିଜ୍ଞାପନରେ ସ୍ତନକୁ ‘ଅରେଞ୍ଜ’ ଭାବେ ଦର୍ଶାଯାଇଥିଲା। ଏଭଳି ଲଜ୍ଜାକର ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ…

ବିଶ୍ୱ ଚାମ୍ପିୟନକୁ ଧୂଳି ଚଟେଇଲା ଭାରତ: ନେଲା ବିଶ୍ୱକପ୍‌ ପରାଜୟର ବଦ୍‌ଲା

ଅହମଦାବାଦ,୨୪ା୧୦: ଦିନକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳର ଦୁଇ ପଦାର୍ପଣକାରୀ ଖେଳାଳି ସାଇମା ଠାକୁର ଓ ତେଜଲ ହସବନିସ୍‌ ପ୍ରଭାବୀ ପ୍ରଦର୍ଶନ କରିଥିବା ବେଳେ ଟି୨୦ରେ ବିଶ୍ୱ ଚାମ୍ପିୟନ ନ୍ୟୁଜିଲାଣ୍ଡକୁ ୫୯ ରନ୍‌ରେ ପରାସ୍ତ କରିଛି ଭାରତ। ଟସ୍‌…

ପୁଣେ ଟେଷ୍ଟରେ ହେଲା ଅଜବ କାରନାମା: ଗୋଟିଏ ସହରର ୨ ବୋଲର କଲେ ଚମତ୍କାର

ପୁଣେ,୨୪।୧୦:ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ଭାରତ ବିପକ୍ଷରେ ପୁଣେ ଟେଷ୍ଟରେ ୨୫୯ ରନ ସ୍କୋର କରି ଆଉଟ ହୋଇଥିଲେ। ଏହି ସମୟରେ ୱାଶିଂଟନ ସୁନ୍ଦର ଭାରତ ପାଇଁ ସାଂଘାତିକ ବୋଲିଂ କରିଥିଲେ। ସେ ୭ ଉଇକେଟ ନେଇଥିଲେ। ଦୀର୍ଘ ଦିନ ପରେ ସୁନ୍ଦର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri