ଖେଳ

ଓ୍ବାଶିଂଟନ୍‌ ସୁନ୍ଦରଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡ ୨୫୯ ରନ୍‌ରେ ଅଲଆଉଟ

ପୁଣେ,୨୪ା୧୦(ପି.ଟି.): ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ କ୍ରିକେଟ ଦଳ ୨୫୯ ରନ୍‌ରେ ଅଲଆଉଟ ହୋଇଛି। ଜବାବରେ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୧ ଉଇକେଟରେ ୧୬ ରନ୍‌ ସ୍କୋର କରିଛି। ଭାରତ ପକ୍ଷରୁ ଓ୍ବାଶିଂଟନ୍‌ ସୁନ୍ଦର…

ରୋହିତ ଶର୍ମାଙ୍କ ରେକର୍ଡ ଭାଙ୍ଗିଲେ ଏହି ଜିମ୍ବାଓ୍ବେ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୧୦:ଜିମ୍ବାୱେ ଗାମ୍ବିଆ ବିପକ୍ଷରେ ଇତିହାସ ସୃଷ୍ଟି କରିଛି। ଗାମ୍ବିଆ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ଜିମ୍ବାୱେ ସର୍ବାଧିକ ସ୍କୋରର ରେକର୍ଡ ସୃଷ୍ଟି କରିଛି। ଜିମ୍ବାୱେ ୨୦ ଓଭରରେ ୩୪୪ ରନ ସ୍କୋର କରିଥିଲା। ଜିମ୍ବାୱେ ଅଧିନାୟକ ସିକନ୍ଦର ରଜା ମାତ୍ର ୩୩…

ମାତ୍ର ୨୯ ବର୍ଷ ବୟସରେ ଅବସର ନେଲେ ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ରାଣୀ ରାମପାଲ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହିତ ତାଙ୍କର ୧୬ ବର୍ଷ ଲମ୍ବା କ୍ୟାରିୟରର ଅନ୍ତ ଘଟିଛି। ହରିୟାଣାର ଏକ ଛୋଟିଆ ସହରରୁ ଆସିଥିବା ରାଣୀ ଅନେକଙ୍କ ପାଇଁ ପ୍ରେରଣା…

ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍‌ରେ ହେଲେ ‘ନମ୍ବର ୧’…

ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ ୟଙ୍ଗଙ୍କୁ ଆଉଟ୍‌ କରି ନିଜ ନାମରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନର ନାଥାନ…

ଆଇପିଏଲ ମେଗା ନିଲାମୀରେ ସାମିଲ ହେବେ ଋଷଭ ପନ୍ତ! ଆରସିବିରେ ସାମିଲ କରିବାକୁ ବିରାଟ ଆଗ୍ରହୀ

ନୂଆଦିଲ୍ଲୀ,୨୪।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଆଗାମୀ ସିଜିନ୍ ପାଇଁ ଖୁବଶୀଘ୍ର ମେଗା ନିଲାମ ହେବାକୁ ଯାଉଛି। ରିପୋର୍ଟ ଅନୁସାରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ତଥା ଭାରତୀୟ ଦଳର ଷ୍ଟାର ଉଇକେଟ ବ୍ୟାଟର ଋଷଭ ପନ୍ତ ନିଲାମୀରେ ସାମିଲ ହୋଇପାରନ୍ତି। ଋଷଭ…

IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍‌ର ଟସ୍‌ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ ଚୟନ କରିଛି। ଅର୍ଥାତ ଭାରତୀୟ ଟିମ୍‌ ପ୍ରଥମେ ବୋଲିଂ କରିବ। ମ୍ୟାଚ୍‌ ଲାଗି ନ୍ୟୁଜିଲାଣ୍ଡ…

୨୦ ଓଭରରେ ୩୪୪ ରନ୍‌ କରି ବିଶ୍ୱ ରେକର୍ଡ କଲା ଏହି ଟିମ୍‌

ନୂଆଦିଲ୍ଲୀ,୨୩।୧୦: ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ସବୁଠାରୁ ବଡ଼ ସ୍କୋରର ନୂଆ ରେକର୍ଡ କରିଛି ଜିମ୍ବାଓ୍ବେ। ସିକନ୍ଦର ରାଜାଙ୍କ ଅଧିନାୟକତ୍ୱରେ ଦଳ ଗାମ୍ବିଆ ବିପକ୍ଷ ଟି୨୦ ମ୍ୟାଚ୍‌ରେ ୩୪୪ ରନ୍‌ର ଇନିଂସ ଖେଳି ବିଶ୍ୱ ରେକର୍ଡ କରିଛି। ଏହାପୂର୍ବରୁ ଏହି ରେକର୍ଡ…

କୋହଲିଙ୍କୁ ପଛରେ ପକାଇଲେ ପନ୍ତ, ଏବେ ହେବ ଆର୍‌ସିବିରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୨୩।୧୦: ଟିମ୍‌ ଇଣ୍ଡିଆ ଉଇକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ପୁଣିଥରେ ଫର୍ମକୁ ଫେରିଛନ୍ତି। ବାଲାଂଦେଶ ବିପକ୍ଷ ଟେଷ୍ଟରେ ଶତକ ଲଗାଇବା ପରେ ଏବେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଜବରଦସ୍ତ ଇନିଂସ ଖେଳିଛନ୍ତି। ସେ ଶତକ କରିବାରୁ ବଞ୍ଚିତ ହୋଇଥିଲେ ହେଁ ସଦ୍ୟ…

ପାକିସ୍ତାନ କୋଚ୍‌ଙ୍କ ସ୍ଥାନ ନେବେ ପାର୍ଥିବ ପଟେଲ, ହେବେ ଏହି ଦଳର ବ୍ୟାଟିଂ କୋଚ୍‌…

ନୂଆଦିଲ୍ଲୀ,୨୨।୧୦: ପୂର୍ବତନ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସେ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନର ହ୍ବାଇଟ-ବଲ୍‌ ମୁଖ୍ୟ ପ୍ରଶିକ୍ଷକ ଗ୍ୟାରି କିର୍ଷ୍ଟେନଙ୍କ ସ୍ଥାନ ନେବାକୁ ଯାଉଛନ୍ତି। ଗ୍ୟାରି କିର୍ଷ୍ଟେନ ଆଇପିଏଲ୍‌ର…

ପନ୍ତଙ୍କୁ ନିଜର ‘ଗୁରୁ’ ମାନିଲେ ଶାମି, ଦେଲେ ବଡ଼ ବୟାନ 

ନୂଆଦିଲ୍ଲୀ,୨୨।୧୦: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ଶାମୀ ବର୍ତ୍ତମାନ ଆହତ ସମସ୍ୟାକୁ ନେଇ ଏନ୍‌ସିଏରେ ଅଛନ୍ତି। ଦିନିକିଆ ବିଶ୍ୱକପ୍‌ ୨୦୨୩ ପରେ ସେ ମଇଦାନକୁ ଓହ୍ଲାଇ ନାହାନ୍ତି। ଫେବୃଆରୀ ୨୦୨୪ରେ ସେ ନିଜର ସର୍ଜରୀ କରାଇଥିବା ବେଳେ ପୁଣି ଥରେ…

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ ଆସୁଥିବାରୁ ଏହି ସିରିଜରେ ଅଷ୍ଟ୍ରେଲିଆ ଜିତିବା ଲାଗି ଆଶା ବାନ୍ଧିଛି। ଏହାକୁ ନେଇ ପ୍ୟାଟ…

ଭାରତକୁ ବଡ଼ ଝଟ୍‌କା: କମନୱେଲଥ ଗେମ୍ସରୁ ଏହି ୫ ଖେଳକୁ ଦିଆଗଲା ବାଦ୍‌

ଗ୍ଲାସ୍‌ଗୋ,୨୨ା୧୦: କମନୱେଲଥ ଗେମ୍ସରେ ଭାରତର ପଦକ ସମ୍ଭାବନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଆୟୋଜକ ସହର ଗ୍ଲାସ୍‌ଗୋ ୨୦୨୬ ସଂସ୍କରଣରୁ କ୍ରିକେଟ, ହକି, ବ୍ୟାଡମିଣ୍ଟନ, ରେସଲିଂ ଏବଂ ଶୁଟିଂ ଭଳି ପ୍ରମୁଖ କ୍ରୀଡାକୁ ବାଦ୍‌ ଦେଇଛି। ୨୦୨୬ରେ ଅନୁଷ୍ଠିତ ହେବାକୁ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri