ଅବସରକୁ ନେଇ ଅଶ୍ୱିନଙ୍କ ବଡ଼ ବୟାନ, କହିଲେ ‘ମୁଁ ଆହୁରି ଖେଳିବାକୁ ଚାହୁଁଥିଲି ହେଲେ…’
ନୂଆଦିଲ୍ଲୀ,୧୫।୧: ଭାରତୀୟ କ୍ରିକେଟ ଟିମ୍ର ଭେଟେରାନ୍ ବୋଲର୍ ରବିଚନ୍ଦ୍ରନ ଅଶ୍ୱିନ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବର୍ଡର ଗାଭାସ୍କର ଟ୍ରଫି ମଝିରେ ହଠାତ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚମକାଇଥିଲେ। ତାଙ୍କର ଏଭଳି ବଡ଼ ନିଷ୍ପତ୍ତି ପଛରେ କ’ଣ କାରଣ ଥିଲା ଏହାକୁ ନେଇ…
ଟିମ୍ ଇଣ୍ଡିଆର ମହିଳା ଶକ୍ତି: ଦିନିକିଆରେ କଲେ ବଡ଼ ରେକର୍ଡ, ଯାହା ପୁରୁଷ ଟିମ୍ କେବେ କରିପାରି ନାହିଁ
ରାଜକୋଟ,୧୫।୧: ଭାରତର ମହିଳା କ୍ରିକେଟ୍ ଦଳ ବୁଧବାର (ଜାନୁଆରୀ ୧୫) ରାଜକୋଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ତୃତୀୟ ଏକଦିବସୀୟ ମ୍ୟାଚ୍ କୁ ୩୦୪ ରନରେ ଜିତି ସିରିଜରେ ୩-୦ରେ ମୂଳ ପଛ କରିଛି। କିନ୍ତୁ ଏହି ମ୍ୟାଚ୍ରେ ଟିମ୍ ଇଣ୍ଡିଆ ଯାହା ପୁରୁଷ…
ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ ଇଭେଣ୍ଟରେ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିଲେ।…
ପିଏଙ୍କ ପାଇଁ ପୁଣି ଟାର୍ଗେଟରେ ଗମ୍ଭୀର, ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୧: ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୨୫ପୂର୍ବରୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ଘରୋଇ ସିରିଜ ଏବଂ ଅଷ୍ଟ୍ରେଲିଆରେ ବର୍ଡର-ଗାଭାସ୍କର ଟ୍ରଫିରେ ଖରାପ ପ୍ରଦର୍ଶନ ଯୋଗୁ ଗମ୍ଭୀର ପୂର୍ବରୁ ଚାପରେ…
ଉତ୍କ୍ଷିପ୍ତ ହୋଇ କ୍ୟାମେରା ଭାଙ୍ଗିଦେଲେ ଏହି ଖେଳାଳି
ମେଲବୋର୍ନ,୧୪।୧: ଅଷ୍ଟ୍ରେଲିଆନ ଓପନ ଟେନିସରେ ଡାନିଲ ମେଡ୍ଭେଡେଭ ତାଙ୍କ ର଼୍ୟାକେଟରେ ନେଟ୍ରେ ସଂଯୁକ୍ତ ଥିବା ଏକ କ୍ଷୁଦ୍ର କ୍ୟାମେରାକୁ ଭାଙ୍ଗି ଦେଇଛନ୍ତି। ରଡ୍ ଲାଭର ଆରେନାଠାରେ ଖେଳାଯାଇଥିବା ଏକ ପ୍ରଥମ ରାଉଣ୍ଡ ମ୍ୟାଚରେ ଜଣେ ୪୧୮ତମ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି କାସିଡିଟ୍ ସାମ୍ରେଜଙ୍କଠାରୁ…
ରଣଜୀ ଦଳ ସହ ଅଭ୍ୟାସ କଲେ ରୋହିତ
ମୁମ୍ବାଇ,୧୫।୧: ସମ୍ପ୍ରତି ଖରାପ ଫର୍ମ ଦେଇ ଗତି କରୁଥିବା ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ମଙ୍ଗଳବାର ଏଠାରେ ମୁମ୍ବାଇ ରଣଜୀ ଟ୍ରଫି ଦଳ ସହ ଅଭ୍ୟାସ କରିଛନ୍ତି। ଚଳିତ ମାସ ୨୩ ତାରିଖରୁ ରଣଜୀ ଟ୍ରଫିର ଅବଶିଷ୍ଟ ମ୍ୟାଚ ପୁଣି…
ବିସିସିଆଇ ଛାଟ! ୭ ବର୍ଷ ପରେ ରଣଜୀ ଟ୍ରଫି ପାଇଁ ଖେଳିବେ ପନ୍ତ
ନୂଆଦିଲ୍ଲୀ,୧୪।୧: ରଣଜୀ ଟ୍ରଫି ଖେଳିବେ ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ। ଦିଲ୍ଲୀ ପାଇଁ ସେ ଜାନୁଆରୀ ୨୩ରେ ମ୍ୟାଚ୍ ଖେଳିବେ। ଏନେଇ ଦିଲ୍ଲୀ ତଥା ଜିଲା କ୍ରିକେଟ ସଂଘ(ଡିଡିସିଏ)ର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଡିଡିସିଏ ସଚିବ ଅଶୋକ ଶର୍ମା…
ମୁମ୍ବାଇ ପାଇଁ ରଣଜୀ ଟ୍ରଫି ଖେଳିବାକୁ ପ୍ରସ୍ତୁତ ଯଶସ୍ୱୀ ଜୈସ୍ବାଲ; ସେପଟେ ବିରାଟ
ମୁମ୍ବାଇ,୧୪।୧: ଯଶସ୍ୱୀ ଜୈସ୍ବାଲ ରଣଜୀ ଟ୍ରଫି ଖେଳିବାକୁ ପ୍ରସ୍ତୁତ। ଏହି ପରିପ୍ରେକ୍ଷୀରେ, ସେ ତାଙ୍କ ନିଷ୍ପତ୍ତି ବିଷୟରେ ମୁମ୍ବାଇ କ୍ରିକେଟ୍ ଆସୋସିଏସନକୁ ଅବଗତ କରାଇଛନ୍ତି। ମୁମ୍ବାଇ ଏବଂ ଜମ୍ମୁ କାଶ୍ମୀର ମଧ୍ୟରେ ମ୍ୟାଚ୍ ଜାନୁଆରୀ ୨୩ ରୁ ଖେଳାଯିବ। ଉଭୟ ଦଳ…
ଗୋଟିଏ ଦିନରେ ୫ ବଡ଼ ନିଷ୍ପତ୍ତି ନେଲା BCCI, ଜାଣନ୍ତୁ ଖେଳାଳିଙ୍କ ଲାଗି କ’ଣ କ’ଣ ଆଗକୁ ବଦଳିଯିବ…?
ନୂଆଦିଲ୍ଲୀ,୧୪।୧: ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆର ଖରାପ ପ୍ରଦର୍ଶନ ପରେ ବିସିସିଆଇ ଶନିବାର ଏକ ସମୀକ୍ଷା ବୈଠକ କରିଥିଲା। ଏହି ଅବସରରେ ବୋର୍ଡ ଅନେକ ବଡ଼ ଏବଂ କଠିନ ନିଷ୍ପତ୍ତି ନେଇଛି। ଏବେ ଖେଳାଳିମାନଙ୍କ ପତ୍ନୀମାନେ ବିଦେଶ ଗସ୍ତରେ ସେମାନଙ୍କ ସହିତ…
ଆଣ୍ଠେଇ ଆଣ୍ଠେଇ ତିରୁପତିଙ୍କୁ ଦର୍ଶନ କରିବାକୁ ପହଞ୍ଚିଲେ ଏହି କ୍ରିକେଟର, ଶତକ ମାରି ଅଷ୍ଟ୍ରେଲିୟ ବୋଲର୍ଙ୍କୁ କନ୍ଦାଇଥିଲେ…
ନୂଆଦିଲ୍ଲୀ,୧୪।୧: ଭାରତୀୟ କ୍ରିକେଟରେ ଏଭଳି ଅନେକ ଖେଳାଳି ଅଛନ୍ତି ଯେଉଁମାନଙ୍କର ଭଗବାନଙ୍କ ଉପରେ ବହୁତ ଆସ୍ଥା। କିଛି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ପୂର୍ବରୁ ସେମାନେ ଭଗବାନଙ୍କଠାରୁ ଆଶୀର୍ବାଦ ନେବାକୁ ପହଞ୍ଚିଥାନ୍ତି। ଏଭଳି କିଛି ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ମାରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ୍ ନୀତୀଶ…
ବୁମ୍ରାଙ୍କୁ ବଡ଼ ପୁରସ୍କାର ଦେଲା ଆଇସିସି
ନୂଆଦିଲ୍ଲୀ,୧୪।୧: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ମିଳିଛି। ଆଇସିସି ବୁମରାଙ୍କୁ ‘ପ୍ଲେୟାର ଅଫ ଦି ମନ୍ଥ୍’ ପୁରସ୍କାର ପାଇଁ ଚୟନ କରିଛି। ଡିସେମ୍ବର ୨୦୨୪ ପାଇଁ ବୁମରାଙ୍କୁ ଏହି ପୁରସ୍କାର ଦିଆଯିବ। ଆଇସିସି…
ଦିନକୁ କେତେ ଘଣ୍ଟା ମୋବାଇଲ୍ ଦେଖନ୍ତି ବିରାଟ…ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବିରାଟ କୋହଲି କେବଳ ଭାରତ ପାଇଁ ନୁହେଁ ବରଂ ବିଶ୍ୱ ପାଇଁ ପ୍ରେରଣା ପାଲଟିଛନ୍ତି। କ୍ରିକେଟ ବ୍ୟତୀତ ବ୍ୟକ୍ତିଗତ ଜୀବନରେ ମଧ୍ୟ କୋହଲି ବେଶ୍ ଶୃଙ୍ଖଳିତ। ତାଙ୍କଠାରୁ ସମସ୍ତେ ପ୍ରେରଣା ନେଇପାରିବେ। କୋହଲି ତାଙ୍କର କାର୍ଯ୍ୟ ନୀତି ପାଇଁ ମଧ୍ୟ ଜଣାଶୁଣା।…
Archives


