IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!
ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା ଖୋଲିପାରି ନଥିଲେ ଏବଂ ଇଂଲଣ୍ଡ ବିପକ୍ଷରେ ବିଜୟ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କଠାରୁ ଦୂରେଇ…
ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍ ପଡ଼ିଆରେ କଲେ ଏମିତି କାରନାମା
ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ କରୁଥିବା ପରି ମନେ ହେଉଛି। ୬ ଜୁଲାଇରେ ଶ୍ରୀଲଙ୍କା ଅଣ୍ଡର-୧୯ ବିପକ୍ଷରେ ଅନଭୟ…
ରେଡ୍ କାର୍ଡ ପ୍ରତ୍ୟାହାର ପରେ ଫିଫାକୁ ଧନ୍ୟବାଦ୍ ଦେଲେ ରାଷ୍ଟ୍ରପତି ଟ୍ରମ୍ପ
ନ୍ୟୁୟର୍କ,୬ା୭: ବୋସନିଆ-ହର୍ଜଗୋଭିନା ବିପକ୍ଷ ରାଉଣ୍ଡ ଅଫ୍-୩୨ ମ୍ୟାଚ୍ରେ ଆମେରିକୀୟ ଫରଓ୍ବାର୍ଡ ଫୋଲାରିନ ବାଲୋଗନଙ୍କୁ ଦିଆଯାଇଥିବା ରେଡ୍ କାର୍ଡକୁ ଫିଫା ରବିବାର ସସ୍ପେଣ୍ଡ କରିଛି। ଏଥିଯୋଗୁ ସେ ମଙ୍ଗଳବାର ବେଲଜିୟମ ବିପକ୍ଷରେ ହେବାକୁ ଥିବା ପ୍ରି-କ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ଖେଳିପାରିବେ। ଏଭଳି ନିଷ୍ପତ୍ତି…
ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…
ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍ ଖେଳାଳି ନେମାର। ଫିଫା ବିଶ୍ୱକପ୍ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି। ଶେଷରେ ଦୀର୍ଘ ୧୬ ବର୍ଷର କ୍ୟାରିଅରକୁ ଅଲବିଦା କହିଛନ୍ତି ୩୪ ବର୍ଷୀୟ ନେମାର।…
ମହିଳା ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଚାମ୍ପିୟନ
ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହା ଅଷ୍ଟ୍ରେଲିଆର ସପ୍ତମ ଟି୨୦ ବିଶ୍ୱକପ୍ ଟ୍ରଫି।…
ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ
ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍ରୁ କିଲିଆନ ଏମ୍ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍-୧୬ ମ୍ୟାଚ୍ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଏହି ଗୋଲ ସହ ଏମ୍ବାପେ ବିଶ୍ୱକପ୍ ଇତିହାସରେ ସର୍ବାଧିକ…
PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ
ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ ଦଳର ଅଧିନାୟକ ପଦରେ ମଧ୍ୟ ବଡ଼ ପରିବର୍ତ୍ତନ କରାଯାଇଛି। ଷ୍ଟାର ବ୍ୟାଟର ବାବର…
ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…
ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍ର ପ୍ରଥମ ମ୍ୟାଚ୍ ବର୍ଷାରେ ଧୋଇଯାଇଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ୍କୁ ଜିତି ସିରିଜ୍ରେ ୧-୦ରେ ଆଗରେ…
ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ
ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି ହୋଇଛି ଫାଟ। ଚଳିତ ବର୍ଷ ମାର୍ଚ୍ଚରେ ଦୁହେଁ ପରସ୍ପର ସହ ନିର୍ବନ୍ଧ କରିଥିଲେ।…
ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍ ଆଗୁଆ
ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍ର ପ୍ରଥମ ମ୍ୟାଚ୍ ବର୍ଷାରେ ଧୋଇଯାଇଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ୍କୁ ଜିତି ସିରିଜ୍ରେ ୧-୦ରେ…
IND vs ENG T20 : ଟସ୍ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍, ବୈଭବ କରିବେ ଓପନିଂ
ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ର ସବୁଠାରୁ ବଡ଼…
୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ
ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ରେ ତାଙ୍କୁ ଭାରତ ପାଇଁ…

