ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ
ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ…
ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ
ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ ଶୁକ୍ରବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ସିନିୟର ଚୟନ କମିଟି ମୁଖ୍ୟ ଅମିୟ…
ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା ଆନ୍ତଃଜିଲା ସାହାଣୀ କପ୍ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ସେମି ଫାଇନାଲ ମ୍ୟାଚରେ…
ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା। ପନ୍ତ ୨୦୧୫ରେ ପ୍ରଥମ ଶ୍ରେଣୀ କ୍ରିକେଟରେ ଡେବ୍ୟୁ କରିଥିଲେ।…
କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍ଙ୍କୁ ମିଳିନି ଦରମା
ଇସଲାମାବାଦ୍,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ ନାହିଁ। ଏହି ଆର୍ଥିକ ସଙ୍କଟ ଏପରି ଏକ ସମୟରେ ଆସିଛି ଯେତେବେଳେ ପାକିସ୍ତାନ ଦଳରେ…
ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…
ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ କରି ନ ଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ପାସପୋର୍ଟ ଅବଧି ଶେଷ ହୋଇଯାଇଥିବାରୁ…
ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…
ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଭାରତୀୟ କ୍ରିକେଟ ଦଳ ଅଷ୍ଟ୍ରେଲିଆ ଗସ୍ତ କରିବ। ଏହି ଟେଷ୍ଟ ସିରିଜ ନଭେମ୍ବର ୨୨ରୁ…
ମୋଦିଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ‘ଦ ୟୁନିଭର୍ସ ବସ୍’: ଭିଡିଓ ହେଉଛି ଭାଇରାଲ୍..
ନୂଆଦିଲ୍ଲୀ,୪।୧୦: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମାଇକାରେ ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି, ନୂଆଦିଲ୍ଲୀରେ ଜାମାଇକା ହାଇ କମିଶନଙ୍କ ସମ୍ମୁଖରେ ଥିବା ରାସ୍ତାର ନାମ ‘ଜାମାଇକା ରୋଡ’ ରଖାଯାଇଛି, ଯାହାକି ଭାରତ-ଜାମାଇକା…
‘ସବୁ ଲୋକ ଦେଖାଣିଆ…’, କ୍ରିକେଟର ମହମ୍ମଦ ଶାମି ଝିଅକୁ ଦେଖା କରିବା ସମୟରେ ହସିନ ଜାହାନ ଦେଲେ ବିବାଦୀୟ ବୟାନ
ନୂଆଦିଲ୍ଲୀ,୪।୧୦: ନିକଟରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ତାଙ୍କ ଝିଅ ସହିତ ଏକ ଭିଡିଓ ଶେୟାର କରିଥିଲେ, ଯେଉଁ ଭିଡିଓକୁ ଦେଖି ପ୍ରଶଂସକମାନେ ବହୁତ ଲାଇକ୍ କରିଛନ୍ତି। କିନ୍ତୁ, ବର୍ତ୍ତମାନ ହସିନ ଜାହାନ ଶାମିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି।…
୧୮ ଲକ୍ଷ ଟଙ୍କାର ଯୋଗ୍ୟ ନୁହନ୍ତି ହାର୍ଦ୍ଦିକ ପାଣ୍ଡ୍ୟା: ଆଇପିଏଲ୍ ନିଲାମ ପୂର୍ବରୁ ପୂର୍ବତନ କ୍ରିକେଟର୍ କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୪।୧୦: ଆଇପିଏଲ ୨୦୨୫ର ମେଗା ନିଲାମ ପୂର୍ବରୁ ରିଟେସନ୍ ନିୟମ ପ୍ରକାଶ ପାଇଛି। ବର୍ତ୍ତମାନ ଗୋଟିଏ ଦଳ ୬ ଜଣ ଖେଳାଳିଙ୍କୁ ବଜାୟ ରଖିବାରେ ସକ୍ଷମ ହେବେ। ଏହି ସମୟରେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଟମ ମୁଡିଙ୍କଠାରୁ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି…
ଟି-୨୦ ବିଶ୍ୱକପ୍ ପରେ ମୋ ଜୀବନ…ମନର କଥା ଖୋଲି କହିଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୪।୧୦: ନିକଟରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଟି-୨୦ ବିଶ୍ୱକପ ଜିତିଥିଲା। ଭାରତୀୟ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ଟାଇଟଲ ଜିତିଛି। ଏହାପୂର୍ବରୁ ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଟି-୨୦…
ପ୍ରତିଜ୍ଞା ଭାଙ୍ଗିଲେ କ୍ରିକେଟର୍ ରଶିଦ ଖାନ: ଶେଷରେ ହାତକୁ ଦି’ ହାତ ହେଲେ
କାବୁଲ,୨।୧୦: ଆଫଗାନିସ୍ତାନର ତାରକା ସ୍ପିନର ରଶିଦ ଖାନ ବିବାହ କରିଛନ୍ତି। ରସିଦ ଆଫଗାନିସ୍ତାନର ରାଜଧାନୀ କାବୁଲରେ ବିବାହ କରିଥିଲେ। ଆଫଗାନିସ୍ତାନ ସ୍ପିନରଙ୍କ ବିବାହ ପାଶ୍ଟୁନ ରୀତିନୀତି ଅନୁଯାୟୀ ହୋଇଥିଲା। ସେ ଅକ୍ଟୋବର ୩ରେ ବିବାହ କରିଥିଲେ। ତାଙ୍କ ବିବାହରେ ଆଫଗାନିସ୍ତାନର ସମସ୍ତ…
Archives


