ଖେଳ

ଆଜିଠୁ ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆର ଆଧିପତ୍ୟ ଶେଷ କରିବାକୁ ସୁଯୋଗ

ଦୁବାଇ,୩ା୧୦(ପି.ଟି.):ୟୁଏଇରେ ଗୁରୁବାର ମହିଳା ଟି୨୦ ବିଶ୍ୱକପ୍‌ ଆରମ୍ଭ ହେବାକୁ ଯାଉଛି। ବାଂଲାଦେଶ ଓ ସ୍କଟଲାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ ଶାରଜା ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ପରେ ଦୁଇ ଏସୀୟ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ଓ ଶ୍ରୀଲଙ୍କା ପରବର୍ତ୍ତୀ ମ୍ୟାଚ୍‌ରେ ପରସ୍ପରକୁ…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ବୁମ୍‌ରା ପୁଣି ୧ ନମ୍ବର

ଦୁବାଇ,୨ା୧୦: ଭାରତୀୟ ପେସ୍‌ ବୋଲର ଯଶ୍‌ପ୍ରୀତ୍‌ ବୁମ୍‌ରା ସଦ୍ୟ ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। କାନପୁରରେ ବାଂଲାଦେଶ ବିପକ୍ଷରେ ୬ ଉଇକେଟ ନେଇଥିବା ବୁମ୍‌ରା ଅନ୍ୟତମ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ହଟାଇ ପ୍ରଥମ ସ୍ଥାନକୁ ଫେରିଛନ୍ତି।…

ପାକିସ୍ତାନ କ୍ରିକେଟ୍‌ରେ ହଲଚଲ: ପୁଣି ଅଧିନାୟକ ପଦରୁ ଇସ୍ତଫା ଦେଲେ ବାବର ଆଜମ

ନୂଆଦିଲ୍ଲୀ,୨।୧୦: ପାକିସ୍ତାନ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ବାବର ଆଜମ ଦ୍ୱିତୀୟଥର ପାଇଁ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ବାବର ପାକିସ୍ତାନର ଦିନିକିଆ ଏବଂ ଟି-୨୦ର ଅଧିନାୟକ ଥିଲେ। ଏହା ପୂର୍ବରୁ ମଧ୍ୟ ସେ ଥରେ ଇସ୍ତଫା ଦେଇଥିଲେ, କିନ୍ତୁ ତାଙ୍କୁ…

ମାତ୍ର ୧୩ ବର୍ଷ ବୟସରେ ଅଷ୍ଟ୍ରେଲିଆ ବିରୋଧରେ ଶତକ ମାରିଲେ ଭାରତର ଏହି ବିସ୍ମୟ ବାଳକ

ଚେନ୍ନାଇ, ୧ା୧୦: ଦ୍ୱିତୀୟ ଟେଷ୍ଟରେ ବାଂଲାଦେଶ ବିପକ୍ଷରେ ଟିମ୍ ଇଣ୍ଡିଆର ଆକ୍ରମଣାତ୍ମକ ପ୍ରଦର୍ଶନ ଅନେକ ଯୁବ ତାରକାଙ୍କୁ ଅନୁପ୍ରାଣିତ କରିଛି। ମାତ୍ର ୧୩ ବର୍ଷ ବୟସରେ, ଯୁବ ବୈଭବ ସୂର୍ୟ୍ୟବଂଶୀ ଚେନ୍ନାଇର ଏମ.ଏ ଚିଦାମ୍ବରମ୍ ଷ୍ଟାଡିୟମରେ ନିଜର ପରାକାଷ୍ଠା ଦେଖାଇଛନ୍ତି, ଯେଉଁଠି…

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର ରୋହିତ ପାତ୍ର

କୋରାପୁଟ,୧।୧୦(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଅକ୍ଟୋବର ୦୪ରୁ ୧୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକାର ସନ୍‌ ସିଟିରେ ହେବାକୁ ଥିବା ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିୟନଶିପରେ ଭାରତର ପ୍ରତିନିଧିତ୍ୱ କରିବାକୁ ମନୋନୀତ…

ଡବ୍ଲୁଟିସି ଫାଇନାଲ୍‌ ପାଇଁ ଭାରତକୁ ଟକ୍କର ଦେବେ ଏହି ୨ ଟିମ୍‌: ବଦଳିଲା ସମୀକରଣ

କାନୁପର,୧।୧୦: କାନପୁର ଟେଷ୍ଟରେ ବାଂଲାଦେଶ ଉପରେ ଭାରତ ଜିତିବା ପରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ରେସ୍‌ରେ ସମୀକରଣ ବଦଳିଥିବା ଜଣାପଡିଛି। ଦୁଇ ଟେଷ୍ଟ ସିରିଜରେ ଭାରତ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ପ୍ରାୟ ୩ ଦିନ ଧରି ବର୍ଷା…

ଭାରତର କ୍ଲିନ୍‌ସୁଇପ୍‌ ପରେ ଡବ୍ଲୁଟିସି ପଏଣ୍ଟ ଟେବୁଲ୍‌ରେ ବଡ଼ ଓଲଟପାଲଟ

କାନପୁର,୧।୧୦: କାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୦ରେ ହାତେଇଛି। ଏହାପୂର୍ବରୁ ଟିମ ଇଣ୍ଡିଆ ଚେନ୍ନାଇରେ ୨୮୦ ରନ୍‌ରେ ବାଂଲାଦେଶକୁ ପରାସ୍ତ କରିଥିଲା। ଏହି ବିଜୟ ସହିତ ଭାରତୀୟ ଦଳ ବିଶ୍ୱ ଟେଷ୍ଟ…

ବାଂଲାଦେଶକୁ ଧୂଳିଚଟେଇଲା ଭାରତ: ୨-୦ରେ ସିରିଜ୍‌ ଜିତିଲା

କାନପୁର,୧।୧୦:କାନପୁର ଟେଷ୍ଟରେ ଭାରତ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରି ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୦ରେ ଜିତିଛି। ଟିମ ଇଣ୍ଡିଆର ୯୫ ରନ ଲକ୍ଷ୍ୟ ଥିଲା। ଭାରତ ମାତ୍ର ୩ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲେ। ବିରାଟ…

ବାଂଲାଦେଶ ଚିତ୍‌ପଟାଙ୍ଗ: ଭାରତକୁ ମାତ୍ର ୯୫ ରନ୍‌ର ଟାର୍ଗେଟ୍‌

କାନପୁର,୧।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ କାନପୁରରେ ଚାଲିଛି। ଆଜି ଏହି ଟେଷ୍ଟର ଶେଷ ଦିନ। ଦ୍ୱିତୀୟ ଇନିଂସରେ ବାଂଲାଦେଶ ୧୪୬ ରନ୍‌ରେ ଅଲଆଉଟ୍‌ ହୋଇଛି। ପ୍ରଥମ ଇନିଂସରେ ବାଂଲାଦେଶ…

ଅଚାନକ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ: ଟେଷ୍ଟ ସିରିଜ୍‌ ଚାଲିଥିବାବେଳେ ୩ ଖେଳାଳିଙ୍କୁ ଦଳରୁ ବିଦା କଲା ବିସିସିଆଇ

ନୂଆଦିଲ୍ଲୀ,୧।୧୦: କାନପୁରରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ମ୍ୟାଚର ଚାରି ଦିନ ସମାପ୍ତ ହୋଇଛି ଏବଂ ଆଜି ହେଉଛି ପଞ୍ଚମ ଦିନ। ଟିମ ଇଣ୍ଡିଆ ବିସ୍ଫୋରକ ବ୍ୟାଟିଂ ସହ କାନପୁର ଟେଷ୍ଟକୁ ରୋମାଞ୍ଚକର କରିଛି। ଗୋଟିଏ ପଟେ…

୨୦୨୫ ଆଇପିଏଲରେ ଆରସିବି ପାଇଁ ଖେଳିବେ ରାହୁଲ! ବଡ଼ ସଙ୍କେତ ଦେଲା ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ୨୭ ସେପ୍ଟେମ୍ବରରୁ ଖେଳାଯାଉଛି, କିନ୍ତୁ ଭାରତ ଏହି ମ୍ୟାଚ ପାଇଁ ଚତୁର୍ଥ ଦିନ ବ୍ୟାଟିଂ କରିବାର ସୁଯୋଗ ମିଳିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଏହି ମ୍ୟାଚ ସମୟରେ ଏକ ସୋସିଆଲ…

ରୋମାଞ୍ଚକ ସ୍ଥିତିରେ କାନପୁର ଟେଷ୍ଟ: ଭାରତର ଦବ୍‌ଦବା ଜାରି

କାନପୁର,୩୦।୯: କାନପୁରର ଗ୍ରୀନପାର୍କରେ ଭାରତ ଓ ବାଂଲାଦେଶ ମଧରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ଟେଷ୍ଟ ମ୍ୟାଚ ବେଶ ରୋଚକ ସ୍ଥିତିରେ ରହିଛି। ଲଗାତାର ଦୁଇ ଦିନ ବର୍ଷାରେ ଧୋଇଯିବା ପରେ ସୋମବାର ଚତୁର୍ଥ ଦିନର ଖେଳ ସମ୍ଭବ ହୋଇଥିଲା। ଭାରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri