ଖେଳ

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ଦୁଇଟି…

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୩୦୮ ରନ୍‌ରେ ଆଗୁଆ ରହିଛି। ରବିଚନ୍ଦ୍ରନ ଅଶ୍ୱିନଙ୍କ ଶତକ ଓ ରବୀନ୍ଦ୍ର ଜାଡେଜାଙ୍କ…

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ ଓଡ଼ିଶା। ଯୋଧପୁରର ବର୍କତୁଲା ଖାଁ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଉଦ୍‌ଘାଟନୀ ମ୍ୟାଚରେ ଓଡ଼ିଶା ଦଳ…

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଆଗାମୀ ସିଜନ ପାଇଁ ୫୫ ବର୍ଷୀୟ ରାଠୋର ହେଉଛନ୍ତି ଏହି ଫ୍ରାଞ୍ଚାଇଜ୍‌ର ଦ୍ୱିତୀୟ…

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ କରିଥିଲେ।…

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌ ଭାବେ କାର୍ଯ୍ୟ କରୁଥିଲେ। ସମରବୀରା ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ…

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ ସେ ନିଜ ଟେଷ୍ଟ କ୍ୟାରିୟରର ଷଷ୍ଠ ଶତକ ସ୍କୋର କରି ଏପର୍ଯ୍ୟନ୍ତ ଅପରାଜିତ ରହିଛନ୍ତି।…

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ ପଡିବ। ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ସ୍କୋର କରିବାର ରେକର୍ଡ ସଚିନ ତେନ୍ଦୁଲକରଙ୍କ…

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି। କ୍ରିକେଟ ପଡିଆର ଚାପକୁ ହାତେଇବା ପାଇଁ ଗୌତମ ହନୁମାନ ଚାଳିଶା ପାଠ କରୁଥିବା ବେଳେ…

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ ମିଳିଥାଏ। ତେବେ ଉଭୟ ଖେଳାଳିଙ୍କ ସାକ୍ଷାତକାରର ଏକ ଭିଡିଓ ଆସିବା ସହିତ ଏହି ଚର୍ଚ୍ଚାରେ…

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କେଜି ୟୁଥ୍‌ ବର୍ଗରେ ସ୍ବୟମଜିତ ମୋଟ ୨୪୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri